ପଦ୍ମପୁର ଜିଲ୍ଲା ଆନ୍ଦୋଳନ ନେଇ ବସିଲା ଗୁରୁତ୍ବପୂର୍ଣ୍ଣ ବୈଠକ

ମିଳିତ କ୍ରିୟାନୁଷ୍ଠାନ କମିଟି ର ନିଷ୍ପତ୍ତି ଆସନ୍ତା ଫେବୃୟାରୀ ୧ ରୁ ଆନ୍ଦୋଳନ , ସାମିଲ ହେବେ ଅଂଚଳବାସୀ ପଦ୍ମପୁର :- ବରଗଡ଼ ଜିଲ୍ଲା ପଦ୍ମପୁର କୁ ଜିଲ୍ଲା ଘୋଷଣା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ଦୃଢ଼ ପ୍ରତିଶ୍ରୁତି କୁ ପାଳନ କରିନଥିବାରୁ ଅଂଚଳର ଜନ ଅସନ୍ତୋଷ…

ଜିଲ୍ଲା ସ୍ତରୀୟ ବିଶ୍ଵ କୁଷ୍ଠ ନିରାକରଣ ଦିବସ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ , ଗଜପତି ଦ୍ବାରା ଆଜି (ମଙ୍ଗଳବାର ଦିନ) ସ୍ଥାନୀୟ ମହାରାଜା ଡାଇମଣ୍ଡ ଜୁବିଲି କୁଷ୍ଠାଶ୍ରମ , ପାରଳାଖେମୁଣ୍ଡି ଠାରେ ବିଶ୍ବ କୁଷ୍ଠରୋଗ ନିରାକରଣ ଦିବସ ଆୟୋଜିତ ହୋଇଯାଇଛି। ଉକ୍ତ…

ଜିଲ୍ଲା ସ୍ତରୀୟ ଶହୀଦ ଦିବସ ପାଳନ

ଜଗତସିଂହପୁର,ତା-୩୦.୦୧.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜାତି ର ପିତା ମହାତ୍ମା ଗାନ୍ଧୀଙ୍କ ପବିତ୍ର ତିରୋଧାନ ଦିବସ ଉପଲକ୍ଷେ ଜିଲ୍ଲା ରେ ପାଳିତ ହୋଇଯାଇଛି ଶହୀଦ ଦିବସ। ଏହି ଅବସରରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲଗ୍ନଜିତ୍ ରାଉତ…

ଶହୀଦ ଦିବସ ଅବସରରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ

ଜଗତସିଂହପୁର,ତା-୩୦.୦୧.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମହାତ୍ମାଗାନ୍ଧୀ ଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଅଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଓ ମୁନିସିପାଲିଟି ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ଜଗତସିଂହପୁର ଥାନା ପରିସର ଓ…

ମୀନାକ୍ଷୀ ବାହିନୀପତି ରାଜ୍ୟ ମହିଳା କଂଗ୍ରେସ ସଭାପତି ନିଯୁକ୍ତ

ଭୁବନେଶ୍ୱର-ତା ୩୦/୧/୨୪ ରିଖ:-ଆଜି ଏଆଇସିସି ଅଧ୍ୟକ୍ଷ ଶ୍ରୀ ମଲ୍ଲିକାର୍ଜୁନ ଖଡଗେ ଓଡିଶା ପିସିସି ସଭାପତି ଶରତ ପଟ୍ଟନାୟକ ଙ୍କ ସୁପାରିଶ କ୍ରମେ  ମିନାକ୍ଷୀ ଵାହୀନିପତିଙ୍କୁ ରାଜ୍ୟ ମହିଳା କଂଗ୍ରେସ ସଭାପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ବୋଲି ଏଆଇସିସି ସାଧାରଣ ସମ୍ପାଦକ(ସଙ୍ଗଠନ)…

ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ।

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଲୋକନାଥ ଭୋଇ ଙ୍କ ସଭାପତିତ୍ବରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶିକ୍ଷକ ଓ ଛାତ୍ରମାନଙ୍କୁ ନେଇ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଶ୍ରୀ…

ନବରଙ୍ଗପୁର ଜିଲ୍ଲାସ୍ତରୀୟ ସହିଦ ଦିବସ ପାଳିତ ।

ନବରଙ୍ଗପୁର/ଅଶୋକ ସାହୁ, ଶାସକ ପ୍ରଶାସକ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଜାନୁଆରୀ ୩୦ ତାରିଖ କୁ ସର୍ବ ଭାରତୀୟ ସ୍ତରରେ ସହିଦ ଦିବସ ଭାବେ ପାଳନ କରାଯାଉଛି । ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ଆତତାୟୀ ର ଗୁଳି ଛୋଟ ରେ ମହାତ୍ମା ଗାନ୍ଧୀ ଙ୍କ ମୃତ୍ୟୁ ହୋଇଥିଲା। ମହାତ୍ମା…

ମୂଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” ରେ ସମ୍ନାନିତ ଭଂଜନଗର ବି.ଇ.ଓ ଙ୍କୁ CRCC ଙ୍କ ସମ୍ବର୍ଦ୍ଧନା

ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା):  ଓଡ଼ିଶା ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ "ମୂଖ୍ୟ ମନ୍ତ୍ରୀ ଶିକ୍ଷା ପୁରସ୍କାର - ୨୦୨୩/୨୪" ରେ ରାଜ୍ୟ ର ୧୦ ଜଣ ବିଇଓ ଙ୍କ ମଧ୍ୟରେ ଭଂଜନଗର ବ୍ଳକ ର ବରିଷ୍ଠ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଏସ୍ ଧନଞ୍ଜୟ ୩ୟ ସ୍ଥାନରେ…

ଗୁଣପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସହିଦ ଦିବସ ପାଳନ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଗୁଣପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ  ସହିଦ ଦିବସ ପାଳନ ପୂର୍ବକ ଦି ମିନିଟ ନିରବ ପ୍ରାର୍ଥନା କରାଯାଇଛି  । ଉପ ଜିଲ୍ଲାପାଳ ସୁଶ୍ରୀ କୀରଣ ଦୀପ କୌରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ନୀରବ…

ଦେଢ଼ ମାସର ଶିଶୁ କନ୍ୟାକୁ ନୂଆ ଜୀବନ ଦେଲେ ସମ୍ ଡାକ୍ତର

ଭୁବନେଶ୍ୱର, ଜାନୁଆରୀ ୩୦ : ମା’ କୋଳକୁ ଏକା ସଂଗେ ଆସିଥିଲେ ତିନୋଟି ଶିଶୁ । ତେବେ ଦୁଇ ଶିଶୁଙ୍କର ଜନ୍ମ ହେବାର କିଛି ସମୟ ମଧ୍ୟରେ ମୃତ୍ୟୁ ହୋଇଯାଇଥିବା ବେଳେ ମା’ କୋଳରେ ଏକାକୀ ରହିଯାଇଥିବା ଶିଶୁ କନ୍ୟାଟିର ସ୍ୱାସ୍ଥ୍ୟାବସ୍ଥା ମଧ୍ୟ ଗୁରୁତର ହୋଇଯାଇଥିଲା । ଚିକିତ୍ସା ପାଇଁ କେତେକ…