ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ରର ମଞ୍ଜୁରୀ – ଧର୍ମେନ୍ଦ୍ର…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ତ୍ୱରିତ ପଦକ୍ଷେପ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ମଞ୍ଜୁରୀ ଦେଇଥିବା ନେଇ ପତ୍ୟୁତ୍ତରରେ ଜଣାଇଲେ କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲ ନୂଆଦିଲ୍ଲୀ/ଭୁବନେଶ୍ୱର, ଜାନୁଆରୀ ୧୯ – କେନ୍ଦ୍ର ଶିକ୍ଷା, ଦକ୍ଷତା…

ମଧ୍ୟପ୍ରଦେଶ ଆସିରଗଡ ଦୁର୍ଗରେ ବୀର ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ସ୍ମାରକୀ ସ୍ଥାପନା ପାଇଁ…

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି ଭୁବନେଶ୍ୱର – ମଧ୍ୟପ୍ରଦେଶର ଆସିରଗଡ ଦୁର୍ଗରେ ଦେଶର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ତାଙ୍କର ସହଯୋଗୀ ମାନଙ୍କ ସ୍ମୃତିରେ ଏକ ସ୍ମାରକୀ ସ୍ଥାପନା କରିବା ପାଇଁ…

ଲୋକସଭା କ୍ଷେତ୍ର ପାଇଁ କଂଗ୍ରେସ ସଂଯୋଜକ ନିଯୁକ୍ତ

ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ସୁପାରିଶକ୍ରମେ ଓଡ଼ିଶା ପ୍ରଭାରୀ ଶ୍ରୀ ଅଜୟ କୁମାର ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାର ସମସ୍ତ ଲୋକସଭା କ୍ଷେତ୍ର ନିମନ୍ତେ ନିମ୍ନ ସଂଯୋଜକ ମାନଙ୍କୁ ନିଯୁକ୍ତ କରିଛନ୍ତି । ସଂସଦୀୟ କ୍ଷେତ୍ର ଓ ସଂଯୋଜକଙ୍କ…

ବାର୍ଷିକ କ୍ରୀଡା ଓ ବିଦ୍ୟାଳୟ ସ୍ତରୀୟ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ 2024 ଉଦଯାପିତ |

ଝରୀଗାଁ, ନବରଙ୍ଗପୁର, ଅଶୋକ ସାହୁ, ଶାସକ ପ୍ରଶାସକ 19/01-ନବରଙ୍ଗପୁର ଜିଲ୍ଲା ଝରୀଗାଁ ବ୍ଲକ ପାଲିଆ ପଞ୍ଚାୟତ ଅଧିନସ୍ଥ ରାମସା ସରକାରୀ ଉନ୍ନୀତ ଉଚ୍ଚ ବିଧାଲୟର 11ତମ ବାର୍ଷିକ କ୍ରୀଡା ମହୋତ୍ସବ ଉଦଯାପିତ ହୋଇଯାଇଛି |ଉକ୍ତ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥିଭାବେ ଫୁଫୁଗାଁ ସରକାରୀ…

“ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ” ର ଆୟୋଜନ” ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ” ର…

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁର ସମ୍ମେଳନ ପ୍ରକୋଷ୍ଠ ଠାରେ "ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ର ଆୟୋଜନ", ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ନୂଆ-ଓ" ଓଡ଼ିଆ ସାହିତ୍ୟ ପ୍ରତିଯୋଗୀତା ଅବସରରେ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ସଭାପତିତ୍ବ କରିବା ସଙ୍ଗେ…

ନୂଆ – ଓ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵ ଓଡିଆ ଭାଷା ସମ୍ମିଳନୀର ଦ୍ଵିତୀୟ ଅଧିବେଶନ ଅନୁଷ୍ଠିତ l

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ନୂଆ – ଓ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵ ଓଡିଆ ଭାଷା ସମ୍ମିଳନୀର ଦ୍ଵିତୀୟ ଅଧିବେଶନ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ଵରେ ମହିଳା ଡ଼ିଗ୍ରୀମହାବିଦ୍ୟାଳୟ, ପଦ୍ମପୁରରେ ଆୟୋଜିତ ହୋଇଯାଇଛି । ଏଥିରେ ପ୍ରଥମତଃ ଓଡିଆ ହସ୍ତାକ୍ଷର ପ୍ରତିଯୋଗିତା…

ଖୋର୍ଦ୍ଧା ରେଳୱେ କୁ ହରାଇ ବିଲାସପୁର ରେଳୱେ ସେମିଫାଇନାଲ ରେ।

୨୮ ତମ ସର୍ବ ଭାରତୀୟ ବୋରାସମ୍ବର କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ  ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ରାଜବୋଡାସମ୍ବର ଖେଳପଡିଆ ଠାରେ ବୋରାସମ୍ବର ସ୍ପୋର୍ଟିଂ ଦ୍ବାରା ଆୟୋଜିତ ୨୮ ତମ ସର୍ବଭାରତୀୟ ବୋରାସମ୍ବର କ୍ରିକେଟ କପର ଆଜି ଗ୍ରୁପ ବି ର ତୃତୀୟ ମ୍ୟାଚ୍ ଖୋର୍ଦ୍ଧା ଇଷ୍ଟ କୋଷ୍ଟ ରେଳୱେ ଓ…

ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ, ଓଡ଼ିଆଙ୍କ ଅସ୍ମିତା ପ୍ରତି କୁଠାରଘାତ

ଅର୍ପଣ ରଥ କାର୍ଯ୍ୟକ୍ରମରେ ଘୋର ବିଭ୍ରାଟ ପ୍ରଚାର ପାଇଁ କେତେ ଖର୍ଚ୍ଚ ହୋଇଛି ହିସାବ ଦିଅନ୍ତୁ ସରକାର ଓଡ଼ିଶାବାସୀଙ୍କ ପାଖରେ କ୍ଷମା ମାଗନ୍ତୁ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ତା. ୧୯.୧- କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ ହୋଇଛି ।…

ନୂତନ ରୂପରେ ନୟାଗଡ଼ ଜିଲ୍ଲାର ଅତ୍ୟାଧୁନିକ ରଙ୍ଗମଞ୍ଚ ପଠାଣି ସାମନ୍ତ ସଂସ୍କୃତି ଭବନ

ନୟାଗଡ଼,(ଲକ୍ଷ୍ମୀଧର ସାହୁ) : ନୟାଗଡ଼ବାସୀଙ୍କ ଭାବାବେଗ ସହିତ ଯୋଡ଼ି ହୋଇ ରହିଥିବା ପଠାଣି ସାମନ୍ତ ସଂସ୍କୃତି ଭବନ (ଅଡିଟୋରିଅମ) ଏବେ ନୂତନ ରୂପରେଖ ପାଇବାକୁ ଯାଉଛି। ନୟାଗଡ଼ ବିକାଶର ଅନ୍ୟତମ ସ୍ମାରକୀ ଭାବେ ଠିଆ ହେବାକୁ ଯାଉଛି ଏହି ଅତ୍ୟାଧୁନିକ ଅଡିଟୋରିଆମ। ନୟାଗଡ଼ ବିଧାୟକ ତଥା ପୂର୍ବତନ…

ଗଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୮/୦୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଗଣତନ୍ତ୍ର ଦିବସ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜାନୁଆରୀ ୨୬ ତାରିଖ ରେ ବ୍ଲକ ସ୍ତରୀୟ ଗଣତନ୍ତ୍ର…