ଡାବୁଗାଁ ରେ ୭୫ ତମ ଗଣତନ୍ତ୍ର ଦିବସ ପାଳିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୭/୦୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ୭୫ ତମ ଗଣତନ୍ତ୍ର ଦିବସ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଡାବୁଗାଁ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ କେନ୍ଦ୍ରୀୟ ପତାକା ଉତ୍ତୋଳନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ…

କିଟ୍ ଓ କିସ୍‌ରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬ା୧: କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଗିନିର ନ୍ୟାସ୍‍ନାଲ୍‍ ଟ୍ରାନଜିସନ୍‍ କାଉନ୍‍ସିଲ୍‍ ପ୍ରେସିଡେଣ୍ଟ ଡ. ଦନଶା କୋରୋମା ଯୋଗଦେଇଥିବା ବେଳେ ପ୍ରାକ୍ତନ ଲେଫ୍‍ଟ୍‍ନାଣ୍ଟ ଜେନେରାଲ ସି ପି…

ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ପ୍ରଭାରୀ ଓ ସହପ୍ରଭାରୀ ତାଲିକା ଘୋଷଣା

ଓଡ଼ିଶା ପାଇଁ ରାଜ୍ୟ ପ୍ରଭାରୀ ଭାବେ ବିଜୟ ପାଲ ସିଂହ ତୋମାର ଏବଂ ସହପ୍ରଭାରୀଭାବେ ଲତା ଉସେଣ୍ଡିଙ୍କୁ ଦାୟିତ୍ୱ ପ୍ରଦାନ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଉତ୍ତର ପ୍ରଦେଶର ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତି  ଭୁବନେଶ୍ୱର, ତା.୨୭/୦୧: ଆଗାମୀ ସାଧାରଣ ନିର୍ବାଚନ…

ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, ଜାନୁଆରୀ ୨୭: ଶୁକ୍ରବାର ଦିନ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସୋଆର କୁଳାଧିପତି ପ୍ରଫେସର (ଡଃ) ଅମିତ ବାନାର୍ଜୀ ଜାତୀୟ ପତାକା ଉତ୍ତେ।ଳନ କରି ଛାତ୍ରଛାତ୍ରୀମାନଙ୍କୁ ରାଷ୍ଟ୍ର ନିର୍ମାଣ ପ୍ରକ୍ରିୟାରେ ସହଯୋଗ କରିବାକୁ…

ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ…

 ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମଧ୍ୟ ବ୍ୟକ୍ତ କଲେ ଗଭୀର  ଶୋକ ଭୁବନେଶ୍ଵର: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନ ର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତା ରେ…

ଶହ ଶହ ପଣ୍ଡିତ, ସାଧୁ ସନ୍ଥଙ୍କ ଉପସ୍ଥିତି ତଥା ଯଜ୍ଞ ଓ ଚଣ୍ଡୀପାଠର ପବିତ୍ର ଧ୍ଵନି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…

  ୨୦୦ କୋଟି ବିନିଯୋଗରେ ପ୍ରାୟ ୪୦ ଏକର ପ୍ରକଳ୍ପ ଅଞ୍ଚଳର ରୂପାନ୍ତର ପ୍ରକଳ୍ପର ଶିଳ୍ପୀ ଓ କାରିଗର ମାନଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ ପଦ୍ମ ପୁରସ୍କାର ପ୍ରାପ୍ତ ସାତ ଜଣ ବରେଣ୍ୟ ବ୍ୟକ୍ତିଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ. ମନ୍ଦିର ଠାରୁ ମହାନଦୀ ଘାଟଯାଏ…

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ କ୍ଷେତ୍ରରେ ବିକାଶରେ ରୂପାନ୍ତରଣ ଘଟିଛି –ଜଳ ସଂପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଶ୍ରୀମତୀ ସାହୁ ଭବାନୀପାଟଣା(ରୋହିତ କୁମାର ନାଏକ)ଶାସକ ପ୍ରଶାସକ :ଭବାନୀପାଟଣା ସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ ଠାରେ  ଜିଲ୍ଲାସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ…

ଗୁଣୁପୁର ପ୍ରେସ ୟୁନିଅନ ର ବନ୍ଧୁମିଳନ ଏବଂ ନୂତନ କାର୍ଯ୍ୟକର୍ତ୍ତା ଚୟନ.

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣୁପୁର ପ୍ରେସ ୟୁନିଅନ ତରଫରୁ ବନ୍ଧୁମିଳନ 2024 ସ୍ଥାନୀୟ ପୂର୍ତ୍ତ ବିଭାଗ ବଙ୍ଗଳା ରେ ଅନୁଷ୍ଠିତ ହୋଇ ଯାଇଛି | ଏହି ବୈଠକ ରେ ପ୍ରେସ ୟୁନିଅନ ଗୁଣପୁର ର ସଭାପତି ପ୍ରମୋଦ କୁମାର ସାହୁ ଓ ସଂଘ ର ସମସ୍ତ ସଭ୍ୟ ଯୋଗ ଦେଇ ଥିଲେ।ବରିଷ୍ଠ ସାମ୍ବାଦିକ…

ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ୭୫ ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ଡ଼.ଭାରତୀ ପାଣିଗ୍ରାହୀ ଜାତୀୟ ପତାକା ଉତ୍ତୋଳନ କରିବା ପରେ ଛାତ୍ରୀ…

ଗଜପତି ଜିଲ୍ଲାସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

 https://youtu.be/ZbzEZvxhUKA   ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂ ଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଜାତୀୟ ଉତ୍ସବରେ ମାନ୍ୟବର ଜିଲ୍ଲାପାଳ…