Sign in
Sign in
Recover your password.
A password will be e-mailed to you.
ଫଗୋଳ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ
ଵିକାଶମୂଳକ କାର୍ଯ୍ୟପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ପ୍ରତାପ ଜେନା ଙ୍କୁ କୃତଜ୍ଞତା ଜଣାଇଲେ ଅଞ୍ଚଳବାସୀ l
(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ) ନିଶ୍ଚିନ୍ତକୋଇଲି ବ୍ଲକ ଫଗୋଳ ପଂଚାୟତ କାର୍ଯ୍ୟାଳୟ ନିକଟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସରପଞ୍ଚ ବୈଷ୍ଣବ ଚରଣ…
ନିଶ୍ଚିନ୍ତକୋଇଲି ରେ କଂଗ୍ରେସ ପକ୍ଷରୁ ବିଜେଡ଼ି ଓ ବିଜେପିର ବାହାଘର l
(ନିଶ୍ଚିନ୍ତକୋଇଲି -ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବନ୍ଧନ ମଣ୍ଡପ ପରିସରରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମାହାଙ୍ଗା କଂଗ୍ରେସ ନେତା ପ୍ରଦିପ୍ତ କୁମାର ଦାସଙ୍କ ତତ୍ୱାବଧାନରେ ବିଜେଡ଼ି ଓ ବିଜେପି ମଧ୍ୟରେ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଛି । ବ୍ଳକ ଛକ ନିକଟରୁ…
ସରପଞ୍ଚଙ୍କ ରାଜସ୍ଥାନ ସ୍ଥିତ ପିରାମଲ ସ୍କୁଲ ଅଫ ଲିଡରସିପ ଠାରେ ତିନିଦିନିଆ କାର୍ମଶାଳା : ଗଜପତି ଜିଲ୍ଲାର ଦୁଇ…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆକାଂକ୍ଷା ଭାରତ ସହଯୋଗୀ କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡିଶାର ୧୦ ଟି ଆକାଂକ୍ଷା ଜିଲ୍ଲା ଓ ୨୦ ଟି ଆକାଂକ୍ଷା ବ୍ଲକର ଚୟନିତ ସରପଞ୍ଚ ମାନଙ୍କୁ ନେଇ ତିନିଦିନିଆ ପ୍ରଶିକ୍ଷଣ ପିରାମଲ ଫାଉଣ୍ଡେସନ୍ ପ୍ରତିନିଧିଙ୍କ ଦ୍ୱାରା ଓଡିଶା , ଛତିଶଗଡ଼ , କେରଳ ,…
ବରାଦୋ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ଜାର୍ଯ୍ୟକ୍ରମ : ରେସନ କାର୍ଡରେ 1ହଜାର ଟଙ୍କା ଦୁଇଟି ବ୍ୟାଗ ବଣ୍ଟନ କଲେ…
(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ ବରାଦୋ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପଞ୍ଚାୟତ ବିଜେଡି ସଭାପତି ମଧୁସୂଦନ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି l ଏଥିରେ ମୁଖ୍ୟ ମୂଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ…
ନିଶ୍ଚିନ୍ତକୋଇଲି ବ୍ଳକରେ ଜିଲ୍ଲା ସ୍ତରୀୟ କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ l
ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ):ଜିଲ୍ଲା ପ୍ରଶାସନ ପକ୍ଷରୁ ନିଶ୍ଚିନ୍ତକୋଇଲି ବ୍ଲକ ପରିସରରେ ଏକ ଜିଲ୍ଲାସ୍ତରୀୟ କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି l ଆୟୋଜିତ ମେଳାରେ ବିଭିନ୍ନ ବିଭାଗର ୪୨ ଗୋଟି ପ୍ରକୋଷ୍ଠ ଖୋଲାଯାଇଥିଲା l ଏଥିରେ ସମୁଦାୟ ୫୦୩ ଜଣ ଆଶାୟୀ ପ୍ରାର୍ଥୀ…
ବେଳଖଣ୍ଡି ଗ୍ରାମ ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚ଼େତନତା ଶିବିର
ଭବାନୀପାଟଣା: ରୋହିତ କୁମାର ନାଏକ (ଶାସକ ପ୍ରଶାସକ )କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ବେଲଖଣ୍ଡି ଗ୍ରାମ ପଞ୍ଚାୟତ ଠାରେ ଆଜି ଆମ ଓଡିଶା ନବୀନ ଓଡିଶା ଓ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ରାଜ୍ୟ ସରକାରଙ୍କ ଜନକଲ୍ୟାଣ କାରୀ ଯୋଜନା ଗୁଡ଼ିକ ଲୋକମାନଙ୍କ ପାଖରେ ପହଞ୍ଚେଇବା ଏବଂ…
ଓଡ଼ିଶାର ସମୃଦ୍ଧ ସ୍ୱଦେଶୀ କଳାକୁ ନେଇ ଆନନ୍ଦ ଉଲ୍ଲାସ ମନାଇବାକୁ ଉତ୍କଳ ଆଲୁମିନାରେ ‘ଆମ ନୃତ୍ୟ ଆମ ସଂସ୍କୃତି’ ଆୟୋଜିତ
କାଶୀପୁର ରୁ ବୈକୁଣ୍ଠ ଦୁରିଆ : ଆଦିତ୍ୟ ବିର୍ଲା ଗ୍ରୁପ୍ର ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ସହଯୋଗୀ କମ୍ପାନୀ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ ଆଦିବାସୀ ଲୋକନୃତ୍ୟ ‘ଧିମ୍ସା’ର ସଂରକ୍ଷଣ ଏବଂ ତାହାକୁ ପ୍ରୋତ୍ସାହିତ କରିବା ନିମନ୍ତେ ପ୍ରତିବଦ୍ଧ ରହିଛି । ଚଳିତ ଫେବୃଆରୀ…
କଳାହାଣ୍ଡି ଜିଲ୍ଲା ରେ ୫ଟି ଉପକ୍ରମ ରେ “ଆମ ହସ୍ପିଟାଲ” ଯୋଜନା: ମୂଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପଣ
ଭବାନୀପାଟଣା(ଶାସକ ପ୍ରଶାସକ) ତା ୧୭.୨.୨୦୨୪: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୪.୩୦ ମି ସମୟରେ "ଆମ ହସ୍ପିଟାଲ "ଯୋଜନାରେ କଳାହାଣ୍ଡି ଜିଲ୍ଲା କୁ ସାମିଲ କରି ଜିଲ୍ଲାର ସ୍ୱାସ୍ଥ୍ୟ ବ୍ୟବସ୍ଥା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି। " ଆମ ହସ୍ପିଟାଲ…
ମୁଖ୍ୟମନ୍ତ୍ରୀ ଙ୍କ କରକମଳରେ ରାୟଗଡ଼ ଜିଲ୍ଲା ର ତିନୋଟି ଆମ ହସପିଟାଲ ଲୋକାର୍ପିତ
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ-ରାୟଗଡ଼ , ଉପଖଣ୍ଡ ଚିକିତ୍ସାଳୟ-ଗୁଣୁପୁର ଏବଂ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ମୁନିଗୁଡାର ଆମ ହସ୍ପିଟାଲ ପ୍ରକଳ୍ପ ଜରିଆରେ ରୁପାନ୍ତରିତ
ରାୟଗଡ଼ - 5T ଉପକ୍ରମରେ "ଆମ ହସ୍ପିଟାଲ" ଯୋଜନାରେ ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ…
ବେଲଗୁଣ୍ଠାରେ ଅଷ୍ଟମ ମାସିକ କ୍ଳଷ୍ଟର୍ ସ୍ତରୀୟ ବୈଠକ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଆଜି ବେଲଗୁଣ୍ଠା ବ୍ଳକ୍ ର ସମସ୍ତ ଏଗାରଟି ଆଞ୍ଚଳିକ ସାଧନ କେନ୍ଦ୍ରରେ ସିଆରସିସି ମାନଙ୍କ ଅଧ୍ୟକ୍ଷତାରେ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ ଏବଂ ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ…