Sign in
Sign in
Recover your password.
A password will be e-mailed to you.
ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ମୁଖ୍ୟମନ୍ତ୍ରୀ ପୁରସ୍କାରରେ ସମ୍ମାନିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ପୁରସ୍କାରରେ ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଶ୍ରେଷ୍ଠ ପ୍ରଧାନଶିକ୍ଷକ ଭାବେ ସମ୍ମାନିତ ହୋଇଛନ୍ତି।ତତ୍ ସଙ୍ଗେ ସଙ୍ଗେ ଉକ୍ତ ବିଦ୍ୟାଳୟ ମଧ୍ୟ ସମ୍ମାନିତ ପାଇଛି।…
ମୋହନା ପ୍ରେସ କ୍ଲବର ତୃତୀୟ ବାର୍ଷିକ ଉତ୍ସବ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ପ୍ରେସ କ୍ଲବ୍ ର ତୃତୀୟ ବାର୍ଷିକ ଉତ୍ସବ ମୋହନା ସ୍ଥିତ ବାଳିକା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ପ୍ରେସ କ୍ଲବ୍ ସଭାପତି ପଞ୍ଚାନନ ଦାଶଙ୍କ ସଭାପତିତ୍ୱରେ ସଭାପତିତ୍ତ୍ଵରେ ମୁଖ୍ୟ ଅତିଥି ଭାବେ…
ୟୁଜିଆଇଇ ର ଟେକ୍ନୋଫିନିଟି ୨୦୨୪ ଆସନ୍ତା ୪ରେ
ରାଉରକେଲା, (ବସନ୍ତ କୁମାର ଜେନା): ଉତ୍କଳମଣି ଗୋପବନ୍ଧୁ ଇନଷ୍ଟିଚ୍ୟୁଟ ଅଫ ଇଞ୍ଜିନିୟରିଂ (ୟୁଜିଆଇଇ) ର ପ୍ରାକ୍ତନ ଛାତ୍ର ସଂଘଙ୍କ ବାର୍ଷିକୋତ୍ସବ ଟେକ୍ନୋଫିନିଟି ୨୦୨୪ ଆସନ୍ତା ୪ ତାରିଖ ଦିନ ୟୁଜିଆଇଇ ପରିସରରେ ଅନୁଷ୍ଠିତ ହେବ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।…
ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଓଡ଼ିଶା ସରକାର ଏହି ଆତ୍ମରକ୍ଷା କୌଶଳ କାର୍ଯ୍ୟକ୍ରମ ୨୦୧୩ ମସିହାରେ ଆରମ୍ଭ କରିଥିଲେ। ଦିଲ୍ଲୀର…
ଫେବୃଆରୀ 3-4 ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଓଡିଶା ଏବଂ ଆସାମ ଗସ୍ତ
ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶାରେ 68,000 କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ ସମ୍ବଲପୁର ଠାରେ ଶୁଭାରମ୍ଭ, ରାଷ୍ଟ୍ରକୁ ସମର୍ପିତ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ |
ପ୍ରାକୃତିକ ଗ୍ୟାସ, କୋଇଲା ଏବଂ ବିଦ୍ୟୁତ୍ ଉତ୍ପାଦନ ସହିତ ଜଡିତ ଏକାଧିକ ପ୍ରକଳ୍ପର ଉଦ୍ଘାଟନ,…
ନାହାଙ୍ଗ ପଞ୍ଚାୟତରେ ବିଭିନ୍ନ ଵିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲକ୍ଷ୍ୟ ପଞ୍ଚାୟତର ଵିକାଶ - ବିଧାୟକ ପ୍ରତାପ ଜେନା l
(ମାହାଙ୍ଗା - ଶାସକ ପ୍ରଶାସକ) ମାହାଙ୍ଗା ବ୍ଲକ ନାହାଙ୍ଗ ଗ୍ରାମ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପଞ୍ଚାୟତ ସ୍ତରୀୟ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି…
ଗୋତରା ପଞ୍ଚାୟତରେ ବିଭିନ୍ନ ଵିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର
ପଞ୍ଚାୟତର ଵିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ପ୍ରତାପ ଜେନାଙ୍କୁ ଧନ୍ୟବାଦ ଜଣାଇଲେ ଗ୍ରାମବାସୀ l
(ମାହାଙ୍ଗା-ଶାସକ ପ୍ରଶାସକ): ମାହାଙ୍ଗା ବ୍ଲକ ଗୋତରା ଗ୍ରାମ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପଞ୍ଚାୟତ ସ୍ତରୀୟ ଏକ ସଚେତନତା ଶିବିର ଅନୁଷ୍ଠିତ…
ଛାତ୍ରୀ ମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ କ୍ଷେତ୍ରୀୟବରପୁର ସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ମାନଙ୍କ ପାଇଁ ଚାଲିଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି । ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ବେଲଗୁଣ୍ଠାର ପାଞ୍ଚ ଶିକ୍ଷକ ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ପାଇଁ ଗର୍ବ ଆଣିଛନ୍ତି ବ୍ଳକ୍ ର ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ, ଆଶୁତୋଷ କୁମାର ସ୍ୱାଇଁ, ରବିନାରାୟଣ ଗୌଡ଼, ପ୍ରଭାତ କୁମାର ଗୌଡ଼ ଏବଂ ପ୍ରଧାନ ଶିକ୍ଷୟିତ୍ରୀ ସ୍ନେହଲତା ବିଷୋୟୀ I ଏହି ଶିକ୍ଷକ ଶିକ୍ଷୟିତ୍ରୀମାନେ ବୁଧବାର ଭୁବନେଶ୍ୱର…
ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟ ରେ “ନୂଆ – ଓ ” ଓଡିଶା ସାହିତ୍ୟ…
ବେଲଗୁଣ୍ଠା -(ଶିବରାମ ଚୌଧୁରୀ )- : ବେଲଗୁଣ୍ଠା ବ୍ଲକ ଗୋବରା ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟ ରେ "ନୂଆ - ଓ " ଓଡିଶା ସାହିତ୍ୟ ପ୍ରତିଯୋଗିତା ସହ ଜଗନ୍ନାଥ ସଂସ୍କୃତିର ଆଲୋଚନା ଚକ୍ର ଅଧକ୍ଷା ମାମା ପରିଡା ଙ୍କ ଅଧକ୍ଷୟତା ଉଦଯାପିତ ହୋଇଥିଲା l କାର୍ଯ୍ୟକ୍ରମ ର…