ପ୍ରଖ୍ୟାତ ଗଜଲ୍ ଗାୟକ ପଙ୍କଜ ଉଧାସଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଭକ୍ତ ସଙ୍ଗୀତ ସଂସଦ ସଭାଗୃହ ଠାରେ ସ୍ୱର୍ଗତ ପଦ୍ମଶ୍ରୀ ପଙ୍କଜ ଉଧାସଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜିତ ହୋଇଯାଇଛି।ଉକ୍ତ ବୈଠକରେ ଅନୁଷ୍ଠାନର ସମ୍ପାଦକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ରଥ , ଗୁରୁ ଶ୍ରୀ ରଘୁନାଥ ପାତ୍ର…

ଜିଲ୍ଲାସ୍ତରୀୟ ଆଶା , ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସ୍ବାସ୍ଥ୍ୟ ସମିତି ବୈଠକ ଅନୁଷ୍ଠିତ

ସମ୍ମାନିତ ହେଲେ ୧୪ ଆଶା, ୪ ଗାଁ କଲ୍ୟାଣ ସମିତି ଓ ୭୦ ରୁ ଉର୍ଦ୍ଧ୍ବ ମହିଳା ଆରୋଗ୍ୟ ସ୍ବାସ୍ଥ୍ୟ ସମିତି ଝାରସୁଗୁଡ଼ା: ଜିଲ୍ଲାସ୍ତରୀୟ ଆଶା , ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସ୍ବାସ୍ଥ୍ୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଅଛି।ନବ ଦାସ ଅଡିଟୋରିଅମ୍ ଠାରେ ଅନୁଷ୍ଠିତ ହେଇଥିବା ଏହି…

ପଞ୍ଚପଡ଼ା ରେ ହେବ ଜିଲ୍ଲା ବିଜ୍ଞାନ କେନ୍ଦ୍ର

ଝାରସୁଗୁଡ଼ା : ଆଜି ଜିଲ୍ଲା ବିଜ୍ଞାନ କେନ୍ଦ୍ର ଝାରସୁଗୁଡ଼ା ର ଶୁଭାରମ୍ଭ ଆଭାସି ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ।ଏହି କାର୍ଯ୍ୟକ୍ରମ ରେ ଝାରସୁଗୁଡ଼ା ଜିଲ୍ଲାପାଳ ଆବୋଲି ସୁନିଲ ନରୱାନେ,ଜିଲ୍ଲା ଶିକ୍ଷା ଅଧିକାରୀ ପୁଷ୍ପା ମିଞ୍ଜ, ଜିଲ୍ଲା ବିଜ୍ଞାନ ପ୍ରସାର…

ମାହାଙ୍ଗା ପୂର୍ବତନ ବ୍ଳକ ଅଧ୍ୟକ୍ଷ ଶରତ ନାୟକଙ୍କ ଉପରୁ ଉଠିଲା ନିଲମ୍ବନ ପ୍ରତ୍ୟାହାର l

 (ମାହାଙ୍ଗା-ଶାସକ ପ୍ରଶାସକ): ମାହାଙ୍ଗା ବ୍ଲକ ଗୋକନ ପଂଚାୟତର ସମାଜସେବୀ ତଥା ପୂର୍ବତନ ମାହାଙ୍ଗା ବ୍ଲକ ଅଧ୍ୟକ୍ଷ ଶରତ ନାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ହୋଇଥିବା ନେଇ କଟକ ଜିଲ୍ଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟ ଏକ ଚିଠି ମାଧ୍ୟମରେ ଜଣାଇଛନ୍ତି l ସୂଚନା ମୁତାବକ ଗତ ଅଗଷ୍ଟ…

ଝୁଲନ୍ତା ଅବସ୍ଥାରେ ନାବାଳିକାଙ୍କ ମୃତ ଦେହ ଉଦ୍ଧାର

ବାଲୁଗାଁ (ସେକ କୌସର ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଗୋପବନ୍ଧୁ ନଗରରୁ ଝୁଲନ୍ତା ଅବସ୍ଥାରେ ଜଣେ ନାବାଳିକାଙ୍କ ମୃତ ଦେହ ଉଦ୍ଧାର କରିଛି ବାଲୁଗାଁ ପୋଲିସ। ଖବର ଅନୁସାରେ ମଙ୍ଗଳବାର ରାତିରେ ବାଲୁଗାଁ ଗୋପବନ୍ଧୁ ନଗର ବାସିନ୍ଦା ସନ୍ତୋଷ ପାତ୍ର ଓ ସ୍ତ୍ରୀ ଘରେ ଅନୁପସ୍ଥିତ…

ଜିଲ୍ଲା ବିଜ୍ଞାନ କେନ୍ଦ୍ର ତଥା ପ୍ଲାନେଟୋରିୟମ ଉଦ୍‌ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ

ପ୍ରତ୍ୟେକ ବିଜ୍ଞାନ କେନ୍ଦ୍ର ପାଇଁ ୬.୫ କୋଟି ଟଙ୍କା, ପ୍ଲାନେଟୋରିୟମ ପାଇଁ ୧୫ କୋଟି ଟଙ୍କା  ଭୁବନେଶ୍ବର,: ଆଜି ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର, ରାୟଗଡାରେ ପ୍ଲାନେଟୋରିୟମ, କେନ୍ଦୁଝର ଜିଲ୍ଲା…

ବେଦାନ୍ତ ଆଲୁମିନିୟମର ଜୀବିକା ସମୃଦ୍ଧି ପ୍ରକଳ୍ପ ଝାରସୁଗୁଡ଼ାରେ ସ୍ମାର୍ଟ କୃଷି ଉଦ୍ୟୋଗୀଙ୍କୁ ପ୍ରୋତ୍ସାହନ ଯୋଗାଇ…

ଝାରସୁଗୁଡ଼ା: ଓଡ଼ିଶାର ଝାରସୁଗୁଡ଼ାରେ ଜୀବିକା ସମୃଦ୍ଧି ପ୍ରକଳ୍ପ ବେଦାନ୍ତ ଆଲୁମିନିୟମର ଏକ କୃଷି ଭିତିକ ସ୍ଥାୟୀ ଜୀବିକା ନିର୍ବାହ ପଦକ୍ଷେପ ଆଜି ଅଂଚଳର ଚାଷୀମାନଙ୍କୁ ସ୍ମାର୍ଟ ଉଦ୍ୟୋଗୀ ଭାବେ ପରିଣତ କରି କୃଷିର ସ୍ଥାୟୀ ତଥା ଅଭିନବ ପଦ୍ଧତି ପ୍ରଚଳନ କରିଛି ।ଜୀବିକା ସମୃଦ୍ଧି ପ୍ରକଳ୍ପର…

ସମ୍ମମ – ଜନସାଧାରଣଙ୍କୁ ଉତ୍ସର୍ଗୀକୃତ ସ୍ଥାସ୍ଥ୍ୟସେବା ଯୋଗାଇଦେବାର ଏକ ହଜାର ଦିନ

ଭୁବନେଶ୍ୱର, ୨୮/୦୨ : ରାଜଧାନୀରେ ନୂତନ କରି ଆରମ୍ଭ ହୋଇଥିବା ମଲ୍ଟି ସୁପର୍ ସ୍ପେଶାଲିଟି କ୍ୱାର୍ଟରନାରୀ କେୟାର ହସ୍ପିଟାଲ ସମ୍ ଅଲ୍ଟିମେଟ୍ ମେଡିକେୟାର ଜନସାଧାରଣଙ୍କୁ ଉତ୍ସର୍ଗୀକୃତ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଫେବୃଆରୀ ୨୯, ୨୦୨୪ ଦିନ ଚାରି ବର୍ଷ ପୂରଣ କରିଛି । ବୈଷୟିକ ଜ୍ଞାନକୌଶଳ,…

ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ୨୦୨୩ ପ୍ରଦାନ

ଭୁବନେଶ୍ୱର,୨୮ ।୨: ବିଶ୍ୱର ପ୍ରମୁଖ ସମାଜସେବୀ ତଥା ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ଏବଂ ବିଲ୍‍ ଆଣ୍ଡ ମିଲିଣ୍ଡା ଗେଟସ୍‍ ଫାଉଣ୍ଡେସନ୍‍ର ସହ-ଅଧ୍ୟକ୍ଷ ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ୨୦୨୩ ବୁଧବାର ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ…

ଜିଲ୍ଲା ଯୋଜନା କମିଟି ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷଠାରେ ଗଜପତି ଜିଲ୍ଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଶ୍ରୀଯୁକ୍ତ ଜଗନ୍ନାଥ ସାରକା , ମାନ୍ୟବର…