ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ସମ୍ବର୍ଦ୍ଧନା ଉତ୍ସବ

ଜଗତସିଂହପୁର,ତା-୦୩.୦୨.୨୦୨୪/ସୁମନ୍ତ କୁମାର ଦାସ: ସ୍ଥାନୀୟ ଆଶ୍ରମପାଟଣାସ୍ଥିତ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବନ୍ଦେ ଉତ୍କଳ ଜନନୀ ପରିବେଷଣ ସହିତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି I ଏହି ଉତ୍ସବରେ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପ୍ରତିଷ୍ଠାତା ଶ୍ରୀଯୁକ୍ତ କୈଳାଶ…

ନୂଆ-ଓ ରାଜ୍ୟସ୍ତରୀୟ କ୍ରୀଡା ପ୍ରତିଯୋଗିତାରେ ଆଶ୍ରମ ପାଟଣା ଭଲିବଲ ୟୁନିୟନ ବାଳିକା ଦଳ ଦ୍ୱିତୀୟ ସ୍ଥାନ ଅଧିକାର

ଜଗତସିଂହପୁର,ତା-୦୩.୦୨.୨୦୨୪/ସୁମନ୍ତ କୁମାର ଦାସ: ଆଶ୍ରମପାଟଣା ଭଲିବଲ ୟୁନିୟନ୍ ନୂଆ "ଓ " ଯୁବ ଓଡିଶା, ନବୀନ ଓଡିଶାର ରାଜ୍ୟସ୍ତରୀୟ କ୍ରୀଡା ପ୍ରତିଯୋଗିତାରେ ଆଶ୍ରମ ପାଟଣା ଭଲିବଲ ୟୁନିୟନ ବାଳିକା ଦଳ ଦ୍ୱିତୀୟ ସ୍ଥାନ ଅଧିକାର କରି ଅନୁଷ୍ଠାନକୁ ଗୌରାବାନ୍ୱିତ କରିଛନ୍ତି l ଅଧିନାୟକ ପାୟଲ…

ବିନୋଦିନୀ ପ୍ରାଙ୍ଗଣ ରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉଦଘାଟନୀ ଅବସରରେ ଓଡ଼ିଆ ସାହିତ୍ୟ , ସଂଗୀତ ଓ ନୃତ୍ୟ ପାଇଁ…

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ - ୨୦୨୪ ର ଅଦ୍ୟାବଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ ସରକାରଙ୍କ ଦ୍ୱାରା ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଯାହା ଭୁବନେଶ୍ୱର ଜନତା ମଇଦାନରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୩ ତାରିଖରୁ ର ୫ ତାରିଖ…

ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଦ୍ଵାରା ମହିଳା ମାନଙ୍କୁ ସିଲେଇ ତାଲିମ କାର୍ଯ୍ୟକ୍ରମର ଉଦଯାପନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳଖେମୁଣ୍ଡି ସ୍ଥିତ ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା ମହିଳା ମାନଙ୍କୁ ସିଲେଇ ତାଲିମ କାର୍ଯ୍ୟକ୍ରମର ଆଜି (ଶନିବାର ଦିନ) ଉଦଯାପନ ହୋଇଯାଇଛି। ଏହି ୩୦ ଦିନିଆ ତାଲିମ କାର୍ଯ୍ୟକ୍ରମରେ ଗଜପତି…

ଜଗତସିଂହପୁର ଜିଲ୍ଲା ପରିଷଦ ରେ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ସମ୍ବର୍ଦ୍ଧନା ଉତ୍ସବ

ଜଗତସିଂହପୁର,ତା-୦୩.୦୨.୨୦୨୪/ସୁମନ୍ତ କୁମାର ଦାସ: ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ଆଜି ଜଗତସିଂହପୁର ଜିଲ୍ଲା ପରିଷଦ ରେ ସମ୍ମାନନୀୟ ମୁଖ୍ୟ ବିକାଶ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ରବି ନାରାୟଣ ଜେଠୀ, ଙ୍କ ଅଧ୍ୟକ୍ଷତା ରେ ଓଡ଼ିଆ ଭାଷା ସାହିତ୍ୟ ସମ୍ବର୍ଦ୍ଧନା…

ସୂଚନା ଅଧିକାର ଆଇନ ସମ୍ପର୍କିତ ଏକଦିବସୀୟ ତାଲିମ ଶିବିର ଅନୁଷ୍ଠିତ

ଜଗତସିଂହପୁର,ତା-୦୩.୦୨.୨୦୨୪/ସୁମନ୍ତ କୁମାର ଦାସ: ପ୍ରଶାସନିକ ଢାଞ୍ଚାରେ ସ୍ୱଚ୍ଛତା ଏବଂ ଉତ୍ତରଦାୟିତ୍ୱକୁ ଦୃଢ କରିବା ନିମନ୍ତେ ଓଡିଶା ସରକାରଙ୍କ ସୂଚନା ଏବଂ ଲୋକସମ୍ପର୍କ ବିଭାଗର ସୂଚନା ଅଧିକାର ଆଇନ ପ୍ରକଳ୍ପ ପରିଚାଳନା ୟୁନିଟ୍ (ଆର.ଟି.ଆଇ ପି.ଏମ.ୟୁ) ପକ୍ଷରୁ ଆଜି ପୂର୍ବାହ୍ନ ଘ.୧୧.୦୦…

କୃପାଳୁ ଶିଶୁ ସାହିତ୍ୟ ଆସରରେ ‘ଆମ ଭାଷା ଆମ ପରିଚୟ’ କାର୍ଯକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବାଳ ମୁକୁନ୍ଦ କେନ୍ଦ୍ର ଉପସ୍ଥାପନ କରିଥିବା କୃପାଳୁ ଶିଶୁ ସାହିତ୍ୟ ଆସରର ବିଷୟ 'ଆମ ଭାଷା ଆମ ପରିଚୟ' ସ୍ଥାନୀୟ ଆର୍ବନ୍ ହଷ୍ଟେଲ ଛାତ୍ରାବାସ ଅନ୍ତେବାସୀଙ୍କ ଗହଣରେ ସଂଯୋଜକ ନିତ୍ୟାନନ୍ଦ ଚୌଧୁରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା…

ଜିଲ୍ଲା ସ୍ତରରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଅବସରରେ ସମବେତ “ବନ୍ଦେ ଉତ୍କଳ ଜନନୀ” ଗାନ

ଜଗତସିଂହପୁର,ତା-୦୩.୦୨.୨୦୨୪/ସୁମନ୍ତ କୁମାର ଦାସ:ଭାଷା ଅତୀତ ର ଅସ୍ତିତ୍ବ, ଭାଷା ହିଁ ଭବିଷ୍ୟତ। ଏହି ପ୍ରସଙ୍ଗ କୁ ଭିତ୍ତି କରି ଆଜି ରାଜ୍ୟ ରେ ପାଳିତ ହେଉଛି ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ୨୦୨୪।ଏହି ଅବସରରେ ଆଜି ପୂର୍ବାହ୍ନ ୧୧ ଘଟିକା ରେ ଜଗତସିଂହପୁର ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ -୨୦୨୪ ଅନୁଷ୍ଠିତ ହୋଇଯାଇଛି। ସକାଳ ଘ.୮.୩୦ ମି. ସମୟରେ ସହରରେ ଥିବା ସମସ୍ତ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ଗୁଡିକରେ ଜିଲ୍ଲା…

” ନୂଆ -ଓ ” ଭାଷା ସାହିତ୍ୟ ପ୍ରତିଯୋଗିତା ତରଫରୁ ” ଶ୍ରୀ ଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର ଏବଂ…

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-କ୍ଷତ୍ରିୟବରପୁରସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମଧ୍ୟମିକ ବିଦ୍ୟାଳୟରେ " ଓଡ଼ିଆ ଭାଷା ସାହିତ୍ୟ ପ୍ରତିଯୋଗିତା "ର ଶ୍ରୀ ଜଗନ୍ନାଥ ସଂସ୍କୃତି ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ ହେଵା ସହିତ ଉକ୍ତ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ ପାଳିତ ହୋଇଯାଇଛି।…