Sign in
Sign in
Recover your password.
A password will be e-mailed to you.
କଳାହାଣ୍ଡି ଜିଲ୍ଲାସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଆୟୋଜିତ
ଭବାନୀପାଟଣା,(ଶାସକ ପ୍ରଶାସକ) ୫।୨: ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଅବସରରେ ସମଗ୍ର ଶିକ୍ଷା, କଳାହାଣ୍ଡି ପକ୍ଷରୁ ଜିଲ୍ଲାସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ସ୍ଥାନୀୟ ବ୍ରଜମୋହନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି। ଉଦଘାଟନୀ ସମାରୋହରେ ଜିଲ୍ଲା…
ଖୁବ୍ ଶୀଘ୍ର ଚାଲିବ କ୍ୟାରିୟର ଟକ୍ ଭିଡିଓ ସିରିଜ
ସୁନ୍ଦରଗଡ, (ବସନ୍ତ କୁମାର ଜେନା): ପ୍ରତ୍ୟେକ ପିଲାର କ୍ୟାରିୟରକୁ ନେଇ ଏକ ସ୍ୱପ୍ନ ଥାଏ । ବୟସ ବଢିବା ସଂଗେ ସଂଗେ ଏହି ସ୍ୱପ୍ନକୁ ସାକାର କରିବାକୁ ପିଲାମାନେ ଆପ୍ରାଣ ଉଦ୍ୟମ କରନ୍ତି । ତେବେ ଅନେକ ସମୟରେ ପିଲାମାନେ ନିଜର ଇପସିତ୍ କ୍ୟାରିୟର ଲକ୍ଷ୍ୟକୁ ହାସଲ କରିବାରେ ବିଫଳ ହୋଇଥାଆନ୍ତି ।…
ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଦୁର୍ବଳ ସ୍ୱାସ୍ଥ୍ୟସେବା ନେଇ ବରିଷ୍ଠ ଆଇନଜୀବୀଙ୍କ ଅଭିଯୋଗ: ରେଫରlଲ ଡାକ୍ତରଖାନା…
ବେଲଗୁଣ୍ଠା-(ଶିବରାମ ଚୌଧୁରୀ )-ବିଭିନ୍ନ ସମୟରେ ଡ଼ାକ୍ତର ଅଭାବ, ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ପରି ପରିପୂର୍ଣ୍ଣ ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ନିଜ ଅସନ୍ତୋଷ ଛାଡିଛନ୍ତି ବେଲଗୁଣ୍ଠା ସହରର ଜଣାଶୁଣା ବରିଷ୍ଠ ଆଇନଜୀବି ସନ୍ତୋଷ କୁମାର ପଣ୍ଡା । ଶ୍ରୀ ପଣ୍ଡା ଙ୍କ ଠାରୁ…
ପାଟୁଳିସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ 21 ତମ ବାର୍ଷିକ ଉତ୍ସବ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ପାଟୁଳିସାହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ 21 ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ସରପଞ୍ଚ ରଶ୍ମିତା ସ୍ୱାଇଁ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ ଅତିରିକ୍ତ…
ସମାଜର ଦୁର୍ବଳତାଗୁଡ଼ିକର ନିରାକରଣ ନିମନ୍ତେ ସାହିତ୍ୟ ଗୁରୁତ୍ୱପୂର୍ଣ୍ଣ : ୫ ଟି ଅଧ୍ୟକ୍ଷ
ଭୁବନେଶ୍ୱର, ଫେବୃଆରୀ ୫: ସମାଜର ଅନ୍ତର୍ନିହିତ ଦୁର୍ବଳତାଗୁଡ଼ିକୁ ଗୁରୁତ୍ୱ ଦେଇ ଏହାର ନିରାକରଣ ନିମନ୍ତେ ସାହିତ୍ୟିକମାନେ ମନୋନିବେଶ କରିବା ଆବଶ୍ୟକ ବୋଲି କହିଛନ୍ତି ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ ।ସାହିତ୍ୟ ସମାଜର ଦର୍ପଣ ସଦୃଶ ଯାହାକି ସମାଜର ଅନ୍ତର୍ନିହିତ…
କିମ୍ସ କ୍ୟାନ୍ସର ହସ୍ପିଟାଲ ପକ୍ଷରୁ କ୍ୟାନସର ସଚେତନତା
ପଦଯାତ୍ରା ଏବଂ ପଥପ୍ରାନ୍ତ ନାଟକ ମାଧ୍ୟରେ ବସ୍ତିରେ ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ୱର: ବିଶ୍ୱ କର୍କଟ ଦିବସ ପାଳନ ଅବସରରେ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସେସ୍ (କିମ୍ସ) କ୍ୟାନସର ହସ୍ପିଟାଲ ପକ୍ଷରୁ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି । ଏହି…
କୋଭିଡ ଯୁଦ୍ଧରେ ସୋଆର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା : ୫ ଟି ଅଧ୍ୟକ୍ଷ
ଭୁବନେଶ୍ୱର, ଫେବୃଆରୀ ୫: ଓଡ଼ିଶାରେ କୋଭିଡ ଯୁଦ୍ଧର ମୁକାବିଲା କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା ଯାହା ଦ୍ୱାରା କି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଅନେକ ହ୍ରାସ ପାଇଥିଲା ବୋଲି କହିଛନ୍ତି ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ…
ଭୋଟର ତାଲିକାରେ ନାମ ପଞ୍ଜିକରଣ କାର୍ଯ୍ୟ ଚାଲୁରହିଛି
ଭୁବନେଶ୍ୱର:ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ଗତ ଜାନୁଆରୀ ମାସ ୫ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ୨୦୨୪ ପ୍ରକାଶିତ ହୋଇଅଛିା ଏହାର ନକଲ ବୁଥସ୍ତରୀୟ ଅଧିକାରୀ (BLO) ଓ ସମସ୍ତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଲବ୍ଧ ଅଛିା ଚୂଡ଼ାନ୍ତ ଭୋଟର ତାଲିକା ମଧ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪: ଉନ୍ମୋଚିତ ହେଲା ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର…
ଆଗାମୀ ପିଢ଼ିଙ୍କ ପାଇଁ ଉପାଦେୟ ଓ ସଂଗ୍ରହଣୀୟ ହେବ :ମନ୍ତ୍ରୀ ଶ୍ରୀ ଅମାତ
ଭୁବନେଶ୍ୱର, ୦୫/୦୨/୨୦୨୪: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଆଜି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଯାଇଛି ।…
ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉଦ୍ଯାପିତ : ଜିଏମ୍ ସାୟନ୍ତନ ଚାମ୍ପିୟନ୍ , ସମ୍ବିିିତ ତୃତୀୟ
ଭୁବନେଶ୍ୱର, ଫେବୃୟାରୀ ୦୫: ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉତ୍ସବ ଏ’ ବର୍ଗରେ ଗ୍ରାଣ୍ଡ ମାଷ୍ଟର ( ଜିଏମ୍) ସାୟନ୍ତନ ଦାସ (୨୫୨୪) ଚାମ୍ପିଅନ ହୋଇଛନ୍ତି । ସେ ସର୍ବାଧିକ ୮ ପଏଂଟ୍ ସହ ପ୍ରଥମ ସ୍ଥାନ ହାସଲ କରିଥିଲେ । ଜିଏମ୍ ଦୀପ୍ତାୟନ ଘୋଷ (୨୫୬୮) ୭.୫ ପଏଂଟ୍ ସହ…