Sign in
Sign in
Recover your password.
A password will be e-mailed to you.
ବୁଧବାରଠୁ ସୋଆରେ ସାଇବର ସୁରକ୍ଷା ନେଇ ଦୁଇ ଦିନିଆ ଜାତୀୟ ସମ୍ମିଳନୀ
ଭୁବନେଶ୍ୱର, ଏପ୍ରିଲ ୨୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ବୁଧବାର ଠାରୁ ‘ସାଇବର ସିକ୍ୟୁରିଟି, ଏଆଇ ଆଣ୍ଡ ଏମର୍ଜିଂ ଟେକ୍ନୋଲଜିସ୍- ସିକ୍ୟୁରିଂ ଟୁମୋରୋସ ଇନ୍ଟେଲିଜେନ୍ଟ ସିଷ୍ଟମ୍ସ’ ଶୀର୍ଷକ ଦୁଇ ଦିନିଆ ଜାତୀୟ ସମ୍ମିଳନୀ ଆୟୋଜିତ ହେବାକୁ ଥିବା ବେଳେ ପ୍ରଶାସନ,…
ଓଡ଼ଗାଁରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣୀ ଶିବିର
ଆର୍ଥିକ ଅନିୟମିତତା ଓ ନଥିପତ୍ର ଦାଖଲରେ ଅବହେଳା,
୩ ଦିନ ମଧ୍ୟରେ ସମାଧାନ ନହେଲେ ଜରିମାନା ଅସୁଲ,
ଓଡ଼ଗାଁ, ୨୮।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲାର ଓଡ଼ଗାଁ ବ୍ଲକ ସ୍ତରୀୟ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ମନରେଗା) ସାମାଜିକ…
ରାତି ଅଧିଆରେ ଚାଲିଛି ମାଙ୍କଡ଼ା ପଥର ଚୋରା ଚାଲାଣ
୨ ମିନି ଟ୍ରକ ଜବତ, ୨ ଚାଳକ ଗିରଫ,
ବେଆଇନ ଚାଲାଣକୁ ସୁରକ୍ଷା ଦେଉଛି ଦାମି କାର,
ଜରିମାନା ଦେଇ ଗାଡ଼ି ମୁକୁଳାଉଛନ୍ତି ମାଫିଆ
ଓଡ଼ଗାଁ, ୨୮।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପୋଲିସ ସୋମବାର ରାତି ଅର୍ଥାତ୍ ମଙ୍ଗଳବାର ଭୋର ସମୟରେ ଚଢ଼ାଉ…
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ ।
ନୟାଗଡ଼(ବିଶ୍ୱଜିତ୍ ନାୟକ):- ନୟାଗଡ: କଟକର ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ୩ୟ ରାଜ୍ୟସ୍ତରୀୟ ଓପନ ଟାଇକୋଣ୍ଡ ଚମ୍ପିୟନସିପ ୨୦୨୬ ଚଳିତ ଏପ୍ରିଲ ମାସ ତା ୨୪ ଠାରୁ ତା ୨୬ ମଧ୍ଯରେ ଅନୁଷ୍ଠିତ ହୋଇଯାଇଛି, ଏହି ପ୍ରତିଯୋଗିତାରେ ନୟାଗଡ ମାର୍ଶାଲ ଆର୍ଟ ଆକାଡେମୀ, ନୂଆ ରାଜବାଟି, ନୟାଗଡର…
ବାଲ୍ୟ ବିବାହ ବନ୍ଦ କଲା ଜିଲ୍ଲା ପ୍ରଶାସନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଶ୍ରୀମତୀ ବୈଶାଳୀ ପଟ୍ଟନାୟକ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଲେ ଯେ, ଗଜପତି ଜିଲ୍ଲା ଗୋଷାଣୀ ବ୍ଲକର ଗାରବନ୍ଧ ଗ୍ରାମରେ ଏକ ବାଲ୍ୟ ବିବାହ ହେବାକୁ ଯାଉଅଛି, ଏହି ଖବର ପାଇବା ପରେ ତତକ୍ଷଣାତ…
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ "ଆକାଂକ୍ଷା" ମହିଳା ସଙ୍ଗଠନ ଓ "ମହେନ୍ଦ୍ର ତନୟା ସାହିତ୍ୟ ସଂସଦ" ପକ୍ଷରୁ ମିଳିତ ଭାବେ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ଜୟନ୍ତୀ ତଥା ସ୍ୱାଭିମାନ…
ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକଙ୍କ ରାୟଗଡ଼ ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗସ୍ତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମଙ୍ଗଳବାର ଦିନ ଗଜପତି ଜିଲ୍ଲାରେ ଜିଲ୍ଲା ନୋଡାଲ ସଚିବ-ତଥା-ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡକ୍ଟର ବୃନ୍ଦା ଡି , ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ରାୟଗଡ଼ ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ନବନିର୍ମିତ ଖୋଲା ଜିମ୍…
ଜଗତସିଂହପୁର ସଡ଼କ ସୁରକ୍ଷା ସମିତି ପକ୍ଷରୁ ସଡକ ସୁରକ୍ଷା ନିମନ୍ତେ ନିରାକରଣ ବୈଠକ
ଜଗତସିଂହପୁର,ତା-୨୮.୦୪.୨୦୨୬/ସୁମନ୍ତ କୁମାର ଦାସ: ଆଜି ଅପରାହ୍ନରେ ଜଗତସିଂହପୁର ଜିଲ୍ଲା ସଡ଼କ ସୁରକ୍ଷା ସମିତି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ରେ ସଡକ ସୁରକ୍ଷା ର ପ୍ରତିକାର ବିଷୟରେ ଜିଲ୍ଲା ସଡ଼କ ସୁରକ୍ଷା ସମିତି ର ସମସ୍ତ ସଭ୍ୟ ମାନଙ୍କୁ ନେଇ ଆଲୋଚନାଚକ୍ର…
ଜଗତସିଂହପୁର ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ (ଦିଶା)କମିଟିର ସପ୍ତମ ବୈଠକ ଅନୁଷ୍ଠିତ
ଜଗତସିଂହପୁର,ତା-୨୮.୦୪.୨୦୨୬/ସୁମନ୍ତକୁମାରଦାସ: ଆଜି ଜଗତସିଂହପୁର ଜିଲ୍ଲା ସ୍ତରୀୟ ଉନ୍ନୟନ ସମନ୍ଵୟ ଓ ତଦାରଖ (ଦିଶା)କମିଟିର ସପ୍ତମ ବୈଠକ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଜଗତସିଂହପୁରର ଲୋକସଭା ସାଂସଦ ତଥା ଜିଲ୍ଲା ଦିଶା କମିଟିର ଅଧ୍ୟକ୍ଷ ଶ୍ରୀ ବିଭୁପ୍ରସାଦ…
ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦିନିକିଆ ଜିଲ୍ଲା ଗସ୍ତ: ବିଭିନ୍ନ ବିଭାଗକୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି (ମଙ୍ଗଳ ବାର ) ଗଜପତି ଜିଲ୍ଲାରେ ଜିଲ୍ଲା ନୋଡାଲ ସଚିବ-ତଥା-ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡକ୍ଟର ବୃନ୍ଦା ଡି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ମୋହନା , ରା. ଉଦୟଗିରି ଓ ରାୟଗଡ଼ ପରିଦର୍ଶନ କରି ସରକାରଙ୍କ ଦ୍ୱାରା…