ଅକ୍ଷର ଭୂମିର ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ: ରୁଚିପୂର୍ଣ୍ଣ କଳାକୃତି ପାଇଁ ପୂର୍ତ୍ତ ବିଭାଗକୁ ଧନ୍ୟବାଦ ଜଣାଇଲେ

ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କଳା ମଣ୍ଡଳ ପ୍ରାଙ୍ଗଣରେ ଉଦ୍‌ଘାଟିତ ହୋଇଯାଇଛି ଅକ୍ଷର ଭୂମି। ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ସ୍ମୃତିକୁ ଚିରସ୍ମରଣୀୟ କରିବା ସହିତ ଏହି ସମ୍ମିଳନୀର ସ୍ମାରକୀ ଭାବେ ଅକ୍ଷର…

ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ନେଇ ବିଶେଷ କାର୍ଯ୍ୟକ୍ରମ।

ଅସ୍ତରଙ୍ଗ: ଭାଷା ହିଁ ଭବିଷ୍ୟତ । ଯେଉଁ ରାଜ୍ୟରେ ଭାଷା ଯେତେ ଉନ୍ନତ ସେ ରାଜ୍ୟ ସେତେ ସମୃଦ୍ଧ । ତେଣୁକରି ଓଡ଼ିଆ ଭାଷାକୁ ନେଇ ସରକାର ଗ୍ରହଣ କରିଥିବା କାର୍ଯ୍ୟ ବେଶ ପ୍ରଶଂସନୀୟ । ଓଡ଼ିଆ ଭାଷାର ବିକାଶ ଓ ପ୍ରସାର ପାଇଁ ଆଜିର ଦିନରେ ଭୁବନେଶ୍ୱରରେ ଏକ ସମ୍ମିଳନୀ ଅନୁଷ୍ଠିତ ହେଉଅଛି । ଯାହା…

ମହିପୁର ଆଶ୍ରମ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ଗୁଡ଼ଭେଲା: ବଲାଙ୍ଗୀର ଜିଲ୍ଲା ଗୁଡ଼ଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ଆଶ୍ରମ ବିଦ୍ୟାଳୟ, ମହିପୁର ଠାରେ ଦ୍ଵିଦିବସୀୟ "ବାର୍ଷିକ କ୍ରୀଡା ପ୍ରତିଯୋଗିତା ୨୦୨୪" ଅନୁଷ୍ଠିତ ହୋଇଯାଇଛି । ନିକଟସ୍ଥ ମାଁ ମେଟାକାନିଙ୍କ ଠାରେ ପୂଜାର୍ଚ୍ଚନା କରାଯାଇ ମଶାଲ ଶୋଭାଯାତ୍ରା ନେଇ ବିଦ୍ୟାଳୟ ଖେଳ ପଡିଆରେ…

ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ସୋଆରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ

ଭୁବନେଶ୍ୱର, ଫେବୃଆରୀ ୩: ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଏଠାରେ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଓ ରାଜ୍ୟ ସରକାରଙ୍କ ଆହ୍ୱାନ କ୍ରମେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ଶନିବାର ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା…

ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡରେ ପ୍ରତିନିଧିତ୍ୱ କରିଥିବା ସୋଆ ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରତିଷ୍ଠାତା…

ଭୁବନେଶ୍ୱର: ନୁଆଦିଲ୍ଲୀର କର୍ତବ୍ୟ ପଥରେ ଗତ ଜାନୁଆରୀ ୨୬ରେ ଅନୁଷ୍ଠିତ ଜାତୀୟ ସାଧାରଣନ୍ତ୍ର ଦିବସ ପରେଡରେ ପ୍ରତିନିଧିତ୍ୱ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏନ୍ଏସ୍ଏସର ଛାତ୍ରୀ ଅମୃତା ସାହୁଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ…

ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର:ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଭୁବନେଶ୍ୱରର ଜନତା ମଇଦାନଠାରେ ଆଜିଠାରୁ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛିା ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଆ ଭାଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଭିନ୍ନ…

ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସ ସେବା ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ

 ସମ୍ବଲପୁର : ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସକାଳେ ସମ୍ବଲପୁର ରେଳ ଷ୍ଟେସନ ନୀରିକ୍ଷଣ କରୁଥିବାବେଳେ ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି…

ଜହ୍ନିଆ ଛକରେ ଦୁର୍ଘଟଣା : ଯାତ୍ରୀବାହୀ ବସ୍ ଧକ୍କାରେ ୨ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ l

(ନିଶ୍ଚିନୁକୋଇଲି - ଶାସକ ପ୍ରଶାସକ): କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ସାଲେପୁର ଥାନା ଅଧୀନ କଟକ-ଚାନ୍ଦବାଲି ରାସ୍ତାର ଜହ୍ନିଆ ଛକ ନିକଟରେ ଶନିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି l ଏକ ଯାତ୍ରୀବାହୀ ବସ୍ ଧକ୍କାରେ ୨ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି l ମୃତକଙ୍କ ପରିଚୟ ମିଳିପାରି…

ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନର୍ସମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର : ନର୍ସମାନେ ତ୍ୟାଗ ଓ ସେବାର ପ୍ରତୀକ । ତାଙ୍କ ଉପରେ ମଣିଷର ଜୀବନ ନିର୍ଭର କରେ । ତେଣୁ ସେମାନେ ଯତ୍ନର ସହ ରୋଗୀ ସେବା କରିବା ଜରୁରୀ । ଡାକ୍ତର ଓ ନର୍ସ ଗୋଟିଏ ମୁଦ୍ରା ର ଦୁଇଟି ପାଶ୍ୱର୍ ସଦୃଶ ବୋଲି ଓଡିଶା ନର୍ସିଂ ନିର୍ଦ୍ଦେଶକ ଡାକ୍ତର ରାମଚନ୍ଦ୍ର ରାଉତ କହିଛନ୍ତି । ସଦା…

ନୂଆ- ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦଯାପନୀ ଉତ୍ସବ

ନବରଙ୍ଗପୁର / ଅଶୋକ ସାହୁ, ଶାସକ ପ୍ରଶାସକ: ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପରିପ୍ରେକ୍ଷୀରେ ନୂଆ -ଓ ସାହିତ୍ୟ ପ୍ରତିଯୋଗିତା ଉଦଯାପନ କାର୍ଯ୍ୟକ୍ରମ ନବରଙ୍ଗପୁର ମହିଳା ସ୍ନାତକ ମହାବିଦୟାଳୟରେ କରାଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ…