Sign in
Sign in
Recover your password.
A password will be e-mailed to you.
ଟାଟା ଷ୍ଟିଲ୍ ଫାଉଣ୍ଡେସନର ‘ଉଡାଣ ୨୦୨୪’: କୃଷକ ଓ ବୈଜ୍ଞାନିକ ଏକତ୍ରିତ, କୃଷିରେ ନବସୃଜନତା ଉପରେ ଆଲୋଚନା
ବ୍ରହ୍ମପୁର, ଫେବ୍ରୁଆରି ୨୪, ୨୦୨୪: ଟାଟା ଷ୍ଟିଲ୍ ଫାଉଣ୍ଡେସନ (ଟିଏସ୍ଏଫ୍) ପକ୍ଷରୁ ଆୟୋଜିତ ଦୁଇଦିନିଆ ‘ଉଡାଣ ୨୦୨୪’ କାର୍ଯ୍ୟକ୍ରମର ଉଦଯାପନୀ ଦିବସରେ କୃଷକ ଓ ବୈଜ୍ଞାନିକମାନେ ଏକତ୍ରୀତ ହୋଇ ଦୀର୍ଘସ୍ଥାୟୀ ଜଳବାୟୁ କୃଷିରେ ନବସୃଜନତା ଉପରେ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ…
ସମ୍ବଲପୁର କୁଚିଣ୍ଡାରେ ବିରାଟ ଧନୁଯାତ୍ରା ମହୋତ୍ସବରେ କେନ୍ଦ୍ରମନ୍ତ୍ରୀ
ଧନୁଯାତ୍ରା ଆମର ଶୌର୍ଯ୍ୟ, ଧୈର୍ଯ୍ୟ ଓ ଶକ୍ତିର ପ୍ରତୀକ - ଧର୍ମେନ୍ଦ୍ର ପ୍ରଧାନ
• ଧନୁଯାତ୍ରା ହେଉଛି ଆମର ଲୋକକଳା, ଲୋକ ପରମ୍ପରା
• ଡାକ ବିଭାଗ ପକ୍ଷରୁ ନିକଟରେ ଧନୁଯାତ୍ରା ଉପରେ ଦୁଇଟି ଡାକ ଟିକଟ ଉନ୍ମୋଚନ ହେବା ଆମ ରାଜ୍ୟ ପାଇଁ ବଡ ଉପଲବ୍ଧି
• ଦୀର୍ଘ ୩୦ ବର୍ଷ ଧରି…
ପାରଳା ପୌରାଞ୍ଚଳର ୧୦ ୱାର୍ଡରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ପୌରାଞ୍ଚଳର ୧୦ ନମ୍ବର ୱାର୍ଡରେ ଶନିବାର ଦିନ ଘରେ ଘରେ ଶଙ୍ଖ ପ୍ରଚାର କରିବା ସହିତ ଶଙ୍ଖ ଚିହ୍ନ ପୋଷ୍ଟର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ…
ବେଲଗୁଣ୍ଠାରେ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ ମେଳା ଏବଂ ଲକ୍ଷ୍ମୀ ବସ୍ ଉଦ୍ଘାଟନ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ରେ ମଧୁବାବୁ ପେନସନ ଯୋଜନାରେ ନୂତନ ଭାବେ ସାମିଲ୍ ହୋଇଥିବା ହିତାଧିକାରୀଙ୍କ ପାଇଁ ଭତ୍ତା ବଣ୍ଟନ ମେଳା ଅନୁଷ୍ଠିତ ହେବା ସହ ବ୍ଳକ୍ ର ଜନସାଧାରଣଙ୍କ ପାଇଁ ଲକ୍ଷ୍ମୀ ବସ୍ ମଧ୍ୟ ଉଦ୍ଘାଟିତ ହୋଇଯାଇଛି I ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ…
କୁଣ୍ଡାଖାଇ ଠାରେ ନୂତନ ରାଜସ୍ବ ନିରୀକ୍ଷକ ଙ୍କ କାର୍ଯ୍ୟାଳୟ ଉଦ୍ଘାଟିତ
ଗାଇସିଲାଟ/ମନ ଡନସନା- ଗାଇସିଲେଟ ବ୍ଲକ କୁଣ୍ଡଖାଇ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ନୂତନ ରାଜସ୍ୱ ନିରୀକ୍ଷକ ଙ୍କ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇଯାଇଛି । ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରିତା ସାହୁ ଯୋଗଦେଇ ଏହି ନୂତନ ରାଜସ୍ବ ନୀରିକ୍ଷକ ଙ୍କ କାର୍ଯ୍ୟାଳୟ କୁ ଉଦ୍ଘାଟନ କରିଥିଲେ ।…
ଭବାନୀପାଟଣାରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ
ଭବାନୀପାଟଣା,୨୪/୦୨/୨୦୨୪-କଳାହାଣ୍ଡି କଳା, ସଂସ୍କୃତି ଓ ଐତିହ୍ୟ ତଥା ପରମ୍ପରାକୁ ପିଢ଼ି ପରେ ପିଢ଼ି ବଞ୍ଚାଇ ରଖିଥିବା ଆଦିବାସୀ, ଜନଜାତିର ଅସ୍ମିତା ଓ ଆତ୍ମସମ୍ମାନ ରକ୍ଷା କରିବା ସହିତ ସେମାନଙ୍କ ଜୀବନ ଜୀବିକାରେ ସୁଧାର ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ, ଏ ଦିଗରେ ସ୍ୱତନ୍ତ୍ର…
ମାର୍ଚ୍ଚ ୩ରେ ନୟାଗଡ଼ ସାହିତ୍ୟ ଉତ୍ସବ, ପ୍ରସ୍ତୁତି ବୈଠକରେ ରୂପରେଖ ପ୍ରସ୍ତୁତ
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଓଡ଼ିଆ ମିଡିଆ ପ୍ରାଇଭେଟ୍ ଲିମିଟେଡ୍ ଆନୁକୂଲ୍ୟରେ ଆୟୋଜିତ ହେଉଛି ଜିଲ୍ଲାର ସର୍ବବୃହତ୍ ସାରସ୍ୱତ ସମାବେଶ ତୃତୀୟ ନୟାଗଡ଼ ସାହିତ୍ୟ ଉତ୍ସବ। ଆଜି ଅପରାହ୍ଣରେ ସ୍ଥାନୀୟ ସିନ୍ଦୁରିଆ ବିଦ୍ୟାଳୟ ପ୍ରାଙ୍ଗଣରେ ଏ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବାବେଳେ…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ଡାବୁଗାଁ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରସ୍କୃତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ବ୍ଲକ ସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛି।ନବରଙ୍ଗପୁର ଜିଲ୍ଲା ରେ ଆଜି ଅନୁଷ୍ଠିତ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର କାର୍ଯ୍ୟକ୍ରମରେ ଡାବୁଗାଁ ବ୍ଲକ ର ଶ୍ରେଷ୍ଠ ୩…
ଗାୟତ୍ରୀ ଫାର୍ମାସି ମହାବିଦ୍ୟାଳୟର ଭାଇସ ପ୍ରିନ୍ସିପାଲଙ୍କୁ ଫାର୍ମାସିରେ ପିଏଚଡ଼ି
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ଗାୟତ୍ରୀ ଫାର୍ମାସି ମହାବିଦ୍ୟାଳୟର ଭାଇସ ପ୍ରିନ୍ସିପାଲ ପ୍ରଫେସର ଡଃ. କାହ୍ନୁଚରଣ ପାଣିଗ୍ରାହୀଙ୍କୁ ସମ୍ମାନଜନକ PhD ଉପାଧିରେ ସମ୍ମାନିତ କରାଯାଇଛି । ଏହି ଉପାଧି ବିପିୟୁଟିର ୧୦ମ ସମାବର୍ତ୍ତନ ଉତ୍ସବରେ ରାଜ୍ଯପାଳ ଶ୍ରୀଯୁକ୍ତ ରଘୁବର ଦାସ ,…
ମା ବସ୍ଥରେନ କ୍ରିକେଟ କ୍ଲବ ପକ୍ଷରୁ ତ୍ରିଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ
ଫତକାବାହାଳୀକୁ ହରାଇ ରାକ୍ସି ବିଜୟୀ
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଗାଡେବନ୍ଦ ପଞ୍ଚାୟତ ଫତକାଵାହାଲି ଗ୍ରାମରେ ୨୧ତମ ମା ବସ୍ତେରେନ କ୍ରିକେଟ କ୍ଲବ ପକ୍ଷରୁ ତ୍ରିଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉଦଯାପନୀ କାର୍ଯ୍ୟକ୍ରମରେ…