Sign in
Sign in
Recover your password.
A password will be e-mailed to you.
ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କଲେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଙ୍ଘ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ପାଞ୍ଚ ଦଫା ଦାବି ନେଇ ଆଜି ରାଜ୍ୟ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ଆହ୍ୱାନ କ୍ରମେ ବେଲଗୁଣ୍ଠା ବ୍ଳକ୍ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ତରଫରୁ ମଧ୍ୟ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତି ପୂର୍ଣ୍ଣ ଧାରଣା…
କେନ୍ଦ୍ରାପଡାରେ ଦିବାରାତ୍ର ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ : ପ୍ରଥମ ସେମି ଫାଇନାଲରେ କେନ୍ଦ୍ରାପଡାର ଚାନ୍ଦ କ୍ଲବ
ବରଗଡର ୟୁନାଇଟେଡ ସ୍ପୋର୍ଟସ କ୍ଲବକୁ ୨- ୦ଗୋଲରେ ହରାଇଲା
କେନ୍ଦ୍ରାପଡା(ସତ୍ୟ ରଞ୍ଜନ ପଣ୍ଡା): ଫକିରାବାଦର ଆଜାଦ କ୍ଲବ ଆନୁକୂଲ୍ୟରେ ଆଜି ଅପରାହ୍ନରେ କେନ୍ଦ୍ରାପଡା ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ସର୍ବଭାରତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ପ୍ରଥମ ସେମି ଫାଇନାଲ ମ୍ୟାଚ୍…
ଫେବୃୟାରୀ ୨୭ରେ କଂଗ୍ରେସର ‘ମାଟି ପାଇଁ ଜେଲ୍ ଚାଲ’
କେନ୍ଦ୍ରାପଡା(ସତ୍ୟ ରଞ୍ଜନ ପଣ୍ଡା): ଆଜି ଗରାପୁର କଂଗ୍ରେସ କାର୍ଯ୍ୟାଳୟଠାରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଏକ ସଭା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ…
ଗୁଲନଗର ଗ୍ରାମରେ ଶାରଳା ମେଳା
କେନ୍ଦ୍ରାପଡା(ସତ୍ୟ ରଞ୍ଜନ ପଣ୍ଡା ): କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତ ବୁଢାଗୋବିନ୍ଦ ମନ୍ଦିର ପରିସରରେ ଦେବାଶିଷ କୁବେରଙ୍କ ତତ୍ୱାବଧାନରେ ଅଷ୍ଟାଦଶତମ ବାର୍ଷିକ ଶାରଳା ମେଳା ଅନୁଷ୍ଠିତ ହୋଯାଇଛି । ଗତ ଗୁରୁବାର ଦିନ ସକାଳେ ମା ଶାରଳାଙ୍କ ପାଖକୁ ଶ୍ରୀ କୁବେର ଯାଇ ଆଜ୍ଞାମାଳ…
କେନ୍ଦ୍ରାପଡାରେ ପିସିସି ସଭାପତିଙ୍କୁ ଉଚ୍ଛସ୍ୱିତ ସମ୍ବର୍ଦ୍ଧନା
କେନ୍ଦ୍ରାପଡା(ସତ୍ୟ ରଞ୍ଜନ ପଣ୍ଡା): ଆଜି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କେନ୍ଦ୍ରାପଡା ବାଟ ଦେଇ ଚାନ୍ଦବାଲି ଗସ୍ତରେ ଆସିବା ଅବସରରେ ଗରାପୁର କଂଗ୍ରେସ କାର୍ଯ୍ୟାଳୟ ଠାରେ ତାଙ୍କୁ କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ ଉଚ୍ଛସ୍ୱିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା…
ମୃତ୍ତିକା ଓ ଜଳ ସଂରକ୍ଷଣ ନିମନ୍ତେ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ସିଏସଆର ଏଣ୍ଡ ସଷ୍ଟେନେବିଲିଟି ପୁରସ୍କାର
ଭୁବନେଶ୍ୱର, ଫେବୃଆରୀ ୧୭: ସିଏସଆର କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣ ଏବଂ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ସିଏସଆର ଏଣ୍ଡ ସଷ୍ଟେନେବିଲିଟି ପୁରସ୍କାର ୨୦୨୪ରେ ସମ୍ମାନିତ କରାଯାଇଛି । ନାବାର୍ଡ ସହଭାଗିତାରେ କାର୍ଯ୍ୟକରି ହେଉଥିବା…
ରାଜ୍ୟସ୍ତରୀୟ ନାଟ୍ୟମେଳା ପ୍ରସ୍ତୁତି ବୈଠକ,ନାଟ୍ୟସୂଚୀ ପ୍ରକାଶିତ
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା'ନାଟ୍ୟଧାରା' ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ଆସନ୍ତା ମାର୍ଚ୍ଚ ୧ ରୁ ୭ ପର୍ଯ୍ୟନ୍ତ ଦୀର୍ଘ ସାତ ଦିନ ବ୍ୟାପି ରାଜ୍ୟ ସ୍ତରୀୟ ନାଟ୍ୟମେଳା' ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବାକୁ…
ଜଗତସିଂହପୁର ରେ ବାଲ୍ୟ ବିବାହ ତଥା ମହିଳା ଏବଂ ଶିଶୁ ଚାଲାଣ ପ୍ରତିରୋଧ ସମ୍ବନ୍ଧିତ ଆଲୋଚନା ଚକ୍ର ଅନୁଷ୍ଠିତ
ଜଗତସିଂହପୁର,ତା-୧୭.୦୨.୨୦୨୪/ସୁମନ୍ତ କୁମାର ଦାସ: ଆଜି ରାଜ୍ଯ ସମାଜ ମଙ୍ଗଳ ବୋର୍ଡ ଏବଂ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ର ମିଳିତ ଆନୁକୂଲ୍ୟରେ ବାଲ୍ୟ ବିବାହ ତଥା ମହିଳା ଏବଂ ଶିଶୁ ଚାଲାଣ ପ୍ରତିରୋଧ ସମ୍ବନ୍ଧିତ ଆଲୋଚନା ଚକ୍ର ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ…
ନାଟ୍ୟକାର ଆପନ୍ନା ପରିଚ୍ଛାଙ୍କ ୧୪୬ ତମ ଜୟନ୍ତୀ ପାଳନ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହରେ ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଜିଲ୍ଲା ସଂସ୍କୃତି ପରିଷଦ , ଗଜପତି ମିଳିତ ସହଯୋଗରେ "ଆମ ଗାଁ ଆମ ସାହିତ୍ୟ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଅଧିବେଶନରେ କବିତା ପାଠୋତ୍ସବ ଅଧ୍ୟାପିକା…
ଭୁବନ ଏନ୍ଏସିରେ ଆମ ଓଡ଼ିଶା ନବୀନ ଓଡ଼ିଶାର ସଚେତନତା ଶିବିର
ଢ଼େଙ୍କାନାଳ / ରବିନ୍ ଦାସ ; ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଭୁବନ ଏନଏସି ର ବିଭିନ୍ନ ୱାର୍ଡ ରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏନଏସିରେ ମୋଟ ୬ ଗୋଟି ସ୍ଥାନ ରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଆଜି ଶେଷ ଦିନରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ସମ୍ମୁଖରେ…