ଅସୁରେଶ୍ୱର ରେ ପଞ୍ଚାୟତ ସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଉଦ୍‌ଘାଟିତ l

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକରେ ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଇଥିବା ଆମ ଓଡ଼ିଶା ନବୀନ ଓଡ଼ିଶାର ପଞ୍ଚାୟତ ସ୍ତରୀୟ ସଚେତନ ଶିବିର ଅସୁରେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି l  ସରପଞ୍ଚ ଗୌତମୀ…

ତରତଶାସନ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା ଶିବିର ଉଦ୍‌ଘାଟିତ l

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକରେ ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଇଥିବା ଆମ ଓଡ଼ିଶା ନବୀନ ଓଡ଼ିଶାର ପଞ୍ଚାୟତ ସ୍ତରୀୟ ସଚେତନ ଶିବିର ତରତଶାସନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଉଦଘାଟିତ ହୋଇଯାଇଛି l ସରପଞ୍ଚ…

ବିଭିନ୍ନ ପ୍ରକଳ୍ପ ଉଦଘାଟନ ଏବଂ ନୂତନ ପ୍ରକଳ୍ପ ଶିଳାନ୍ୟାସ କଲେ ମାହାଙ୍ଗା ଵିକାଶସାରଥୀ ବିଧାୟକ ପ୍ରତାପ ଜେନା l

 (ମାହାଙ୍ଗା-ଶାସକ ପ୍ରଶାସକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ,ନିର୍ମଳ, ଵିକାଶ ମୂଳକ ଶାସନରେ ଅନୁପ୍ରାଣିତ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନା ଙ୍କ ପ୍ରୟାସ କ୍ରମେ ସବୁକ୍ଷେତ୍ରରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ଵିକାଶର ଧାରା ବହିଚାଲିଛି l ସେହିପରି…

ଜଗତସିଂହପୁର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

ଜଗତସିଂହପୁର/ସୁମନ୍ତ କୁମାର ଦାସ:  ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧିନରେ ଶିକ୍ଷାଦାନରେ ଅଧିକ ଉତ୍ସାହ ତଥା ପ୍ରୋତ୍ସାହନ ନିମନ୍ତେ ଜଗତସିଂହପୁର ଜିଲ୍ଲାକୁ "ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର" ପ୍ରଦାନ କରାଯାଇଅଛି ।ଆଜି କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ପୁରସ୍କାର ବିତରଣ…

ଶିଶୁ ସୁରକ୍ଷା ଉପରେ ଶ୍ରୀରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସ୍ବେଚ୍ଛାସେବୀ ମାନଙ୍କୁ ପ୍ରଶିକ୍ଷଣ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ଠାରେ ଥିବା ଶ୍ରୀରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସ୍ବେଚ୍ଛାସେବୀ ମାନଙ୍କୁ ନେଇ ଜିଲ୍ଲାର ସ୍ବତନ୍ତ୍ର କାର୍ଯ୍ୟକ୍ରମ “ପ୍ରତିଜ୍ଞା” ଉପରେ ଏକ ଦିବସିୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି “ପ୍ରତିଜ୍ଞା”…

ଜିଲ୍ଲାସ୍ତରୀୟ ମାର୍କେଟିଙ୍ଗ କର୍ମଶାଳା ଓ କ୍ରେତା ବିକ୍ରେତା ସମ୍ମିଳନୀ -୨୦୨୪

ଜଗତସିଂହପୁର,ତା-୩୧.୦୧.୨୦୨୪/ସୁମନ୍ତ କୁମାର ଦାସ: ଗତକାଲି ଜଗତସିଂହପୁର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ରବି ନାରାୟଣ ଜେଠୀ ଙ୍କ ଅଧ୍ୟକ୍ଷତାରେ ଓର୍ମାସ୍ ଦ୍ୱାରା ପ୍ରୋତ୍ସାହିତ ଜିଲ୍ଲାସ୍ତରୀୟ ମାର୍କେଟିଂ କର୍ମଶାଳା ଓ…

ବାଲ୍ୟବିବାହ ବନ୍ଦ କଲା ଗଜପତି ଜିଲ୍ଲା ପ୍ରଶାସନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଖାଣ୍ଡବା ଗ୍ରାମରେ ଆଗାମୀ ଦିନରେ ହେବାକୁ ଥିବା ତିନୋଟି ବାଲ୍ୟବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ। ଉକ୍ତ ବାଲ୍ୟ ବିବାହ ସମ୍ପର୍କରେ ବିଶ୍ବସ୍ଥ ସୂତ୍ରରୁ କାଶୀନଗର ବାଲ୍ୟବିବାହ ନିଷେଧ ଅଧିକାରିଣୀ…

ଅଞ୍ଚଳ ମହାବିଦ୍ୟାଳୟ ରେ “ନୂଆ ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା” ର ଉଦଯାପନୀ ଉତ୍ସବ

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ରେ ନୂଆ ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ର ଉଦଯାପନୀ ଉତ୍ସବ ଅଧ୍ୟକ୍ଷ ଶ୍ରୀ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଅଛି। ନିଜ ଅଭିଭାଷଣ ରେ ଶ୍ରୀ ପଣ୍ଡା ଜିଲ୍ଲା ସ୍ତ୍ରରରେ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ…

ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା ଶିବିର ଉଦ୍‌ଘାଟିତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଲକ୍ଷ୍ୟ କଥା କମ ଵିକାଶ ବେଶୀ - ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା l (ମାହାଙ୍ଗା - ଶାସକ ପ୍ରଶାସକ): ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମାହାଙ୍ଗା ବ୍ଲକରେ ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଇଥିବା ଆମ ଓଡ଼ିଶା ନ‌ବୀନ ଓଡ଼ିଶାର…

ଜୟ ବଜରଙ୍ଗ ବାଲି କ୍ରିକେଟ କ୍ଲବ ପକ୍ଷରୁ ଚତୁର୍ଥ ବାର୍ଷିକ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ।

କେନ୍ଦ୍ରାପଡା: (ଶାସକ ପ୍ରଶାସକ) ପ୍ରଫୁଲ୍ଲ କୁମାର ମଲ୍ଲ ଜୟ ବଜରଙ୍ଗ ବାଲି କ୍ରିକେଟ କ୍ଲବ ନୋଳସାହି ଆନୁକୂଲ୍ୟରେ ଆଜି ଚତୁର୍ଥ ବାର୍ଷିକ କ୍ରିକେଟ ଟୁର୍ନାମେଣ୍ଟର ଅନ୍ତିମ କ୍ବାଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି ।ଏହି କ୍ବାଟର ଫାଇନାଲ ମ୍ୟାଚରେ ଜଗନ୍ନାଥ କ୍ରିକେଟ କ୍ଳବ ଭଦ୍ରକ ସହିତ…