ଓଡ଼ିଶା ସଙ୍ଗୀତ ନାଟକ ଏକାଡେ଼ମୀ ସଦସ୍ୟ ଭାବରେ ଗୁରୁ ରଘୁନାଥ ପାତ୍ର ମନୋନୀତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ସରକାରଙ୍କ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଅଧିନରେ ଥିବା ଓଡ଼ିଶା ସଙ୍ଗୀତ ନାଟକ ଏକାଡେ଼ମୀର ନୂତନ ସାଧାରଣ ପରିଷଦ ଗଠିତ ହୋଇଛି। ଏଥିରେ ଗଜପତି ଜିଲ୍ଲା ତଥା ଓଡିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରଘୁନାଥ ପାତ୍ର ସଦସ୍ୟ ଭାବରେ…

ବଡ଼ ବୋର୍ସିଂ ପଂଚାୟତରେ ସଂକୀର୍ତ୍ତନ ମଣ୍ଡଳୀର ସଚେତନତା କାର୍ଯ୍ୟକ୍ରମ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଓଡ଼ିଶା ସରକାରଙ୍କ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ବେଲଗୁଣ୍ଠା ବ୍ଳକ୍ ର ବିଭିନ୍ନ ଗ୍ରାମରେ ସ୍ଥାନୀୟ ଲୋକକଳା ଏବଂ ଲୋକ ନାଟକ ମାଧ୍ୟମରେ ବିଭିନ୍ନ ସରକାରୀ ଯୋଜନା ଗୁଡ଼ିକ ସମ୍ପର୍କରେ ଜନ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି I ଏହି…

ସରକାରୀ ଧନରେ ଦଳୀୟ ଚିହ୍ନ ପ୍ରଚାରର ଅପରାଧ କରିଛି ନବୀନ ସରକାର, ବିଜେଡି ନିର୍ବାଚନୀ ଚିହ୍ନ ‘ଶଙ୍ଖ’କୁ ବାତିଲ କରାଯାଉ…

ସରକାରୀ ବିଜ୍ଞାପନରେ ବିଜେଡିର ଦଳୀୟ ଚିହ୍ନ ଶଙ୍ଖ ପ୍ରସଙ୍ଗରେ ଭାରତୀୟ ନିର୍ବାଚନ କମିଶନ”ଙ୍କ ନୋଟିସ୍  ଭାରତୀୟ ଜନତା ପାର୍ଟି ୧୧ ନଭେମ୍ବର ୨୦୨୩ରେ “ଭାରତୀୟ ନିର୍ବାଚନ କମିଶନ”ଙ୍କୁ ଭେଟି ସମସ୍ତ କଥା ଅବଗତ କରାଇଥିଲା  ବିଜ୍ଞାପନ ବାବଦରେ ଖର୍ଚ୍ଚ ହୋଇଥିବା ଓଡ଼ିଶାବାସୀଙ୍କ…

ରାସ୍ତା ନିର୍ମାଣ ଦାବିରେ କୀରାପଲ୍ଲୀ ଗ୍ରାମବାସୀଙ୍କ ବେଲଗୁଣ୍ଠା-ବାଲିପଦର ରାସ୍ତା ଅବରୋଧ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଆଜି ସକାଳ ଆଠ ଘଣ୍ଟା ଠାରୁ ବେଲଗୁଣ୍ଠା ବ୍ଳକ୍ ବଙ୍କା ପଂଚାୟତର କୀରାପଲ୍ଲୀ ଗ୍ରାମର ପୁରୁଷ ଓ ମହିଳା ମାନେ ହାତରେ ପ୍ଲାକାର୍ଡ଼ ଧରି ରାସ୍ତାକୁ ଓହ୍ଲାଇଥିଲେ I ଦୀର୍ଘ 40 ବର୍ଷ ହେବ ପିଡବ୍ଳ୍ୟୁଡ଼ି ରାସ୍ତା ଠାରୁ କୀରାପଲ୍ଲୀ ଗ୍ରାମକୁ ଯାଇଥିବା…

ତେଜୁଛି ଭଞ୍ଜନଗର କୁ ପୌରପାଳିକା ମାନ୍ୟତା ଦାବି

 ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଭଞ୍ଜନଗର ଏନ.ଏ.ସି କୁ ପୌରପାଳିକା ମାନ୍ୟତା ପ୍ରଦାନ ଦାବି ତେଜିବା ରେ ଲାଗିଛି । ସେଥିଶକାସେ ଆଜି ଅର୍ଥାତ୍ ୨୯ ଫେବୃଆରୀ ୨୦୨୪ ମଧ୍ୟାହ୍ନ ସମୟରେ ଭଞ୍ଜନଗର ଥାନା ସମ୍ମୁଖ ରେ ଥିବା ବିଜୁପଟ୍ଟନାୟକ ପ୍ରତିମୂର୍ତ୍ତି ସମ୍ମୁଖ ରେ ଭଞ୍ଜନଗର କଂଗ୍ରେସ ସମର୍ଥକ…

ଡାବୁଗାଁ ରେ ବ୍ଲକ ସ୍ତରୀୟ ମନରେଗା ଜନ ଶୁଣାଣି ଓ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସମୀକ୍ଷା ବୈଠକ ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୯/୦୨/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ବ୍ଲକ ସ୍ତରୀୟ ମନରେଗା ଜନ ଶୁଣାଣି ଓ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଡିଓ ଶରତ ଚନ୍ଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକ ରେ…

ମେଦନା ରେ ମୋ ବ୍ୟାଙ୍କ ସେବା ର ଶୁଭାରମ୍ଭ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୯/୦୨/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅନ୍ତର୍ଗତ ମେଦନା ଗ୍ରାମ ପଞ୍ଚାୟତ ରେ "ଆମ ବ୍ୟାଙ୍କ ସେବା"ର ଶୁଭାରମ୍ଭ ହୋଇଛି। ଭିଡିଓ କନ ଫେରେନ୍ସି ମାଧ୍ୟମରେ ଆଜି ସନ୍ଧ୍ୟାରେ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଥିଲେ।…

ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ, ୭୯ ୟୁନିଟ ରକ୍ତ ସଂଗ୍ରହ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି- ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ଆଜି ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଵିଶ୍ଵବିଦ୍ୟାଳୟ ପରିସର ଅନୁଷ୍ଠିତ କରଯାଇଥିଲା।ଏହି ଶିବିରରେ ମୋଟ ୭୯ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି।ଏହି ଶିବିରକୁ ବିଶ୍ୱବିଦ୍ୟାଳୟର…

ପଞ୍ଚାୟତ ବଣ୍ଟନ ବ୍ୟବସ୍ଥା,ସ୍ତ୍ରୀଙ୍କ କାମକୁ ସ୍ଵାମୀଙ୍କ ଚିନ୍ତା : ହିତାଧିକାରୀଙ୍କ ବଢେ ଦୁଶ୍ଚିନ୍ତା,

(ଶାସକ ପ୍ରଶାସକ ):କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକର କିଛି ଗ୍ରାମ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା ବିପର୍ଯ୍ୟସ୍ଥ ମୁହାଁ ହୋଇଛି । ବ୍ଲକର ହାବସପୁର ପଞ୍ଚାୟତରେ ଜୈନିକ ଯୋଗାଣ ସହାୟକଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ଲୋକେ ହନ୍ତସନ୍ତ ହେଉଥିବା ଅଭିଯୋଗ ହୁଏ।ଜାତୀୟ ଖାଦ୍ୟ ସୁରକ୍ଷା…

କେସିଙ୍ଗା ବ୍ଲକ ଲଇତରା ପଞ୍ଚାୟତ ର ଜୋଲକୋ ଗ୍ରାମଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ…

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ଲଇତରା ପଞ୍ଚାୟତର ଜୋଲକୋ ଗାଁ ଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଯୁବ ବରିଷ୍ଠ ଉପ ସଭାପତି ଶ୍ରୀ ମଣ୍ଟୁ ନାଏକ ଯୋଗଦେଇ ତୃଣମୂଳ ସ୍ତରରେ…