Sign in
Sign in
Recover your password.
A password will be e-mailed to you.
ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା ଜଗତସିଂହପୁର ଜିଲ୍ଲା ରେ ସିକିମ ସତ୍ତ୍ୱଧାରୀ ଚାଷୀ ମାନଙ୍କୁ ସ୍ଥିତିବାନ ପଟ୍ଟା ପ୍ରଦାନ ର…
ଜଗତସିଂହପୁର,ତା-୨୦.୦୨.୨୦୨୪/ସୁମନ୍ତ କୁମାର ଦାସ:ଆଜି ଓଡିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ରାଜ୍ୟର ସିକିମ ସ୍ୱତ୍ତ୍ୱାଧିକାରୀ ଚାଷୀ ମାନଙ୍କୁ ସ୍ଥିତିବାନ ପଟ୍ଟା ପ୍ରଦାନ ର ଶୁଭାରମ୍ଭ କରିଛନ୍ତି। ଏଥି ନିମନ୍ତେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…
ରାଣୀସାହେବାଙ୍କ ଅବଦାନକୁ ସମ୍ମାନିତ କରିବା ପାଇଁ ଦାବି କଲା ବରିଷ୍ଠ ନାଗରିକ ମଞ୍ଚ
ଖଲ୍ଲିକୋଟ( "ଶାସକ ପ୍ରଶାସକ/ଶିବରାମ ଜେନା) : ଆଜି ସ୍ଥାନୀୟ ଖଲ୍ଲିକୋଟ ବରିଷ୍ଠ ନାଗରିକ ମଞ୍ଚ ତରଫରୁ ପ୍ରେସ୍ ମିଟ୍ ଅନୁଷ୍ଠିତ ହୋଇଯାଇଛି | ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀ ହରପ୍ରସାଦ ମହାପାତ୍ର, ଶ୍ରୀ ପ୍ରମୋଦ ଚନ୍ଦ୍ର ପଟ୍ଟନାୟକ, ବରିଷ୍ଠ ଆଇନଜୀବି ଶ୍ରୀ ରାଜେନ୍ଦ୍ର ପ୍ରସାଦ ରଥ, ଶ୍ରୀ…
ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ୍ କାର୍ଯକ୍ରମ ଅନୁଷ୍ଠିତ : ୨୨୫ ଆଦିବାସୀ ଯୁବ ଉଦ୍ୟୋଗୀଙ୍କୁ ଚେକ୍ ପ୍ରଦାନ…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ବିଜୁ କଲ୍ୟାଣ ମଣ୍ଡପ ଠାରେ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ପକ୍ଷରୁ ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ୍ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ…
ଯୁବ ସମର୍ଥକ ପାଳିଲେ ବାଣୀ କଲ୍ୟାଣ ଙ୍କ ୩୫ ତମ ଜନ୍ମ ଦିନ।
ଆୟୋଜିତ ରକ୍ତ ଦାନ ଶିବିର ରେ ୨୦୦ ୟୁନିଟ ରକ୍ତ ସଂଗ୍ରହ
ବାସୁଦେବପୁର - ଯୁବ ସମାଜସେବୀ ତଥା ଯୁବ ନେତା ବାଣୀ କଲ୍ୟାଣ ଙ୍କ ୩୫ ତମ ଜନ୍ମ ଦିନ ପାଳନ କରି ରକ୍ତ ଦାନ ଶିବିର ଆୟୋଜନ କରିଛନ୍ତି ତାଙ୍କର ଯୁବ ସମର୍ଥକ ମାନେ। ସ୍ଥାନୀୟ ନୀଳମଣି ଟାଉନ ହଲ ପରିସର ରେ ଯୁବ ସମର୍ଥକ ମାନଙ୍କ ପକ୍ଷ ରୁ…
ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରଙ୍କୁ ଜୀବିକା ସହାୟତା ରାଶି ପ୍ରଦାନର ଶୁଭାରମ୍ଭ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଆରଏମସି ହାଟପଦା ଠାରେ ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରଙ୍କୁ ଜୀବିକା ସହାୟତା ରାଶି ପ୍ରଦାନର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଜିଲ୍ଲାର…
ଆସନ୍ତା ମାର୍ଚ୍ଚ ୯ତାରିଖରେ ରାୟଗଡ ଜିଲ୍ଲାରେ ଅନୁଷ୍ଠିତ ହେବ ରାଷ୍ଟ୍ରୀୟ ଲୋକ ଅଦାଲତ
ରାୟଗଡ:-ତା.୨୦/୦୨/୨୪-ରାୟଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅନୁକୁଲ୍ୟରେ ଏକ ଜିଲ୍ଲା ସ୍ତରୀୟ ଓ ତାଲୁକା ସ୍ତରୀୟ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକଅଦାଲତ ଆସନ୍ତା ତା. ୦୯/୦୩/୨୦୨୪ରିଖ ଶନିବାର ଦିନ ଅନୁଷ୍ଠିତ ହେବାକୁ ଯାଉଅଛି । ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତରେ ବିଚାରାଧୀନ…
ରାୟଗଡ଼ା ଜିଲ୍ଲା ଉଜ୍ଜ୍ୱଳା ଦିଦି ସଂଘ ପକ୍ଷରୁ ମହାମହିମ ରାଷ୍ଟ୍ରପତି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ୩ ଦଫା ଦାବି…
ରାୟଗଡ଼ା : ଭାରତୀୟ ମଜଦୁର ସଂଘ ଦ୍ଵାରା ପରିଚାଳିତ ଓଡ଼ିଶା ରାଜ୍ୟ ଉଜ୍ଜ୍ୱଳା ଦିଦି ସଂଘ ରାୟଗଡ଼ା ଜିଲ୍ଲା ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ଥିଲା। ଭାରତ ବର୍ଷରେ ଭାରତ ସରକାରଙ୍କ ଦ୍ୱାରା ପ୍ରତିଟି ଗରିବ ଲୋକଙ୍କ ଘରେ ଉଜ୍ଜଳା ଗ୍ୟାସ…
ଝାରସୁଗୁଡ଼ା ମୁଖ୍ୟ ଡାକଘର ଐତିହ୍ୟ ଭବନ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
• ନିକଟରେ ଏହି ଡାକଘର ଐତିହ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ ପ୍ରଧାନମନ୍ତ୍ରୀ
• ଡାକଘର ପରିସରରେ ଜନସାଧାରଣଙ୍କ ପାଇଁ ପୁସ୍ତକାଗାରର କଲେ ଲୋକାର୍ପଣ
ଝାରସୁଗୁଡ଼ା, ଫେବୃୟାରୀ ୨୦ – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର…
ଝାରସୁଗୁଡ଼ା ମୁଖ୍ୟ ଡାକଘର ଐତିହ୍ୟ ଭବନ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
• ନିକଟରେ ଏହି ଡାକଘର ଐତିହ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ ପ୍ରଧାନମନ୍ତ୍ରୀ
• ଡାକଘର ପରିସରରେ ଜନସାଧାରଣଙ୍କ ପାଇଁ ପୁସ୍ତକାଗାରର କଲେ ଲୋକାର୍ପଣ
ଝାରସୁଗୁଡ଼ା, ଫେବୃୟାରୀ ୨୦ – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର…
ସମ୍ବଲପୁରରୁ ‘ରାଷ୍ଟ୍ରୀୟ ଉଦ୍ୟମିତା ବିକାଶ ପରିଯୋଜନା’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
ଦେଶର କ୍ଷୁଦ୍ର ବ୍ୟବସାୟୀଙ୍କୁ ଧନୀ କରିବା ମୋଦିଜୀଙ୍କ ଗ୍ୟାରେଣ୍ଟି - ଧର୍ମେନ୍ଦ୍ର ପ୍ରଧାନ
• ପିଏମ ସ୍ୱନିଧି ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ
• ମୋଦି ଗ୍ୟାରେଣ୍ଟି ଛୋଟ ବ୍ୟବସାୟୀଙ୍କୁ ସ୍ୱାବଲମ୍ବୀ କରୁଥିବା କହିଲେ ପିଏମ ସ୍ୱନିଧି ଯୋଜନାର…