Sign in
Sign in
Recover your password.
A password will be e-mailed to you.
ରାଜ୍ୟର ସମସ୍ତ ପୌରାଞ୍ଚଳରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରାଯିବ
file photo
ଭୁବନେଶ୍ବର,୨୭।୦୧ : ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ…
ରଘୁନାଥପାଲୀ ନିର୍ବାଚନ ମଣ୍ଡଳୀ ରେ ଗଣତନ୍ତ୍ର ଦିବସ ଉତ୍ସାହ ଉଦ୍ଦୀପନା ସହ ପାଳିତ।
ରାଉରକେଲା, (ବସନ୍ତ କୁମାର ଜେନା): 75ତମ ସାଧାରଣତନ୍ତ୍ର ଦିବସ ଅବସର ରେ ରଘୁନାଥପଲ୍ଲୀ ନିର୍ବାଚନମଣ୍ଡଳୀ ଅଞ୍ଚଳ ର ସେକ୍ଟର -1 ଜି ବ୍ଲକ ପଡିଆ ରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ର ମହିଳା ମାନେ ପ୍ରାୟ 500 ରୁ ଉର୍ଦ୍ଧ ଏକଜୁଟ ହୋଇଥିଲେ। କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୁବ,…
ରାଉରକେଲାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ: ସହରକୁ ସ୍ବଚ୍ଛ ରଖିବାକୁ ଆହ୍ବାନ
ରାଉରକେଲା, (ବସନ୍ତ କୁମାର ଜେନା): ରାଉରକେଲାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଉଦିତନଗର ପଡ଼ିଆଠାରେ ଆୟୋଜିତ ସାଧାରଣତନ୍ତ୍ର ଦିବସ ସମାରୋହରେ ଉତ୍ତରାଂଚଳ ରାଜସ୍ବ ଆୟୁକ୍ତ ଡ. ସୁରେଶ ଚନ୍ଦ୍ର ଦଳାଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଵା ସହ…
‘ନୂଆ-ଓ’ ଆଳରେ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତକୁ ଅନ୍ଧକାର କରିବାର ସରକାରୀ ଧମକ ଦିଆଯାଉଛି: ଅନିଲ ବିଶ୍ୱାଳ
ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ‘ନୂଆ-ଓ’ ପାଇଁ ଦୁଇ ଦୁଇ ଥର ପରୀକ୍ଷା ବାତିଲ୍ କରାଯାଇଛି
ଗଙ୍ଗାଧର ମେହେର୍ ବିଶ୍ୱବିଦ୍ୟାଳୟରେ ‘ନୂଆ-ଓ’ ପାଇଁ ମଧ୍ୟ ପରୀକ୍ଷା ବାତିଲ୍ କରାଯାଇଛି
ବିଭିନ୍ନ କଲେଜର ପିଲାମାନଙ୍କୁ ଧମକ ଦିଆଯାଉଛି ଯେ, ଯଦି ‘ନୂଆ-ଓ’ ଫେଷ୍ଟ୍ରେ ସାମିଲ୍…
ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାମାନଙ୍କ ସହ ଆଲୋଚନା
ଭୁବନେଶ୍ୱର: ଗୁରୁବାର ଦିନ ଅପରାହ୍ନ ସମୟରେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବଙ୍କ ସମ୍ମିଳନୀ ପ୍ରକୋଷ୍ଠରେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ସମସ୍ତ ବର୍ଗର ଶିକ୍ଷକ କର୍ମକର୍ତ୍ତାମାନଙ୍କ ସହ ତାଙ୍କର ବିଭିନ୍ନ ଦାବିଗୁଡ଼ିକର ପୁଙ୍ଖାନୁପୁଙ୍ଖ…
ମାଁ ସମଲେଇ ମନ୍ଦିର ପରିକ୍ରମା ପ୍ରକଳ୍ପ ଭବ୍ୟ ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବରେ ୫ଜଣ ସେବାୟତ ଯୋଗଦାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା କାଲି ଜାନୁଆରି ୨୭ ତାରିଖରେ ହେବାକୁ ଥିବା ମାଁ ସମଲେଇ ମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଗଜପତି ଜିଲ୍ଲାରୁ ୫ ଜଣ ସେବାୟତ ତଥା ଲୁହାଖମ୍ୱ ମନ୍ଦିର ରୁ ଶ୍ରୀ ଚିତ୍ରସେନ ନାୟକ ଓ ଶ୍ରୀ ହରୀ କାର୍ଜି ସେହିପରି ଜଗନ୍ନାଥ…
‘ଶବ୍ଦ ସୁରଭି’ର ଭଞ୍ଜ ବିଶେଷାଙ୍କ ଉନ୍ମୋଚନ ଓ ଆଲୋଚନାଚକ୍ର
ରାଉରକେଲା, (ବସନ୍ତ କୁମାର ଜେନା): ସାହିତ୍ୟାନୁଷ୍ଠାନ ଭଜକୃଷ୍ଣ ସାରସ୍ଵତ ସ୍ମୃତି ସଂସଦ ଓ ରାଉରକେଲା କଲେଜ, ରାଉରକେଲା ଓଡ଼ିଆ ବିଭାଗର ମିଳିତ ଆନୁକୂଲ୍ୟରେ ସାହିତ୍ୟ ପତ୍ରିକା 'ଶବ୍ଦ ସୁରଭି'ର ଭଞ୍ଜ ବିଶେଷାଙ୍କ ଉନ୍ମୋଚନ ଓ ଆଲୋଚନାଚକ୍ର କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂସଦର ସଭାପତି…
ରାୟଗଡାରେ ଜିଲ୍ଳାସ୍ତରୀୟ ୭୫ତମ ଗଣତନ୍ତ୍ର ଦିବସ ପାଳିତ
ଜିଲ୍ଳାକୁ ଆଗକୁ ନେବାରେ ସମସ୍ତଙ୍କ ସହଯୋଗ ଆବଶ୍ୟକ : ଜିଲ୍ଳାପାଳ
ରାୟଗଡା/୨୬/୧/୨୪: ରାୟଗଡା ଜିଲ୍ଳା ସଦର ମହକୁମାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଜିଲ୍ଳା ହାଇସ୍କୁଲ ପଡିଆ ଠାରେ ଜିଲ୍ଳା ପ୍ରଶାସନ ଆନୁକୂଲ୍ୟରେ ଜିଲ୍ଳାସ୍ତରୀୟ ୭୫ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି ।…
ସୁନ୍ଦରଗଡ଼ ଠାରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ
ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ସୁନ୍ଦରଗଡ଼ ଜିଲ୍ଲା ସଦର ମହକୁମା ଠାରେ ୭୫ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ରିଜର୍ଭ ପୋଲିସ ପଡିଆ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ…
ଆନନ୍ଦ ଉଲ୍ଲାସର ସହିତ ସମଗ୍ର ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ 75 ତମ ପବିତ୍ର ସାଧାରଣତନ୍ତ୍ର ଦିବସ ପାଳିତ l
(ନିଶ୍ଚିନ୍ତକୋଇଲି - ଶାସକ ପ୍ରଶାସକ): ସମଗ୍ର ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଆନନ୍ଦ ଉଲ୍ଲାସର ସହିତ 75 ତମ ପବିତ୍ର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟ ପରିସରରେ 75 ତମ ପବିତ୍ର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି l…