ଜଗତସିଂହପୁର ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ

ଜଗତସିଂହପୁର,ତା-୨୦.୦୧.୨୦୨୪/ସୁମନ୍ତ କୁମାର ଦାସ:  ଆଜି ଅପରାହ୍ନ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଆଞ୍ଚଳିକ ପରିବହନ ପ୍ରାଧିକରଣ ଆନୁକୁଲ୍ୟ ରେ ଜିଲ୍ଲା ସଡକ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଅଛି। ଏହି ବୈଠକ ରେ ଅଧ୍ୟକ୍ଷତା କରିଅତିରିକ୍ତ ଜିଲ୍ଲାପାଳ ଶ୍ରୀ…

ପୁସ୍ତକ ମେଳାର ଷଷ୍ଠ ସଂଧ୍ୟା

ଜଗତସିଂହପୁର,ତା-୨୦.୦୧.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଜଗତସିଂହପୁର ପୁସ୍ତକ ମେଳାର ରୌପ୍ୟ ଜୟନ୍ତୀ ସମାରୋହର ଆଜି ଥିଲା ଷଷ୍ଠ ସଂଧ୍ୟା । ଏହି ଅବସରରେ ଆୟୋଜିତ ସଭାରେ ଜଗତସିଂହପୁର ସାଂସ୍କୃତିକ ପରିଷଦର କାର୍ଯ୍ୟକାରୀ ଅଧ୍ୟକ୍ଷ…

ଓଡ଼ିଶା ଡିଜିଟାଲ ମେଡ଼ିଆ (ଓଡିଏମ)ର ପ୍ରଥମ ସାଂଗଠନିକ ବୈଠକ ଓ ସମ୍ବର୍ଦ୍ଧନା ସମାରୋହ

ଭୁବନେଶ୍ୱର (ଶାସକ ପ୍ରଶାସକ) : ଓଡ଼ିଶା ଡିଜିଟାଲ ମେଡ଼ିଆ (ଓଡିଏମ)ର ପ୍ରଥମ ସାଂଗଠନିକ ବୈଠକ ଓ ସମ୍ବର୍ଦ୍ଧନା ସମାରୋହ ଗୁରୁବାର ଦିନ ଅପରାହ୍ନ ୫ଘଟିକାରେ ଗୀତଗୋବିନ୍ଦ ସଦନଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ ରାଜ୍ୟର କୋଣ ଅନୁକୋଣରୁ ପାଖାପାଖି ପାଂଚ ଶହ ସାମ୍ବାଦିକ…

“ଧର୍ମେନ୍ଦ୍ର ଭାଇ, ଆପଣ ଜାଣିନାହାନ୍ତି ବା ଜାଣିକି ନାଟକ କରୁଛନ୍ତି”

ଶିକ୍ଷକ ନିଯୁକ୍ତ ପ୍ରସଙ୍ଗରେ ଧର୍ମେନ୍ଦ୍ର "ମାହାଲ ମାଣ୍ଡା" କହି ଖେଂଚିଲେ , ବବି କଲେ ପଲଟବାର   "ଧର୍ମେନ୍ଦ୍ର ଭାଇ, ଆପଣ ଜାଣିନାହାନ୍ତି ବା ଜାଣିକି ନାଟକ କରୁଛନ୍ତି। ଶିକ୍ଷକ ନିଯୁକ୍ତି ପୂରା ପ୍ରକ୍ରିୟା କେନ୍ଦ୍ରୀୟ ସଂସ୍ଥା EdCIL ଜରିଆରେ ହୋଇଛି। ଯାହା ଆପଣଙ୍କ ମନ୍ତ୍ରାଳୟ…

ରୋଗୀଙ୍କୁ ନୂଆ ଜୀବନ ଦେଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ଗଜପତି : ଗଜପତି ଜିଲ୍ଲାର ଆବାସିଂ ଗ୍ରାମର ଜଣେ ୨୫ ବର୍ଷୀୟା ମହିଳା, ସଜନୀ ଭୂୟାଁ ଜ୍ୱରରେ ପୀଡିତ ଥିଲେ ଓ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିଲେ। ଏହି ସଂକ୍ରାନ୍ତରେ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସକୁ ଖବର ଦେଇଥିଲେ | ତେବେ ଖରାପ ରାସ୍ତା କାରଣରୁ ତାଙ୍କୁ ହସ୍ପିଟାଲ ନେବାରେ ସମସ୍ୟା ସୃଷ୍ଟି…

ଉଚ୍ଚଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ଜେଏସପି ଫାଉଣ୍ଡେସନ ଦ୍ବାରା ୪୨୫୪ ଜଣ ବାଳିକା ଓ ମହିଳାଙ୍କୁ ଯଶସ୍ୱୀ ବୃତ୍ତି…

· ଯଶସ୍ଵୀ କାର୍ଯ୍ୟକ୍ରମର ତୃତୀୟ ସଂସ୍କରଣରେ ଆର୍ଥିକ ସହାୟତା ପାଇବା ନିମନ୍ତେ ଚୟନ କରାଯାଇଥିବା ବାଳିକା ଓ ମହିଳା ମାନଙ୍କ ମଧ୍ୟରୁ ୨୬୮୯ ଜଣ ଓଡ଼ିଶାର ବାସିନ୍ଦା · ୨୦୨୨ରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଏବେ ୧୦ ହଜାରରୁ ଅଧିକ ମହିଳା ଓ ବାଳିକା ସାମିଲ…

ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଯୁବ ଦିବସ ରେଡ଼କ୍ରସ ଭବନରେ ପାଳିତ

ଭୁବନେଶ୍ୱର:ଯୁବ ରେଡ଼କ୍ରସ ଆନୁକୂଲ୍ୟରେ ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଯୁବ ଦିବସ ରେଡ଼୍କ୍ରସ ଭବନ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛିା ଏହି ଅବସରରେ ରାଜ୍ୟର ସମସ୍ତ ଜିଲ୍ଲାରୁ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଆସି ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ…

ସମ୍ମାନ ନଦେବା ନାହିଁ , ଏମିତି ଅସମ୍ମାନ କରିବାର ଅଧିକାର କିଏ ଆମକୁ ଦେଲା !!

ବଡ଼ ମାଁ ଙ୍କୁ ତାଙ୍କରି ଜନ୍ମଦିନ ରେ ଅପମାନ ବରଗଡ଼ :- ବଡ଼ ମାଁ ,ଭାବରେ ପରିଚିତ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ହଜାର ହଜାର ଅସହାୟ ଛୁଆ ମାନଙ୍କୁ ଆପଣେଇ , ତାଙ୍କୁ ସମ୍ମାନ ର ସହିତ ବଞ୍ଚିବା ପାଇଁ ରାସ୍ତା ଦେଖେଇଥିବା , ସ୍ବର୍ଗତ ପାର୍ବତୀ ଗିରି ଙ୍କ ଗତ କାଲି ଅର୍ଥାତ 19 ତାରିଖ ଥିଲା…

ଜାତୀୟ ଉଠା ଦୋକାନୀ ଦିବସ ଅବସରରେ ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ ମହାସଂଘର ପକ୍ଷରୁ ସମ୍ମିଳନୀ

ଭୁବନେଶ୍ୱର : ଜାତୀୟ ଉଠା ଦୋକାନୀ ଦିବସ ଅବସରରେ ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ ମହାସଂଘର ଦ୍ଵାରା ଏକ କାର୍ଯ୍ୟକ୍ରମ ଭୁବନେଶ୍ୱରର ଇନଷ୍ଟିଚ୍ୟୁଟ ଅଫ୍ ଇଞ୍ଜିନିୟରସ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାୟ 2000 ରୁ ଉର୍ଦ୍ଧ୍ୱ ବ୍ୟବସାୟୀ ଭାଇ ଓ ଭଉଣୀ ମାନେ ଉପସ୍ଥିତ…

ନୂଆ – ଓ କାର୍ଯ୍ୟକ୍ରମ : ତୃତୀୟ ଦିବସରେ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ l

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟ ପରିସର ରେ ନୂଆ – ଓ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵ ଓଡିଆ ଭାଷା ସମ୍ମିଳନୀର ତୃତୀୟ ଦିବସର କାର୍ଯ୍ୟକ୍ରମ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି । ଆଜି ଗୀତଗାନ ଓ ଭଜନ…