ଗଜାନନ ଯୁବକ ସଂଘ ଦ୍ୱାରା ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଖଇରା: ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ୍ ଅନ୍ତର୍ଗତ ସାର ଡାଙ୍ଗ ଗ୍ରାମ ପଂଚାୟତରେ  ସାରଡାଙ୍ଗ ଖେଳ ପଡିଆ ରେ ଅନୁଷ୍ଠିତ  ସାରଡାଙ୍ଗଗଜାନନ ୟୁଥ୍ କ୍ଲବ" ନାଖପଦା ଦ୍ଵାରା ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ  ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇ ଯାଇଛି ଏହି ମ୍ୟାଚରେ ଅର୍ଜୁନ ପୁର ଏକାଦଶ ଚାମ୍ପିଅନ…

ଜେଏମ୍ ହସ୍ପିଟାଲକୁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଏକ୍ସଲେନ୍ସ ଇନ୍ ହେଲଥ କେର ସର୍ଭିସ୍ ସମ୍ମାନ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି - ରାୟଗଡ ଜିଲ୍ଲା ସୀମାନ୍ତ ଶ୍ରୀକାକୁଲମ ଜିଲ୍ଲାର ରାଗୁଲଠାରେ ଥିବା ଜେଇଏମଏସ ହସ୍ପିଟାଲକୁ ଏକ୍ଲଲେନସ ଇନ୍ ହେଲଥ କେର ସର୍ଭିସ ସମ୍ମାନିତ କରାଯାଇଛି । ଭୁବନେଶ୍ୱରଠାରେ ଓଡିଶା ସରକାରଙ୍କ ଦ୍ୱାରା ଆୟୋଜିତ ଆୱାର୍ଡ ଫର୍ ଏକ୍ସଲେନ୍ସ ଇନ୍ ହେଲଥ କେର ସର୍ଭିସ…

ପଦ୍ମ ଦଳରେ ଯୁବନେତା ତଥା ଆଇନଜୀବି ଦୀପକ କୁମାର ସାହୁ , ବିଭିନ୍ନ ସଂଗଠନ ପକ୍ଷରୁ ସ୍ୱାଗତ

ଭବାନୀପାଟଣା ଭୁବନେଶ୍ୱର ସ୍ଥିତ ଭାରତୀୟ ଜନତା ପାର୍ଟି ର ରାଜ୍ୟ କାର୍ଯ୍ୟାଳୟ ରେ ରାଜ୍ୟ ସଭାପତି ଶ୍ରୀଯୁକ୍ତ ମନମୋହନ ସାମଲ ଙ୍କ ଅଧ୍ୟକ୍ଷତାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି .ଏଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଶହ ଶହ ସଂଖ୍ୟା ରେ ବରିଷ୍ଠ ନେତା ଓ କର୍ମୀ ଯୋଗଦେଇ ଭାରତୀୟ ଜନତା…

ରାଜ୍ୟପାଳଙ୍କ କଳାହାଣ୍ଡି ଜିଲ୍ଲା ଗସ୍ତ

ଭବାନୀପାଟଣା ତା ୨୬.୨.୨୦୨୪: ଓଡ଼ିଶାର ମହାମହିମ ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ ଆଜି ଦିନିକିଆ ଗସ୍ତରେ ଆସି ଜିଲ୍ଲାର କେସିଙ୍ଗା ବ୍ଲକ୍ ଏବଂ ଭବାନୀପାଟଣା ବ୍ଲକ୍ ର ୮ ଟି ସ୍ଥାନ ପରିଦର୍ଶନ କରିଛନ୍ତି। ପ୍ରଥମେ ଭବାନୀପାଟଣା ସହରସ୍ଥିତ ମା ମାଣିକେଶ୍ବରୀ ଙ୍କ ମନ୍ଦିର ଯାଇ ମାଙ୍କ ଦର୍ଶନ ଓ…

ରାୟଗଡା ଜିଲ୍ଳା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା (ଦିଶା) କମିଟି ବୈଠକ

ରାୟଗଡା:-ତା.୨୬/୨: ରାୟଗଡା ଜିଲ୍ଳା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା(ଦିଶା)କମିଟି ବୈଠକ ସ୍ଥାନୀୟ ଜିଲ୍ଳା ପରିଷଦ ସମ୍ମିଳନୀ କକ୍ଷରେ କମିିଟିର ଅଧ୍ୟକ୍ଷ ତଥା କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକାଙ୍କ ଅଧ୍ୟକ୍ଷତାରେ ସୋମବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅନ୍ୟମାନଙ୍କ…

ଚନ୍ଦ୍ରପୁର ବ୍ଲକ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ।

ରାୟଗଡ/ ଚନ୍ଦ୍ରପୁର : ତା ୨୬.୦୨.୨୦୨୪ ରିଖ ଦିନ ଚନ୍ଦ୍ରପୁର ପଞ୍ଚାୟତ ସମିତି ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମୁଲ୍ୟ କୁମାର…

ଗଜପତି ଜିଲ୍ଲାରେ ୨ ଗୋଟି ଆମ ହସ୍ପିଟାଲ ରୂପାନ୍ତରୀକରଣ ର ଶୁଭ ଉଦ୍ଘାଟନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ଦୁଇ ଗୋଟି ଆମ ହସ୍ପିଟାଲ ତଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପାରଳାଖେମୁଣ୍ଡି ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଚନ୍ଦ୍ରଗିରି କୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆବାସୀ ମାଧ୍ୟମରେ ଶୁଭ ଉଦ୍ଘାଟନ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅମୃତ ଷ୍ଟେସନ ଯୋଜନାରେ ଅଭାସି ମାଧ୍ୟମରେ ପାରଳାଖେମୁଣ୍ଡି ରେଳ ଷ୍ଟେସନ ନବୀକରଣ ର…

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅମୃତ ଷ୍ଟେସନ ଯୋଜନାରେ ପାରଳାଖେମୁଣ୍ଡି ରେଳ ଷ୍ଟେସନ ନବୀକରଣ ନିମନ୍ତେ ଆଭାସି ମାଧ୍ୟମରେ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିବା ବେଳେ ଷ୍ଟେସନ୍ ନିକଟରେ ଆୟୋଜିତ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ…

ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି

ଗାଇସିଲାଟ/ମନ ଡନସନା- ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମିଣ ନିଶ୍ଚିତ କର୍ମ ନିଯୁକ୍ତି ,ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ୨୦୧୩ ଓ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ବ୍ଲକ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଗାଇସିଲାଟ ରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଜନସାଧାରଣ ମହାତ୍ମାଗାନ୍ଧୀ…

ମୌଳିକ ଦାବି ପୁରଣ ପାଇଁ ଦିବାରାତ୍ର ଧାରଣାରେ “ଆଦିବାସୀ ଭାରତ ମହାସଭା” ।

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ସ୍ବାଧିନତାର ୭୫ ବର୍ଷ ପୁରଣ ହୋଇଯାଇଥିଲେ ମଧ୍ୟ,ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଳକ ଅନ୍ତର୍ଗତ ଗାୟଗଣ୍ଡା ଗ୍ରାମ ପଞ୍ଚାୟତ ର ତାଲଖମଣ, ମଣ୍ଡା ପଥର ଓ ଡାଙ୍ଗିଭୁଇଁ କୁ ଆଜି ପର୍ଯ୍ୟନ୍ତ ରାସ୍ତା ଓ ବିଜୁଳି ଆଲୁଅ ସାତସପନ ହୋଇରହିଛି। ମୌଳିକ ସେବାରୁ…