Sign in
Sign in
Recover your password.
A password will be e-mailed to you.
ବ୍ଲକ ବିଡ଼ିଓ ଏବଂ ପିଇଓଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା l
(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଳକ ଉନ୍ନୟନ ଅଧିକାରୀ ଧର୍ମରଂଜନ ପଣ୍ଡାଙ୍କ ବାରଙ୍ଗ ବ୍ଳକକୁ ବଦଳି ହୋଇଥିବା ବେଳେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ କୁମାର ମହନ୍ତଙ୍କ କଟକ ସଦର ଓ ବିଜୟ ରାମ ସାଇଁଙ୍କ ଆଠଗଡ଼ ବ୍ଳକକୁ ବଦଳି କରାଯାଇଛି l ଏହି ଅବସରରେ…
ଭିଜିଲାନ୍ସ ଜାଲରେ ଡାବୁଗାଁ ଥାନା ଏ ଏସ ଆଇ ସିମାଞ୍ଚଳ ମହାରଣା, କେସ ରଫାଦଫା ପାଇଁ ନେଉଥିଲେ ୫ ହଜାର ଟଙ୍କା
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୨/୦୩/୨୪ ଏକ ଦ୍ୱିପାକ୍ଷିକ ଗଣ୍ଡଗୋଳ ର ରଫାଦଫା ପାଇଁ ଜଣେ ଅଭିଯୋଗ କାରୀଙ୍କ ନିକଟରୁ ଥାନା ମଧ୍ୟରେ ୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଡାବୁଗାଁ ଥାନା ଏ ଏସ ଆଇ ସୀମାଞ୍ଚଳ ମହାରଣା। ଆଜି ଦିନ ୧୨ ଘଣ୍ଟ ୧୫…
କେନ୍ଦୁମାଲ ପ୍ରାଥମିକ ବିଦ୍ୟାଳୟ ରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା
ଗାଇସିଲେଟ/ମନ ଡନସନା- ଗାଇସିଲାଟ ବ୍ଲକ କଟାବାହାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ କେନ୍ଦୁମାଲ ସ୍ଥିତ ପ୍ରାଥମିକ ବିଦ୍ୟାଳୟ ରେ ଆଜି ଡଙ୍ଗରମୁଣ୍ଡା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ମିଶ୍ରଙ୍କ ସଭାପତିତ୍ବ ରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଫକିର ମୋହନ ସାହୁ …
ଜଳସେଚନ କ୍ଷେତ୍ରରେ ସୁବର୍ଣ୍ଣ ଅଧ୍ୟାୟ, ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଶୁଭାରମ୍ଭ
୪ଟି ଜିଲ୍ଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦ୍ଘାଟନ, ୧୫ଟି ଜିଲ୍ଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ
ନୟାଗଡ କୁସୁମି ବ୍ୟାରେଜ ଉଦ୍ଘାଟିତ ଏବଂ ୫ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଜଳକୁ ଭୂତଳ ପାଇପଲାଇନ ଦ୍ୱାରା ବଣ୍ଟନ ବ୍ୟବସ୍ଥାର…
ପାଣ୍ଡିଆନଙ୍କୁ ଭେଟିଲେ ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞପିତ ଅଞ୍ଚଳ ପରିଷଦ ଓ ୪ଟି ବିଭିନ୍ନ ସଂଗଠନର…
ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିବା ସହିତ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଲେ
ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଡିଶା ଗଠନ ପାଇଁ ସମସ୍ତେ ଏକଜୁଟ ହୋଇ କାମ କରିବାକୁ ପରାମର୍ଶ ଦେଲେ 5T ଅଧ୍ୟକ୍ଷ
ଭୁବନେଶ୍ବର: ଅଜି ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି…
“ବିଜେଡିରୁ ତଡାଖିଆ ଓ ପରିତ୍ୟକ୍ତଙ୍କୁ କୋଳାଉଛି ବିଜେପି “
ବିଜେପି ପାଖରେ ୧୪୭ ବିଧାନସଭା ଏବଂ ୨୧ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ନାହାନ୍ତି
ନବୀନଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ମନ ସ୍ଥିର କରିସାରିଛନ୍ତି ଓଡିଶାବାସୀ
୧୭ ଲୋକସଭା ଓ ୧୨୦ରୁ ଅଧିକ ବିଧାନସଭା ଆସନରେ ଜିତିବ ବିଜେଡି
ଜନବିରୋଧି କାର୍ଯ୍ୟପାଇଁ ବିଜେଡିରୁ…
୫ଟି ମେଡିକାଲ କଲେଜର ଟିଚିଂ ହସ୍ପିଟାଲର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର ଦେଲେ
ଆମ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଉପରେ ଲୋକଙ୍କ ବିଶ୍ୱାସ ବଢିଛି, ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସେବା ଯୋଗାଇଦେବା ଆମର ଲକ୍ଷ୍ୟ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା…
ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି
ଶିକ୍ଷୟତ୍ରୀଙ୍କୁ ମିଳିବ ମାତୃତ୍ବ ଛୁଟି
ଭବନେଶ୍ବର: ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ…
ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଶିକ୍ଷା ନିମନ୍ତେ ନିୟୋଜତ ଶିକ୍ଷା ସ୍ବେଚ୍ଛାସେବୀ (PHIEV) ମାନଙ୍କ ପାରିଶ୍ରମିକ ୧୦ ହଜାର…
ଭବନେଶ୍ବର: ରାଜ୍ୟର ବିଭିନ୍ନ ବିଦ୍ୟାଳୟ ମାନଙ୍କର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ୨୦୧୪ ମସିହାରୁ ବିଭିନ୍ନ ଗ୍ରାମ ପଞ୍ଚାୟତ ମାନଙ୍କରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV) ମାନଙ୍କୁ ନିୟୋଜିତ…
ଜନଜାତି ବହୁଳ ଜିଲ୍ଲାମାନଙ୍କରେ ନିୟୋଜିତ ବହୁଭାଷୀ ଶିକ୍ଷକ ଙ୍କ ପାରିତୋଷିକ ଦଶ ହଜାର ଟଙ୍କା କୁ ବୃଦ୍ଧି :…
ଯୋଗ୍ୟତାଭିତ୍ତିରେ ନିୟମିତ ମଧ୍ୟ କରାଯିବ .
ଭବନେଶ୍ବର: ରାଜ୍ୟର ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE(EV)) ନିୟୋଜିତ କରାଯାଇଅଛି।
ବର୍ତ୍ତମାନ…