Sign in
Sign in
Recover your password.
A password will be e-mailed to you.
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ନୋତର ନଯାଗଡ଼ରେ ଆଇନ ସଚେତନତା କାର୍ଯ୍ୟକ୍ରମ
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜିଲ୍ଲା ଦୌରାଜଜ ତଥା ଅଧ୍ୟକ୍ଷ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନନ୍ଦ ନାରାୟଣ ମହାରଣାଙ୍କ ପରାମର୍ଶ କ୍ରମେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ଆଇନ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ଅଧ୍ୟକ୍ଷା ଜ୍ୟୋତ୍ସ୍ନା ନାୟକ ଅତିଥି ସ୍ଵାଗତ ଏବଂ…
ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି: ଯୁବ ସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’ – ସ୍ୱତନ୍ତ୍ର ଯୁବ ଉଦ୍ୟମୀ
ଗ୍ରାମାଞ୍ଚଳ ଓ ସହରାଞ୍ଚଳ ର ଯୁବକ ଯୁବତୀମାନଙ୍କ ପାଇଁ ବ୍ୟବସାୟରେ ବିପୁଳ ସୁଯୋଗ
ବ୍ୟବସାୟ ପାଇଁ ୧୮ ରୁ ୩୫ ବର୍ଷ ବୟସ୍କ ଯୁବକ ଯୁବତୀମାନଙ୍କୁ ମିଳିବ ବିନା ସୁଧରେ ୧ ଲକ୍ଷ ପର୍ଯ୍ୟନ୍ତ ଋଣ
ରାଜ୍ୟ ସରକାର ଖର୍ଚ୍ଚ କରିବେ ୪୪୮ କୋଟି ଟଙ୍କା, ପ୍ରଥମ ପର୍ଯ୍ୟାୟରେ ସାମିଲ ହେବେ ୧…
ପଲସଦା ଠାରେ ସରକାରୀ ଆୟୁର୍ବେଦ ଚିକିତ୍ସାଳୟ ର ନୂତନ ଗୃହ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପଦ୍ମପୁର ବିଧାୟିକା…
ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ଆୟୁର୍ବେଦ ଚିକିତ୍ସା ପଦ୍ଧତି ହେଉଛି ବିଶ୍ୱର ସର୍ଵ ପୁରାତନ ଚିକିତ୍ସା ପଦ୍ଧତି । ଏହି ପଦ୍ଧତିରେ ଅନେକ ପ୍ରକାର ରୋଗ ସହଜରେ ଭଲହୋଇ ପାରୁଛି । ଆୟୁର୍ବେଦ ଚିକିତ୍ସା ପଦ୍ଧତି ସହଜ ରେ ଲୋକଙ୍କ ପାଖକୁ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଅନେକ…
ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
5T ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ
୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍, ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ
ବଲାଙ୍ଗିରର ୩୧୩ଟି ପଞ୍ଚାୟତରେ ୪୪ଟି ବସ୍, ୧୬.୫୦ ଲକ୍ଷ ଲୋକ ଉପକୃତ
ବରଗଡର ୨୪୩ଟି…
5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ଟି ସ୍କୁଲ ଲୋକାର୍ପିତ
୪ଟି ପର୍ଯ୍ୟାୟରେ ସମୁଦାୟ ୮୬୮୧ଟି ସ୍କୁଲର ଲୋକାର୍ପଣ
ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଯାଜପୁର ଜିଲ୍ଲାର ୮୭ଟି…
ରାମନାଗୁଡା ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ତା 12.02.2024 ରିଖ ଦିନ ରାମନଗୁଡା ପଞ୍ଚାୟତ ସମିତି ସଦଭାବନା ସଭାଗୃହ ଠାରେ ରାୟଗଡ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ଆରକ୍ଷୀ ଅଧିକ୍ଷକ ହରିଷ ବି ସି ଉପସ୍ଥିତ ରହି ମୋଟ 60ଟି ଅଭିଯୋଗ…
ଗାଙ୍ଗପୁରରେ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ୍ ଉଦ୍ଘାଟିତ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ମାଆ ବରାଳ ଦେବୀ କ୍ରିକେଟ୍ ତରଫରୁ ମାଆ ବରାଳ ଦେବୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ୍ ଉଦ୍ଘାଟିତ ହୋଇଯାଇଛି I ଏହି ଟୁର୍ଣ୍ଣାମେଣ୍ଟକୁ ପ୍ରାକ୍ତନ ବେଲଗୁଣ୍ଠା ବ୍ଳକ୍ ଅଧ୍ୟକ୍ଷ ନୀଳମଣି ବିଷୋୟୀ ଯୋଗଦେଇ ଉଦ୍ଘାଟନ କରିବା ସହ…
ଦିବାକର ବିଜେଡି ପୁରୀ ଜିଲ୍ଲା ସଭାପତି
ପୁରୀ (ଅନିମେଶ ପଟ୍ଟନାୟକ) : ସୋମବାର ପୁରୀ ଜିଲ୍ଲା ବିଜୁ ଜନତା ଦଳ ର ସଭାପତି ଭାବେ ଦିବାକର ପାତ୍ର (ବାବୁ )ଙ୍କୁ ନିଯୁକ୍ତି କରାଯାଇଛି । ବାବୁ ପୂର୍ବରୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ରହି ସାରିଛନ୍ତି । ତାଙ୍କୁ ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନିଯୁକ୍ତି ଦେଇଛନ୍ତି । ଏ ସମ୍ପର୍କରେ…
ନୟାଗଡ଼ ସ୍ବୟଂଶାସିତ ମହା ବିଦ୍ୟାଳୟର ବାର୍ଷିକୋତ୍ସଵ ଏବଂ ଅଟୋଫେଷ୍ଟ
ନୟାଗଡ଼, (ଲକ୍ଷ୍ମୀଧର ସାହୁ): ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ ଅଟୋଫେଷ୍ଟ ହୀରକ ଜୟନ୍ତୀ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ ଅରୁଣ କୁମାର ସାହୁ ଯୋଗଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ନୟାଗଡ଼…
ବିଜେପି ପକ୍ଷରୁ ଗାଁକୁ ଚାଲ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ) ଭାରତୀୟ ଜନତା ପାର୍ଟି ଆହ୍ୱାନ କ୍ରମେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକ ଉତ୍ତରକୂଳ ପଞ୍ଚାୟତ ମେହେନ୍ଦିପୁର ମହାଦେବ ମନ୍ଦିର ପରିସରରେ ବରିଷ୍ଟ ବିଜେପି ନେତା ପ୍ରଦୀପ ବେହେରା ଙ୍କ ନେତୃତ୍ୱରେ ଗାଁକୁ ଚାଲ ଅଭିଯାନ…