Sign in
Sign in
Recover your password.
A password will be e-mailed to you.
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ
ଭଞ୍ଜନଗର /ଉଦୟନାଥ ପଣ୍ଡା : ଆଜି ଜାନୁଆରୀ ୨୪ ବୁଧବାର ୨୦୨୪ ସମୟ ଦୀନ ୧୦ ଟା ସମୟରେ ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ସୋଇଯାଇଛି। ଉକ୍ତ ଶିବିରକୁ ଗୋଷ୍ଟି ଉନ୍ନୟନ ଅଧିକାରୀ ଶ୍ରୀ ଶଶିଭୂଷଣ ମହାପାତ୍ର ,ଅତିରିକ୍ତ ଏବିଡିଓ ପାଢୀ,…
ଅଞ୍ଚଳ ମହାବିଦ୍ୟାଳୟ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ର କବିତା ଆବୃତ୍ତି ଓ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ
ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ଅଞ୍ଚଳ ମହାବିଦ୍ୟାଳୟର ସମ୍ମେଳନ ପ୍ରକୋଷ୍ଠରେ ଅପରାହ୍ନ ୩ ଘଟିକା ସମୟରେ "ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ର ଆୟୋଜନ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ" ଓ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର କବିତା ଆବୃତ୍ତି ଏବଂ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ: ଜନତା ମଇଦାନରେ ହେବ ସାମୟିକ ସଂଗ୍ରହାଳୟ
ସ୍ଥାନ ପାଇବ ଓଡ଼ିଆ ଅସ୍ମିତା ଓ ଗୌରବର ଗାଥା
file photo
ଭୁବନେଶ୍ୱର,୨୪/୦୧/୨୦୨୪: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ତିନିଦିନ ଧରି ଅସ୍ଥାୟୀ ସଂଗ୍ରହାଳୟର ଆୟୋଜନ କରାଯିବ । ରାଜ୍ୟର କଳା, ସଂସ୍କୃତି, ଐତିହ୍ୟ ଓ ଭାଷା ସମ୍ପର୍କିତ ବିଭିନ୍ନ କଳାକୃତି ଏଥିରେ ପ୍ରଦର୍ଶିତ ହେବ ।…
ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ପକ୍ଷରୁ ମହିଳା, ଶିଶୁଙ୍କ କଲ୍ୟାଣ ପାଇଁ ୧୩୦ଟି ନନ୍ଦଘର ଉଦଘାଟନ କରିଛି
ଏହି ପଦକ୍ଷେପ ୧୨୭ଟି ଗ୍ରାମରେ ୭୦୦୦ରୁ ଅଧିକ ପିଲାମାନଙ୍କ ଜୀବନରେ ଉନ୍ନତି ଆଣିବ
ଝାରସୁଗୁଡ଼ା, ଓଡ଼ିଶା, ୨୪ ଜାନୁଆରୀ ୨୦୨୪: ବେଦାନ୍ତ ଆଲୁମିନିୟମ, ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ଏକ ସମାରୋହରେ ୧୩୦ଟି ନନ୍ଦଘରକୁ ଉଦଘାଟନ କରିଛି । ନନ୍ଦଘର ହେଉଛି ଆଧୁନିକ ଅଙ୍ଗନବାଡିର ଏକ ନେଟୱର୍କ…
ମହାନ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଭୁବନେଶ୍ୱର-ତା.୨୪.୦୧.୨୦୨୪-ମହାନ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ମ୍ୟୁଜିୟମ ଛକରେ ବକ୍ସି ଜଗବନ୍ଧୁଙ୍କ…
ମୟୁରଭଞ୍ଜ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…
ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ: ଓଡିଆ ଭାଷାର ବରପୁତ୍ର ମାନଙ୍କୁ ପ୍ରଣାମ ଜଣାଇଲେ ମୁଖ୍ୟମନ୍ତ୍ରୀ
https://youtu.be/Uh6mIbFtNLw
ଓଡ଼ିଆ ଭାଷାରେ ଭଲ ସାହିତ୍ୟ ସୃଷ୍ଟି ପାଇଁ ଓଡ଼ିଆ ବିଶ୍ୱବିଦ୍ୟାଳୟ ଉଦ୍ୟମ କରୁ - ମୁଖ୍ୟମନ୍ତ୍ରୀ
ଓଡ଼ିଆ ଜାତି ପାଇଁ ବର୍ତ୍ତମାନ ସମୟ ହେଉଛି ଏକ ଗୌରବମୟ ସମୟ
ଯୁବ ପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷା ପ୍ରତି ଆଗ୍ରହ ସୃଷ୍ଟି କରାଯିବ ଜରୁରୀ,…
ଦ୍ଵି-ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ: ଖମାର ବାହାଲକୁ ହରାଇ ହାଡ଼ିପାଲି ଚାମ୍ପିଅନ
କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ ଅନ୍ତର୍ଗତ ଟାଇଁସର ମହାତ୍ମା ଗାନ୍ଧୀ ୟୁଥ କ୍ଲବ ପକ୍ଷରୁ ପ୍ରତିବର୍ଷ ଭଳି ଟାଇଁସର ଖେଳପଡ଼ିଆରେ ଆୟୋଜିତ ହେଉଥିବା ୧୬ତମ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଛି l ଗତ ୨ଦିନ ଧରି ଆରମ୍ଭ ହୋଇଥିଲା l ୧୬ଟି ଦଳ ଭାଗ ନେଇଥିଲେ l l ଫାଇନାଲ ମ୍ୟାଚ…
ନର୍ଲା ବ୍ଲକ ପାସିଫିକ ପବ୍ଲିକ ସ୍କୁଲ ଠାରେ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ
ଭବାନୀପାଟଣା (ରୋହିତ କୁମାର ନାଏକ )ଶାସକ ପ୍ରଶାସକ :-କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ପାସିଫିକ ସ୍କୁଲ ଠାରେ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଥିଲା.l ଏହି ଶିବିର ରେ ବ୍ଲକ ଉପାଧ୍ୟକ୍ଷ ଶ୍ରୀ ଯୁକ୍ତ ଦୁର୍ଗା ପ୍ରସାଦ ମହାନ୍ତି, ନର୍ଲା ଜୋନ ୨ର ଜିଲ୍ଲାପରିଷଦ ସଦସ୍ୟ…
ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ଵର ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା
ରାଉରକେଲା, (ବସନ୍ତ କୁମାର ଜେନା): ହମିରପୁର କଣ୍ଟ୍ରାକର କଲୋନୀ ସ୍ଥିତ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ଵର ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଚତୁର୍ଦ୍ଦିବସୀୟ କାର୍ଯ୍ୟକ୍ରମରେ ଗତ ୧୯ ତାରିଖ ଦିନ କଳସ ଯାତ୍ରା,ମଣ୍ଡଳୀ କରଣ,…