ପ୍ରଧାନ ଶିକ୍ଷୟତ୍ରୀ ଙ୍କ ମନମୁଖୀ କାର୍ଯ୍ୟ ଓ ଅନିୟମିତତା ନେଇ ଚିକିଲି ବିଦ୍ୟାଳୟ ରେ ତାଲା ଠୁଙ୍କିଲେ ଗ୍ରାମବାସୀ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୯/୦୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅନ୍ତର୍ଗତ ଚିକିଲି ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷୟତ୍ରୀ ଙ୍କ ମନମୁଖୀ କାର୍ଯ୍ୟ ଓ ଅନିୟମିତତା ନେଇ ଆଜି ଗ୍ରାମବାସୀ ବିଦ୍ୟାଳୟ ରେ ତାଲା ଠୁଙ୍କିଛନ୍ତି। ଏକ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାରେ ନୟାଗଡ ଜିଲ୍ଲା

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅନ୍ତର୍ଗତ ରାଜ୍ୟ ସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଆସନ୍ତା ଜାନୁଆରୀ ମାସ ୩୧ ତାରିଖ ଦିନ ଦିବା ୨:୩୦ ଘଟିକା ଠାରୁ ସନ୍ଧ୍ୟା ୭:୩୦ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମ ଠାରେ ମହାସମାରୋହ ରେ ଅନୁଷ୍ଠିତ ହେବାକୁ…

କଂଗ୍ରେସ ପକ୍ଷରୁ ଶିଶୁ ପ୍ରତିଭା ଅନ୍ୱେଷଣ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ।

କେନ୍ଦ୍ରାପଡା:(ଶାସକ ପ୍ରଶାସକ)ପ୍ରଫୁଲ୍ଲ କୁମାର ମଲ୍ଲ :ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାଉପଡା ଗ୍ରାମ ପଞ୍ଚାୟତର ସଂଗତ ମଠ ପରିସରରେ କଂଗ୍ରେସ ପକ୍ଷରୁ ଶିଶୁ ପ୍ରତିଭା ଅନ୍ୱେଷଣ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ପାଟକୁରା କଂଗ୍ରେସ ନେତା…

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଓଡ଼ିଆ ଭାଷା ପାଠ ଚକ୍ର ଉଦଯାପିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମୋହନା ସ୍ଥିତ ହିଲଟପ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଓଡିଶା ସରକାରଙ୍କ ପକ୍ଷରୁ ଆୟୋଜିତ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀ ଜଗନ୍ନାଥ ସଂସ୍କୃତି ପ୍ରଚାର ପ୍ରସାର ପରିପ୍ରେକ୍ଷୀରେ ଦ୍ୱିତୀୟ ଓଡ଼ିଆ ଭାଷା ପାଠ ଚକ୍ରର ଉଦଯାପନୀ ଉତ୍ସବ…

ଭଗବାନ ଶ୍ରୀ ସତ୍ୟସାଇ ଦିବ୍ୟ ପାଦୁକା ଯାତ୍ରା ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶ୍ରୀ ସତ୍ୟସାଇ ସେବା , ଓଡିଶା ତରଫରୁ ଗଜପତି ଜିଲ୍ଲା ସତ୍ୟସାଇ ସେବା ସଂଗଠନ ଆନୁକୂଲ୍ୟରେ ଜିଲ୍ଲା ସଭାପତି ଶ୍ରୀ ପ୍ରଫୁଲ୍ଲ କୁମାର ପାତ୍ରଙ୍କ ତତ୍ତ୍ୱାବଧାନରେ ଭଗବାନ ଶ୍ରୀ ସତ୍ୟସାଇ ଦିବ୍ୟ ପାଦୁକା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅଜୟଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ…

ମାଧ୍ୟମିକ ବର୍ଗରେ ବେଲଗୁଣ୍ଠାର ଚାରି ଶିକ୍ଷକ ଏବଂ ଘୂ. ନୂଆଁ ଗାଁ ଉଚ୍ଚ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର…

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଶିକ୍ଷା ସହିତ ସମ୍ପର୍କିତ ବ୍ୟକ୍ତିବିଶେଷ ଏବଂ ବିଦ୍ୟାଳୟ ଗୁଡ଼ିକୁ ଉତ୍ସାହିତ କରିବା ପାଇଁ ରାଜ୍ୟ ସରକାର ମୁଖ୍ୟ ମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ପାଇଁ ବିଜ୍ଞାପନ ପ୍ରକାଶ କରିଥିଲେ I ଏହି କ୍ରମରେ ଆଜି ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକ ପାଇଁ ରାଜ୍ୟ ସ୍ତର…

ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ନୂଆ – ଓ” ଭଞ୍ଜ ସାହିତ୍ୟ ଆଲୋଚନା ଚକ୍ର…

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ ))-,ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରୀୟବରପୂର ସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ "ନୂଆ - ଓ" ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଆନୁକୁଲ୍ୟରେ " ଭଞ୍ଜ ସାହିତ୍ୟରେ ଓଡ଼ିଆ ସଂସ୍କୃତି " ଶୀର୍ଷକ ଆଲୋଚନା ଚକ୍ର ହୋଇଯାଇଛି । ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ…

ଦେବୀପ୍ରସାଦ ହେଲେ ଭଏସ ଅଫ ନୟାଗଡ଼ ବିଜେତା

ନୟାଗଡ,(ଲକ୍ଷ୍ମୀଧର ସାହୁ): ନୟାଗଡର ଯୁବ କଣ୍ଠଶିଳ୍ପୀମାନଙ୍କୁ ନେଇ ନୟାଗଡ଼ କ୍ଳବ ତରଫରୁ ଆୟୋଜିତ ଭଏସ୍ ଅଫ୍ ନୟାଗଡ଼ ଚତୁର୍ଥ ସିଜିନର ଫାଇନାଲ୍ ପ୍ରତିଯୋଗିତା ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଗତ ଏକମାସ ଧରି ନୟାଗଡ଼ର ବିଭିନ୍ନ ବ୍ଲକ ମଧ୍ୟରେ ସଂଗୀତ…

ଅଞ୍ଚଳ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମର ଉଦଯାପନୀ ଉତ୍ସବ ଅନୁଷ୍ଠିତ l

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ର ସମ୍ମେଳନ ପ୍ରକୋଷ୍ଠ ରେ ଛାତ୍ରୀ ମାନଙ୍କ ପାଇଁ ଆତ୍ମ ସୁରକ୍ଷା ତାଲିମ ର ଉଦଯାପନୀ ଉତ୍ସବ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଅଛି। ଏହି କାର୍ଯ୍ଯକ୍ରମ ଟି ଗତ ଜାନୁଆରୀ ୧୨ ତାରିଖ ରୁ ୨୯ ତାରିଖ…