ସାମ୍ବାଦିକ ସୁରକ୍ଷା ଆଇନ ଓ ବିଭିନ୍ନ ଦାବି ନେଇ ଏସୟୁଜେ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡ଼ା,୨୧/୦୨(ଶାସକ ପ୍ରଶାସକ): ରାଜ୍ୟରେ ପ୍ରତ୍ୟେକ ଦିନ କେଉଁଠି ନାଁ କେଉଁଠି ସାମ୍ବାଦିକ ମାନେ ଆକ୍ରମଣର ଶିକାର ହେଉଛନ୍ତି ।ସାମ୍ବାଦିକ ମାନେ ନିଜ ଜୀବନକୁ ବିପଦରେ ପକାଇ ଲୋକମାନଙ୍କ ସେବାରେ ନିଜକୁ ଉଛର୍ଗିକୃତ କରିଥାନ୍ତି ।କିନ୍ତୁ ବର୍ତ୍ତମାନ ସମୟରେ ସମାଜରେ ସାମ୍ବାଦିକ ମାନଙ୍କ…

ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ ସାମାଜିକ ଓ…

ଜନଜାତି ଭାଇ ଭଉଣୀଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ପ୍ରତ୍ୟାହୃତ ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮୦୧୮ ମାମଲା ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ…

ନିଆଁ ଦାଉରୁ ଜଙ୍ଗଲକୁ ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ

ଭବାନୀପାଟଣା: ଭବାନୀପାଟଣା କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ କେସିଙ୍ଗା ବନ୍ୟାଞ୍ଚଳ ମୁଖ୍ୟ ଙ୍କ ତତ୍ତ୍ଵାବଧାନରେ ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା ନିମନ୍ତେ ଏକ ଜଣ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ଟାପ୍ରାଙ୍ଗ ବନ ସୁରକ୍ଷା ସମିତି ଠାରେ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ…

ବନ୍ଧୁପୁର ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ l

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବନ୍ଧୁପୁର ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜିଲ୍ଲାପରିଷଦ ସଭ୍ୟ ବିଳାସ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି l ସରପଞ୍ଚ ଜୟନ୍ତୀ ଗୋଚ୍ଛାୟତ ଙ୍କ ସଂଯୋଜନାରେ ଏଥିରେ…

ଉତ୍ତରକୂଳ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ l

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଉତ୍ତରକୂଳ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ବିଜେଡ଼ି ପଞ୍ଚାୟତ ସଭାପତି ଦିଲ୍ଲୀପ କୁମାର ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି l ସମିତିସଭ୍ୟ କିଶୋର ସାହାଣୀ ଙ୍କ…

ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଜନ୍ମ ଉତ୍ସବ ପାଳିତ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ସୁତୁମୁସର ରୋଡ଼୍ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଜନ୍ମ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି I ଅନୁଷ୍ଠାନ ସଭାପତି ଭି ଦେବୀ ପ୍ରସାଦ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ…

ନିଶ୍ଚିନ୍ତକୋଇଲି ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

 ଵିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ପ୍ରତାପ ଜେନା ଙ୍କୁ କୃତଜ୍ଞତା ଜଣାଇଲେ ଗ୍ରାମବାସୀ l (ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପରିଷଦ ସଭ୍ୟ…

ସାନ୍ତପୁର ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

 ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ଚନ୍ଦ୍ରସାରଥୀ ବେହେରା ଙ୍କୁ କୃତଜ୍ଞତା ଜଣାଇଲେ ପଞ୍ଚାୟତବାସୀ l  (ନିଶ୍ଚିନ୍ତକୋଇଲି- ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଳକ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାନ୍ତପୁର ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମାଜସେବୀ…

ସରସ୍ଵତୀ ଶିଶୁ ଵିଦ୍ୟା ମନ୍ଦିରରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ଯଥାରୀତି ପାଳିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଗୁଣପୁରରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ଯଥାରୀତି ପାଳନ ହୋଇଯାଇଛି। ଇତ୍ୟବସରରେ ସ୍ଥାନୀୟ ଅଞ୍ଚଳର ଜଣେ ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ଶ୍ରୀ ସୀମାଞ୍ଚଳ କର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ମାତୃଭାଷାର ଆବଶ୍ୟକତା ଓ…