ଗଜପତି ଜିଲ୍ଲା ପରିଷଦର ୫୧ତମ ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପରିଷଦର ୫୧ତମ ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲା ପରିଷଦ ସଭାପତି ଶ୍ରୀଯୁକ୍ତ ଜି.ତିରୁପତି ରାଓଙ୍କ ଅଧ୍ୟକ୍ଷତା କରିଥିବା ବେଳେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି…

ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ର ସରକାରୀ ଉଚ୍ଚ ବିଦ୍ୟାଳୟ ଜାଜପୁର ଠାରେ ଗଜପତି ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ଶିକ୍ଷକ , ଶିକ୍ଷା ନିର୍ଦ୍ଦେଶାଳୟ ଓ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ , ଭୁନେଶ୍ବର ଆନୁକୁଲ୍ୟରେ ଓ ଜିଲ୍ଲା…

ବିଜୁ ସେତୁ ଯୋଜନାରେ, “ବଡନଦୀ ସେତୁ”ର ଶୁଭ ଉଦ୍ଘାଟନ: ଭଞ୍ଜନଗରେ କିମ୍ସ ହସ୍ପିଟାଲ ନିଶ୍ଚିତ

ଭଞ୍ଜମାଟି ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା } :  ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ବାରୁଡ଼ା ଗ୍ରାମ ପଂଚାୟତରେ ସ୍ଥାନୀୟ ବିଧାୟକ ତଥା ଓଡ଼ିଶା ରାଜ୍ୟ ଅର୍ଥମନ୍ତ୍ରୀ ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ ଙ୍କ ପୌରହିତ୍ୟରେ ମାନ୍ୟବର ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ,ପଞ୍ଚାୟତିରାଜ ଓ…

ଓଁ କାର ମନ୍ଦିର ରକ୍ଷଣାବେକ୍ଷଣ ପାଇଁ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

କୃତଜ୍ଞତା ଜଣାଇଲେ ମନ୍ଦିର ଟ୍ରଷ୍ଟ ର ସଭ୍ୟ । ସାରସକଣା (ଶାସକ ପ୍ରଶାସକ):: ମୟୁରଭଂଜ ଜିଲ୍ଲା ସାରସକଣା ବ୍ଲକ ଅନ୍ତର୍ଗତ ଓଁ କାର ମନ୍ଦିର (ଗୋଲାପମଣି ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ ଚାକଦହ ) ର ରକ୍ଷଣାବେକ୍ଷଣ ପାଇଁ ମୂଖ୍ୟ ମନ୍ତ୍ରୀ ଙ୍କ ସ୍ବତନ୍ତ୍ର ସହାୟକ ଯୋଜନା ରେ ଅର୍ଥ ମଞ୍ଜୁର…

ମା’ ହରଚଣ୍ଡୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ; ମଧୁଶାସନ ଚମ୍ପିୟନ l

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ) ନିଶ୍ଚିନ୍ତକୋଇଲି ବ୍ଲକ କେରିଲୋ ପଞ୍ଚାୟତ ଛପଚିକଣାର ମା’ ହରଚଣ୍ଡୀ କ୍ରିକେଟ ଆସୋସିଏସନ ପକ୍ଷରୁ ଚଳିତ ବର୍ଷର ଟୁର୍ଣାମେଣ୍ଟ ୧୧ଦିନ ବ୍ୟାପୀ ଚାଲି ମଙ୍ଗଳବାର ଦିନ ଉଦଯାପିତ ହୋଇଛି। ଏହାର ଚୁଡ଼ାନ୍ତ ଖେଳରେ ମଧୁଶାସନ କ୍ରିକେଟ ଟିମ୍ ହାଇଡ଼ା ଦଳକୁ ୨୨ ରନରେ…

ଭଙ୍ଗାବାରି ଠାରେ କଳାହାଣ୍ଡି ଜିଲ୍ଲା ବିଜ୍ଞାନ କେନ୍ଦ୍ର ର ଭିତ୍ତିପ୍ରସ୍ତର

ଭବାନୀପାଟଣା (ଶାସକ ପ୍ରସାଶକ) ତା: 28.02.2024:- ଆଜି ଭବାନୀପାଟଣା ସହର ନିକଟସ୍ଥ ସ୍ଥାନୀୟ ଭଙ୍ଗାବାରୀ ଠାରେ କଳାହାଣ୍ଡି ଜିଲ୍ଲା ବିଜ୍ଞାନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ । ଏହି ଆନୁକୁଲ୍ୟରେ ଅନୁଷ୍ଟିତ…

ଜଗତସିଂହପୁର ଜିଲ୍ଲା ସାମ୍ବାଦିକ ସଂଘ-ସାଧାରଣ ପରିଷଦ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ

ଜଗତସିଂହପୁର,ତା-୨୮.୦୨.୨୦୨୪/ସୁମନ୍ତ କୁମାର ଦାସ: ଗତସିଂହପୁର ଜିଲ୍ଲା ସାମ୍ବାଦିକ ସଂଘ(ଉତ୍କଳ ସାମ୍ବାଦିକ ସଂଘ, ଓଡିଶା ଅନୁବନ୍ଧିତ)ର ସାଧାରଣ ପରିଷଦ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ସ୍ଥାନୀୟ ଧଳତଙ୍ଗ ଗଡ଼ ଜଙ୍ଗଲରେ ଅନୁଷ୍ଠିତ ହୋଇ ଯାଇଛି । ଜିଲା ସଭାପତି ମନୋଜ ଦାଶଙ୍କ ଅଧ୍ୟକ୍ଷତାରେ…

ବାଗମୁଣ୍ଡା ଠାରେ କେଗାଁ ବନାଞ୍ଚଳ ତରଫରୁ ବନାଗ୍ନି ନିରାକରଣ ଓ ସଚେତନତା ଶିବିର l

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କେଗାଁ ବନାଞ୍ଚଳ କଳାହାଣ୍ଡି ଉତ୍ତର ବନଖଣ୍ଡ ଓ ଓଡିଶା ସରକାରଙ୍କ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ବୁଧବାର ଅପରାହ୍ନ 3ଟା ସମୟରେ ବନାଗ୍ନି ନିରାକରଣ ଓ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ବାଗମୁଣ୍ଡା ବିଟ ର ବନରକ୍ଷୀ…

ଗାୟତ୍ରୀ ଫାର୍ମାସୀ ମହାବିଦ୍ୟାଳୟ ରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ରେଗେଡା ସ୍ଥିତ ଗାୟତ୍ରୀ ଫାର୍ମାସି ମହାବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ପ୍ରିନ୍ସିପାଲ ଡଃ.ପ୍ରକାଶ ଚନ୍ଦ୍ର ସେନାପତି ଓ ପ୍ରଶାସନିକ ଅଧିକାରୀ ପି.ଭି.କୋଟେଶ୍ୱର ରାଓଙ୍କ ଅଧ୍ୟକ୍ଷତା ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା…

ଗ୍ରୀଷ୍ମ ପ୍ରବାହ ପାନୀୟଜଳ ଅଂଶୁଘାତ ସମସ୍ୟା ଓ ତାହାର ସଫଳ ମୁକାବଲା ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ପ୍ରାକୃତିକ…

ନବରଙ୍ଗପୁର/ଅଶୋକ ସାହୁ, ଶାସକ ପ୍ରଶାସକ - ସ୍ଥାନୀୟ ମିଶନ ଶକ୍ତି ସଭାଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଗ୍ରୀଷ୍ମ ପ୍ରବାହ ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ଓ ତାର ମୁକାବିଲା ସମ୍ୱନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…