ଚିତ୍ତରଞ୍ଜନ ଦାସ ମହାକାଳପଡ଼ାର ବିଧାୟକ ପାର୍ଥୀ: କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭାର ନିଷ୍ପତ୍ତି

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭାର ସଭାପତି ପ୍ରଭାକର ପଲାଇଙ୍କ ସଭାପତିତ୍ୱରେ ଜିଲ୍ଲା ଯାଦବ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ନିଷ୍ପତ୍ତି ପ୍ରକାଶ ପାଇଛି । କେନ୍ଦ୍ରାପଡ଼ା ଜିଲ୍ଲାରେ ଯାଦବମାନଙ୍କ ସଂଖ୍ୟା ୩ଲକ୍ଷ ୩୧ହଜାର ଥିବାବେଳେ ଆଗାମୀ ୨୦୨୪…

ଆମ ଗାଁ ସାହିତ୍ୟ ପରିଷଦ ପକ୍ଷରୁ ପୁସ୍ତକ ଉନ୍ମୋଚନ ଓ କବିତା ପାଠ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଆମ ଗାଁ ସାହିତ୍ୟ ପରିଷଦ ପକ୍ଷରୁ ପୁସ୍ତକ ଉନ୍ମୋଚନ ଓ କବିତା ପାଠ ପୌର ପରିଷଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଆମ ଗାଁ ସାହିତ୍ୟ ପରିଷଦର ଉପଦେଷ୍ଟା ମେଜର ଭରତ ଚନ୍ଦ୍ର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ…

ବାଣପୁରରେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

ବାଣପୁର (ସେକ କୌସର ): ବାଣପୁର ଅଞ୍ଚଳରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର ହୋଇଛି। ବାଣପୁର ଗୋଷ୍ଠୀ ସ୍ଵାସ୍ତ୍ୟକେନ୍ଦ୍ରରେ ମୃତଦେହ ରଖାଯାଇଥିବା ବେଳେ ମୃତ ବ୍ୟକ୍ତିର ପରିଚୟ ମିଳିପାରିନାହିଁ।ସୂଚନା ମୁତାବକ ନନ୍ଦପୁର ପଞ୍ଚାୟତ ଭେଷରୀ ଗ୍ରାମରେ ଜଣେ ବ୍ୟକ୍ତି ଉଲଗ୍ନ ହୋଇ ବୁଲିବା…

ଫିରିଙ୍ଗିମାଲ ଗ୍ରା.ପ.ର ନଟବରପୁର ଗ୍ରାମ ଠାରେ ଷୋହଳ ପ୍ରହରୀ ନାମଯଜ୍ଞ ମହାସମାରୋହରେ ଅନୁଷ୍ଠିତ

ଗାଇସିଲେଟ: ଗାଇସିଲେଟ ବ୍ଲକ ଅନ୍ତର୍ଗତ ଫିରିଙ୍ଗିମାଲ ଗ୍ରା.ପ.ର ନଟବରପୁର ଗ୍ରାମ ଠାରେ ତା.୧୫.୨.୨୪ରୁ ତା.୧୭.୨.୨୪ ପର୍ଯ୍ୟନ୍ତ ଷୋହଳ ପ୍ରହରୀ ନାମଯଜ୍ଞ ମହାସମାରୋହରେ ଅନୁଷ୍ଠିତ ହୋଇଅଛି।ତା.୧୫.୨.୨୪ ଦିନ ଦିବା ୧୧ଘ.ସମୟରେ ଭକ୍ତିଭାବପୂର୍ଣ୍ଣ ପରିବେଶରେ ଗ୍ରାମର ଆବାଳବୃଦ୍ଧବନିତା, ସମସ୍ତ…

କଳାହାଣ୍ଡି ଜିଲ୍ଲା ସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ପୁରସ୍କୃତ ହେଲେ ୨୨୦୧ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଏସଏମସି, ଆଲୁମିନି କମିଟି ଓ ଗ୍ରାମପଞ୍ଚାୟତ ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )୧୮।୨: ଗୁଣାତ୍ମକ ଶିକ୍ଷାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଶିକ୍ଷା ବିଭାଗ ତରଫରୁ ଅନେକ ସମୟରେ ଅଭିନବ ଯୋଜନା ସବୁ ପ୍ରଣୟନ…

ବେଳଖଣ୍ଡି ଗ୍ରାମ ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚ଼େତନତା ଶିବିର,

ଭବାନୀପାଟଣା (ଶାସକ ପ୍ରଶାସକ ) କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ବେଲଖଣ୍ଡି ଗ୍ରାମ ପଞ୍ଚାୟତ ଠାରେ ଆଜି ଆମ ଓଡିଶା ନବୀନ ଓଡିଶା ଓ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ରାଜ୍ୟ ସରକାରଙ୍କ ଜନକଲ୍ୟାଣ କାରୀ ଯୋଜନା ଗୁଡ଼ିକ ଲୋକମାନଙ୍କ ପାଖରେ ପହଞ୍ଚେଇବା ଏବଂ ଯୋଜନାରୁ ଲୋକେ ସୁଫଳ…

ଡାବୁଗାଁ ରେ ଆମ ଓଡିଶା ନବୀନ ଓଡିଶା ସଚେତନ କାର୍ଯ୍ୟକ୍ରମ ଉଦଯାପିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୮/୦୨/୦୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ରେ ଆଜି ଆମ ଓଡିଶା ନବୀନ ଓଡିଶା ସଚେତନ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ର ସଫଳତା ନେଇ ଡାବୁଗାଁ ବ୍ଲକ ର ବିଭିନ୍ନ ପଞ୍ଚାୟତ ରେ ଚାଲି…

କାଳିନ୍ଦୀ ବେହେରା ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ; ନେମାଳକୁ ହରାଇ ସାନ୍ତପୁର ଚମ୍ପିୟନ l

 (ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଳକ ନେମାଳ ପଞ୍ଚାୟତ ମହାପୁରୁଷ ଶ୍ରୀ ଅଚ୍ୟୁତାନନ୍ଦ ମିନି ଷ୍ଟାଡ଼ିୟମରେ କାଳିନ୍ଦୀ ବେହେରା ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି l ନେମାଳ ଫ୍ରେଣ୍ଡସ ୟୁନିୟନ ଏବଂ ସାନ୍ତପୁର ବିସିସି କ୍ରିକେଟ ଟିମ୍ ମଧ୍ୟରେ…

ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର

ରାଉରକେଲା, (ବସନ୍ତ କୁମାର ଜେନା ): ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାର ଓ ଆପୋଲୋ ହସ୍ପିଟାଲ ରାଉରକେଲା ର ମିଳିତ ଆନୁକୂଲ୍ୟରେ ପାଠାଗାର ପରିସରରେ ଏକ ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ହସ୍ପିଟାଲ ତରଫରୁ ସ୍ନାୟୁ ରୋଗ ବିଶେଷଜ୍ଞ ଡାକ୍ତର ଦିପ୍ତିରଞ୍ଜନ…

ସରପଡ଼ା ପଞ୍ଚାୟତ ରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ l

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଳକ ସରପଡ଼ା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସରପଞ୍ଚ ବିବେକାନନ୍ଦ ଆଚାର୍ଯ୍ୟଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଛି । ସମିତିସଭ୍ୟା ସସ୍ମିତା ସାଇଁଙ୍କ ସଂଯୋଜନାରେ ଏଥିରେ ମୁଖ୍ୟଅତିଥି ଭାବେ ବ୍ଳକ…