Sign in
Sign in
Recover your password.
A password will be e-mailed to you.
ପାଣ୍ଡିଆନଙ୍କ ଅକ୍ଷର ଭୂମି ପରିଦର୍ଶନ:ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ
ଭାଷା ସମ୍ମିଳନୀ ସହିତ ସମସ୍ତ ବ୍ଲକ ଓ ଗ୍ରାମ ପଞ୍ଚାୟତକୁ ଅନଲାଇନରେ ଯୋଡିବା ପାଇଁ ନିର୍ଦ୍ଦେଶ
ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଗୁଡିକର ଲାଇଭ ଷ୍ଟ୍ରିମିଙ୍ଗ ହେବ
ସମ୍ମିଳନୀର ପ୍ରସ୍ତାବ ଅନୁଯାୟୀ ଭାଷା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନୀତି ନିର୍ଦ୍ଧାରଣ ପାଇଁ କାର୍ଯ୍ୟପନ୍ଥା…
ନୂଆ – ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦଘାଟିତ
ଜଗତସିଂହପୁର,ତା-୦୧.୦୨.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ବ୍ଲକ ଅନ୍ତର୍ଗତ ଆଶ୍ରମପାଟଣା ସ୍ଥିତ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡିଶା ସରକାରଙ୍କ ନୂଆ -ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି I ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ୍ୟ ରବିନାରାୟଣ ରଥଙ୍କ…
ଯୁବଶକ୍ତିର ଭୂମିକା ରାଷ୍ଟ୍ରୀୟ ଏକତା ରେ ଗୁରୁତ୍ୱପୂର୍ଣ୍ଣ ।
ମୟୂରଭଞ୍ଜ ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ: ମୟୂରଭଞ୍ଜ ଜିଲ୍ଲାରେ ଜାତୀୟ ଯୁବ ପ୍ରକଳ୍ପ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି ଜାତୀୟ ଯୁବ ଏକତା ମହୋତ୍ସବ । ଜାତୀୟ ଯୁବ ପ୍ରକଳ୍ପର ଓଡ଼ିଶା ରାଜ୍ୟ ମୁଖ୍ୟ ମଧୁ ସୁଦନ ଦାସ ଙ୍କ ତତ୍ତ୍ଵାବଧାନରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି…
ପୁରୁଷୋତ୍ତମ ମେଡିକାଲ କଲେଜର ୩୫ ତମ ବାର୍ଷିକ ସମ୍ମିଳନୀ ଉତ୍ସବ ଅନୁଷ୍ଠିତ।
ସାରସକଣା :: (ଶାସକ ପ୍ରଶାସକ) : ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଅନ୍ତର୍ଗତ ଝାରପୋଖରିଆ ସ୍ଥିତ ପୁରୁଷୋତ୍ତମ ମେଡିକାଲ କଲେଜର ପଇଁତିରିଶି ତମ ବାର୍ଷିକ ସମ୍ମିଳନୀ ଉତ୍ସବ ଦୟାଲ୍ ଫାର୍ମାସୀ ସମ୍ମିଳନୀ କକ୍ଷରେ ପୁରୁଷୋତ୍ତମ ଇଲୋକ୍ଟ୍ରହେମିଓ ପାଥି ମେଡିକାଲ କଲେଜରେ ପ୍ରତିଷ୍ଠାତା ତଥା…
ପ୍ରଧାନଶିକ୍ଷକ ଙ୍କୁ ବିରୋଧକରି ଛାତ୍ରଛାତ୍ରୀ ଓ ଗ୍ରାମବାସୀ ଙ୍କ ଧାରଣା।
ଭଞ୍ଜନଗର ରୁ {ଉଦୟନାଥ ପଣ୍ଡା}: ସରକାର, ଶିକ୍ଷା ଓ ଛାତ୍ର ଛାତ୍ରୀ ଙ୍କ ବିକାଶ ନିମନ୍ତେ ମାଳ ମାଳ ଯୋଜନା କରୁଛନ୍ତି କିନ୍ତୁ ବାସ୍ତବିକ ବିଦ୍ୟାଳୟ ପାଇଁ ଯାହା ଆବଶ୍ୟକ ତାହା ଯୋଗାଇ ଦିଆଯାଉ ନାହିଁ। ଯାହା ଫଳରେ ଶିକ୍ଷା ବ୍ୟବସ୍ଥା ଦିଗହରା ହୋଇ ପଡୁଛି। କେଉଁଠି ଛାତ୍ର ନାହାନ୍ତି, କେଉଁଠି…
ତ୍ରିଦିବସୀୟ ବିଦ୍ୟାଳୟଭିତ୍ତିକ ମାନ ନିର୍ଦ୍ଧାରଣ ପ୍ରଶିକ୍ଷଣ ଶିବିର ଉଦଯାପିତ l
ପଦ୍ମପୁର ଜାନୁୟରୀ ୨୯- ୩୧ ତିନିଦିନ ଧରି ଚାଲିଥିବା ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ପ୍ରାଥମିକ ଶିକ୍ଷକ ମାନଙ୍କର ବିଦ୍ୟାଳୟ ଭିତ୍ତିକ ମାନ ନିର୍ଦ୍ଧାରଣ ପ୍ରଶିକ୍ଷଣ ଉଦଯାପିତ ହୋଇଯାଇଛି। ଏହି ପ୍ରଶିକ୍ଷଣ ଏକ ସଙ୍ଗେ ତିନୋଟି ସ୍କୁଲ ଯଥା ରାଜବୋଡ଼ାସମ୍ବର ଉଚ୍ଚବିଦ୍ୟାଳୟ, ସରକାରୀ ବାଳିକା…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର:ଇଟାମାଟି ବାମନ ଅବକାଶ ହାଇସ୍କୁଲ ହାତେଇଲା ୫ ପୁରସ୍କାର
ନୟାଗଡ଼(ଲକ୍ଷ୍ମୀଧର ସାହୁ): ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରିକରଣ ଯୋଜନା ଅନ୍ତର୍ଗତ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନା ରାଜ୍ୟ ସରକାରଙ୍କ ଏକ ଅଭିନବ ପ୍ରୟାସ। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ ଉତ୍ସବରେ ନୟାଗଡ ଜିଲ୍ଲା ଇଟାମାଟି ସ୍ଥିତ…
ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ଓ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପରିପ୍ରେକ୍ଷୀରେ ଓଡ଼ିଆ ଭାଷା…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗ ତରଫରୁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ଓ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପରିପ୍ରେକ୍ଷୀରେ…
ଜିଲ୍ଲାସ୍ତରୀୟ ମିଶନ ଶକ୍ତି ଓଡ଼ିଶା କବି ସମ୍ମିଳନୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାସ୍ତରୀୟ ମିଶନ ଶକ୍ତି କବି ସମ୍ମିଳନୀ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କବି ସମ୍ମିଳନୀରେ ଜିଲ୍ଲାର ସମସ୍ତ ବ୍ଲକର ୫୦ ଜଣ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନେ ଯୋଗଦାନ କରି ନିଜସ୍ୱ କବିତା…
ସୂଚନା ଅଧିକାର ଆଇନ୍ ୨୦୦୫ ସଂପର୍କିତ କର୍ମଶାଳା
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶ ଅନୁସାରେ ଗଜପତି ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ପାଇଁ ନିୟୋଜିତ ପ୍ରଥମ ଅପିଲ କର୍ତ୍ତୃପକ୍ଷ ଓ ଜନ ସୂଚନା ଅଧିକାରୀମାନଙ୍କ ପାଇଁ ଏକ ଗୁରୁତ୍ବପୂର୍ଣ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…