Sign in
Sign in
Recover your password.
A password will be e-mailed to you.
ଜଗତସିଂହପୁର ରେ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ
ଜଗତସିଂହପୁର,ତା-୧୯.୦୨.୨୦୨୪/ସୁମନ୍ତ କୁମାର ଦାସ: ଶିକ୍ଷା ର ବିକାଶ ରେ ସମାଜ ର ବିକାଶ। ଶିକ୍ଷା ବ୍ୟବସ୍ଥାରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ 5T ଉପକ୍ରମ ରେ ବିଭିନ୍ନ ପ୍ରୟାସ ଜାରିରହିଛି। ସେହି ପରିପ୍ରେକ୍ଷୀରେ ଆଜି ଜଗତସିଂହପୁର ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ…
ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର,ତା-୧୯.୦୨.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରି,ଭା. ପ୍ର…
ଜମରତଲା ଠାରେ ଜଙ୍ଗଲ ନିଆଁ ନିରାକରଣ ସଚେତନତା ଶିବିର ଅନୁଷ୍ଠିତ
ଵରଗଡ: ଵରଗଡ ବନଖଣ୍ଡ ପଦ୍ମପୁର ବନାଞ୍ଚଳ ତରଫରୁ ରାଜବୋରାସମ୍ବର ବ୍ଲକ ର ଜମରତଲା ପଞ୍ଚାୟତ କାର୍ଯ୍ୟାଳୟ ପରିସର ରେ ଜଙ୍ଗଲ ନିଆଁ ନିରାକରଣ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଉପଲକ୍ଷେ ବନାଞ୍ଚଳ ଅଧିକାରୀ ସୁଦାମ ଜଗଦଲ୍ଲା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଆଲୋଚନା ଚକ୍ର ରେ ମୁଖ୍ୟ…
ପୁରସ୍କାର ବିତରଣ ଉତ୍ସବ
ରାୟଗଡ଼ : ରାୟଗଡ଼ ସହରର ରାମକୃଷ୍ଣ ନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ର ବାର୍ଷିକ ଉତ୍ସବ ଉପଲକ୍ଷେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ଏହି ଉତ୍ସବରେ ଶ୍ରୀ ଶ୍ଯାମ କୁମାର ଦାସ, ସକ୍ଷମ ପ୍ରାନ୍ତ ସହ ସଚିବ, ବିଦ୍ୟା ଭୂଷଣ ପଣ୍ଡା, ରାୟଗଡ ନଗର କାର୍ଯ୍ୟ ବାହ, ରାଷ୍ଟ୍ରୀୟ…
ଘୁମୁସରୀ ଗାଈ ସଂରକ୍ଷଣରେ ବାଧକ ହେଉଛି ପ୍ରଶାସନ ; ଘୁମୁସରୀ ସମିତି
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଆଜି ଫେବୃଆରୀ ୧୯ ତାରିଖ ତୃତୀୟ ସୋମବାର ଦିନ ଭଞ୍ଜନଗର ଉପଜିଲ୍ଲାପାଳ ଙ୍କ ସମ୍ନିଳନୀ କକ୍ଷରେ ହୋଇଥିବା ମିଳିତ ଅଭିଯୋଗ ଶୁଣାଣୀ ଶିବିରରେ, "ଘୁମୁସରି ଗୋ ପ୍ରଜାତି ବିକାଶ ଓ ସଂରକ୍ଷଣ ସୁରକ୍ଷା ସମିତି ତରଫରୁ ଆସନ୍ତା ୨୭ ଫେବୃଆରୀ ତାରିଖ ରେ ଘୁମୁସରି…
ମୋହନା ଆଞ୍ଚଳିକ ସମନ୍ବୟ ବିକାଶ କ୍ରିୟାନୁଷ୍ଠାନ ପରିଷଦ ପକ୍ଷରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଦାବିପତ୍ର
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ବ୍ଲକ୍ ମୋହନା ୩୯ଟି ପଞ୍ଚାୟତକୁ ନେଇ ଗଠିତ। ଏଠି ରହିଛି ବହୁ ସମସ୍ୟା। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ଯୋଗୁଁ ସାଧାରଣ ଜନତା ସୁବିଧା ସୁଯୋଗ ପାଇବାରୁ ବଞ୍ଚିତ ।ଦୀର୍ଘ ବର୍ଷର ଦାବିକୁ କେନ୍ଦ୍ର ଓ…
ଗଜପତି ଜିଲ୍ଲାର ଶିଶୁ ଯତ୍ନ ଅନୁଷ୍ଠାନ ର ଶିଶୁ ମାନଙ୍କ ନିମନ୍ତେ ବଣଭୋଜିର ଆୟୋଜନ କଲା ପ୍ରଶାସନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନଙ୍କ ନିର୍ଦ୍ଦେଶ ଓ ଶିଶୁ ମଙ୍ଗଳ ସମିତିର ଅନୁମୋଦନ କ୍ରମେ ରବିବାର ଦିନ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ର ଆଇନ ପର୍ଯ୍ୟବେକ୍ଷଣ ଅଧିକାରୀ ଶ୍ରୀଯୁକ୍ତ ଜୟପ୍ରକାଶ ବାଡ଼ତ୍ୟାଙ୍କ ନେତୃତ୍ଵତରେ…
ଗଙ୍ଗାଧରପୁର ଷ୍ଟେସନ ନିକଟସ୍ଥ ଟ୍ରାକରୁ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର
ଚିଲିକା (ସେକ କୌସର ): ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ଗଙ୍ଗାଧରପୁର ଷ୍ଟେସନ ନିକଟସ୍ଥ ଟ୍ରାକରୁ ଏକ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର କରିଛି ଜିଆରପି। ମୃତକଙ୍କ ବୟସ ଆନୁମାନିକ ୪୦ ହୋଇଥିବା ବେଳେ ସେ ଏକ ନାଲି ରଙ୍ଗର ଟି-ସାର୍ଟ ଏବଂ ଜିନ୍ସ ପିନ୍ଧିଥିବାର…