ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଅବଦାନ କୁ ସଫଳ କରିଲେ ବିଧାୟକ ଚନ୍ଦ୍ରସାରଥୀ ବେହେରା : ମହାପୁରୁଷ ଶ୍ରୀ…

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ସନ୍ନିକଟ ଚିତ୍ରୋତ୍ପଳା ନଦୀ ତଟରେ ଥିବା ଗୋଖରା ପଡ଼ିଆରେ ମହାପୁରୁଷ ଶ୍ରୀ ଅଚ୍ୟୁତାନନ୍ଦ ମିନି ଷ୍ଟାଡ଼ିୟମର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଛି । କଟକ ଜିଲ୍ଲା ବିଜେଡ଼ି ସାଧାରଣ…

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ଶ୍ରାଦ୍ଧ ଦିବସ ପାଳିତ

ଜଗତସିଂହପୁର,ତା-04.02.2024/ସୁମନ୍ତ କୁମାର ଦାସ:ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଅଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଓ ମୁନିସିପାଲିଟି ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ଜିଲ୍ଲାପାଳ ଙ୍କ…

ଜମରା ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l

 (ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ ଜମରା ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପଞ୍ଚାୟତରେ ହୋଇଥିବା ବିକାଶ କାର୍ଯ୍ୟର ପୁସ୍ତିକା ବଣ୍ଟନ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ବିଭିନ୍ନ ଜନହିତକର ଯୋଜନା ସଂକ୍ରାନ୍ତ ସଚେତନତା ଶିବିର ଅନୁଷ୍ଠିତ…

ଓରତି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ ଓରତି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପଞ୍ଚାୟତରେ ହୋଇଥିବା ବିକାଶ କାର୍ଯ୍ୟର ପୁସ୍ତିକା ବଣ୍ଟନ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ବିଭିନ୍ନ ଜନହିତକର ଯୋଜନା ସଂକ୍ରାନ୍ତ ସଚେତନତା ଶିବିର ଅନୁଷ୍ଠିତ…

ଘୁ.ଉଦୟଗିରି ପରିଷଦ ତରଫରୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସାହିତ୍ୟ ଦିବସ ପାଳନ, କୃତି ପ୍ରତିଯୋଗୀ ପୁରସ୍କୃତ..

ଘୁ.ଉଦୟଗିରି (ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ତରଫରୁ ବିଜୁ ପଟ୍ଟନାୟକ କଲ୍ଯାଣ ମଣ୍ଡପ ଠାରେ "ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪" ଅନୁଷ୍ଠିତ ହୋଇଯାଇଛି । ପରିଷଦ ଅଧ୍ୟକ୍ଷା ସୁଶ୍ରୀ ଦେବସ୍ମୀତା ଶତପଥୀଙ୍କ ଅଧ୍ୟକ୍ଷତାରେ…

ଜେକେ କାଗଜ କଳର କର୍ମକର୍ତ୍ତାମାନଙ୍କ ଦ୍ଵାରା ବନ୍ଦେ ଉତ୍କଳ ଜନନୀ ଗାନ

ରାୟଗଡ଼ା, ୨/୨: ଆଜି ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଭୁବନେଶ୍ୱରସ୍ଥିତ ଉଦ୍ଘାଟନୀ ଅବସର ରେ  ମାନ୍ୟବର ମୁଖ୍ୟ ମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ଆହ୍ବାନ କ୍ରମେ, ରାୟଗଡ଼ା ସ୍ଥିତ ଜେକେ  କାଗଜ କଳ ର କର୍ମ କର୍ତ୍ତା ମାନଙ୍କ ଦ୍ଵାରା ଦିନ ୧୧.୦୦  ସମୟ ରେ କାଗଜ କଳ  ର…

ପରମପାଙ୍ଗା ଗ୍ରାମ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ପରମପାଙ୍ଗା ଗ୍ରାମ ପଞ୍ଚାୟତରେ ଆଜି ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଛି । ଏଥିରେ ବାଲିଗୁଡା ବିଡିଓ, ଜିଲ୍ଲା ପରିଷଦ ପରମପାଙ୍ଗା ଗ୍ରାମ ପଞ୍ଚାୟତ ସରପଞ୍ଚ ଏବଂ ସମିତି ସଭ୍ୟ ସମେତ ବହୁତ ସଂଖ୍ୟାରେ…

ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀଙ୍କୁ ସ୍ୱାମୀର ଛୁରା ମାଡ଼, ସ୍ୱାମୀ ଫେରାର !

ରାୟଗଡା ରୁ ବୈକୁଣ୍ଠ ଦୁରିଆ -ପରକୀୟା ପ୍ରତି ସନ୍ଦେହରେ ଛୁରୀ ମାଡ଼, ସ୍ୱାମୀର ଛୁରୀ ମାଡ଼ରେ ସ୍ତ୍ରୀ ଗୁରୁତର, ଗୁରୁତର ଅବସ୍ଥାରେ ବlସନ୍ତି ଙ୍କୁ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ଘଟଣା ସ୍ତଲରେ ପୋଲିସ ପଂହଁଚି ଘଟଣା ର ଅନୁଧ୍ୟାନ ଜାରି ରଖିଥିବା…

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଆଦିବାସୀ ମେଳାରେ ‘ବହୁଭାଷୀ ନାଟକ ମହୋତ୍ସବ’

ସାନ୍ତାଳୀ, ମୁଣ୍ତାରୀ, ଦେଶିଆ ଓ ହୋ ଭାଷାରେ ମଞ୍ଚସ୍ଥ ହେଉଛି ନାଟକ ଭୁବନେଶ୍ୱର: ଭୁବନେଶ୍ୱରରେ ଚାଲିଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଏହି ଅବସରରେ ଭୁବନେଶ୍ୱର ୟୁନିଟ୍-୧ସ୍ଥିତ ଆଦିବାସୀ ପଡ଼ିଆରେ ଆୟୋଜିତ ‘ଆଦିବାସୀ ମେଳା’ରେ ବହୁଭାଷୀ ନାଟକ ମହୋତ୍ସବ ଆୟୋଜନ କରାଯାଇଛି। ଫେବୃଆରୀ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ: ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧନା

ଦୟାନଦୀ ପାଇଁ ୨୦୨୨ରେ ମିଳିଥିଲା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଭୁବନେଶ୍ୱର, ୪।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ସାହିତ୍ୟିକ ଡ଼. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ ତଥା…