ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତାରୁ ଆରମ୍ଭ ହେଲା ଆଦିବାସୀ ମେଳା-2024

https://youtu.be/Jvl5k-AIbew ଚଳିତ ବର୍ଷ ମେଳାରେ 109 ଟି ଷ୍ଟଲ୍, ମୁଖ୍ୟ ଆକର୍ଷଣ ଆଦିବାସୀ ଗାଁ ଓ ହାଟ ଭୁବନେଶ୍ବର: ଓଡିଶାର ଜନଜାତିଙ୍କ ଜୀବନଜୀବିକା, କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ଆୟୋଜିତ ହୋଇଛି ଆଦିବାସୀ ମେଳା-2024 । ଚଳିତ ବର୍ଷ ୟୁନିଟ-1 ସ୍ଥିତ ଆଦିବାସୀ ପଡିଆରେ ଏହି…

ଭଞ୍ଜନଗରରେ ଆକର୍ଷଣୀୟ ପ୍ୟାରେଡ୍ ସହିତ ପାଳନ ହେଲା ୭୫ ତମ ସାଧାରଣତନ୍ତ୍ର ଦିବସ।

ଭଞ୍ଜନଗରରୁ { ଉଦୟନାଥ ପଣ୍ଡା}: ଗଞ୍ଜାମ ଜିଲ୍ଲା ଉପଖଣ୍ଡ ସଦରମହକୁମା ଭଞ୍ଜନଗର ଠାରେ ଥିବା କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମରେ ଆଜି ଶୁକ୍ରବାର ଜାନୁଆରୀ ୨୬ ତାରିଖ ରେ ପ୍ରତିବର୍ଷ ଭଳି ଏବର୍ଷ ମହାଆଡମ୍ବରରେ ପାଳିତ ହୋଇଛି ଦେଶର ୭୫ ତମ ସାଧାରଣତନ୍ତ୍ର ଦିବସ ଉତ୍ସବ। ଏହି ମହାନ୍…

ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ମହାସମାରୋହରେ ପାଳିତ ହୋଇ ଯାଇଛି । ଏହି ଅବସରରେ ଗୁଣପୁର ଉପ ଜିଲ୍ଲାପାଳ ଲଳିତ କୁମାର କଁହର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଜାତି…

ଜଗତସିଂହପୁରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ: ଅଭିବାଦନ ଗ୍ରହଣ କଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ

ଦେଶର ପ୍ରତ୍ୟେକ ନାଗରିକ ବାପୁଜୀଙ୍କ ଅହିଂସା ମନ୍ତ୍ରରେ ଉଦ୍‌ବୁଦ୍ଧ ହୋଇ ରାଷ୍ଟ୍ରର ସାର୍ବଭୌମତ୍ୱ,ସଂହତି ଓ ଜାତୀୟ ସମ୍ମାନକୁ ଅକ୍ଷୁଣ୍ଣ ରଖିବା ନିମନ୍ତେ ସଙ୍କଳ୍ପବଦ୍ଧ ହେବା ଉଚିତ : ଅତନୁ  ଜଗତସିଂହପୁର/  ସୁମନ୍ତ ଦାସ : ଆଜି ପୂର୍ବାହ୍ନ ରେ ଜଗତସିଂହପୁର ଜିଲ୍ଲା ସଦର ମହକୁମା ର ନବକୃଷ୍ଣ…

କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳ ରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ…

ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ l

ପଦ୍ମପୁର /ଶିବାଶିଷ ପଟ୍ଟନାୟକ:- ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଅଛି। ପଦ୍ମପୁର ର ପ୍ରଥମ ଏ.ଡି.ଏମ କୁନାଲ ଚୌହାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଦେଶ ପାଇଁ ଜଳାଞ୍ଜଳି ଦେଇଥିବା…

ଦନଶା କୋରୋମାଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ପୁରସ୍କାର

ଭୁବନେଶ୍ୱର: ଗିନିର ନ୍ୟାସ୍‍ନାଲ୍‍ ଟ୍ରାନଜିସନ୍‍ କାଉନ୍‍ସିଲ୍‍ ପ୍ରେସିଡେଣ୍ଟ ଡ. ଦନଶା କୋରୋମାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ପୁରସ୍କାର ୨୦୧୯ ପ୍ରଦାନ କରାଯାଇଛି । ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । କୋଭିଡ୍‍…

ଟାଟା ଷ୍ଟିଲ୍ ଇଣ୍ଡିଆର ଟିକସ ପରବର୍ତୀ ଲାଭ ୪୪୨୯ କୋଟି ଟଙ୍କା

ଭୁବନେଶ୍ୱର: ଟାଟା ଷ୍ଟିଲ୍ ପକ୍ଷରୁ ୨୦୨୩-୨୪ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଏବଂ ୯ ମାସର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି । ଟାଟା ଷ୍ଟିଲ୍ର ଟିକସ ପରବର୍ତୀ ଲାଭ ୨୦୨୨-୨୩ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକର ୧୭୮୬ କୋଟି ଟଙ୍କାରୁ ବୃଦ୍ଧି ପାଇ ୨୦୨୩-୨୪ର ତୃତୀୟ ତ୍ରୈମାସିକରେ ୪୪୨୯…

କାରଖାନା ଓ ବାଷ୍ପିତ ଆଇନ ଉପରେ ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ଵର: ରାଜ୍ୟ ଶ୍ରମ ସଂସ୍ଥାନଠାରେ ରାଜ୍ୟର ବିଭିନ୍ନ କାରଖାନାର ବଏଲର ଅପରେସନ ଦାୟିତ୍ଵରେ ଥିବା ଇଂଜିନିୟର ଓ ଡାକ୍ତରମାନଙ୍କୁ କାରଖାନା ଆଇନ ଓ ବାଷ୍ପିତ ଆଇନ ସମ୍ବନ୍ଧରେ ତାଲିମ ଦେବା ପାଇଁ ଏକ ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ଶ୍ରମ ଓ କର୍ମଚାରୀ ରାଜ୍ୟ…

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ନୁଆ-ଓ ଓ ଓଡ଼ିଶା ସାହିତ୍ୟ ପ୍ରତିଯୋଗୀତା ଉଦ୍ ଯାପିତ ।

ବେଲଗୁଣ୍ଠା -(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ସ୍ଥିତ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ନୁଆ-ଓ ଓ ଓଡ଼ିଶା ସାହିତ୍ୟ ପ୍ରତିଯୋଗୀତା ଉଦ୍ ଯାପିତ ହୋଇଯାଇଅଛି ।ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ଉଦଯାପନୀ କାର୍ଯ୍ୟକ୍ରମରେ ବିଶିଷ୍ଟ ଭଞ୍ଜ ଗବେଷକ ଡ଼ଃ ସୁରେଶ…