ପୁସ୍ତକ ମେଳାର ତୃତୀୟ ସଂଧ୍ୟା

ଜଗତସିଂହପୁର,ତା-୧୭.୦୧.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଜଗତସିଂହପୁର ପୁସ୍ତକ ମେଳାର ରୌପ୍ୟ ଜୟନ୍ତୀ ସମାରୋହର ଆଜି ଥିଲା ତୃତୀୟ ସଂଧ୍ୟା । ଏହି ଅବସରରେ ଆୟୋଜିତ ସଭାରେ ଜଗତସିଂହପୁର ସାଂସ୍କୃତିକ ପରିଷଦର ଉପାଧ୍ୟକ୍ଷ ଗଣେଶ୍ୱର…

ଝାରବନ୍ଧ ଠାରେ ବ୍ରାହ୍ମଣ ସମାଜ ର ବୈଠକ

ଝାରବନ୍ଧ /  ମନୋହର ଦାଶ- ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ସ୍ତରୀୟ ବ୍ରାହ୍ମଣ ସମାଜ ର ଏକ ବୈଠକ ସଭାପତି ଝସକେତନ ନନ୍ଦ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇ ଯାଇଛି l ଏହି ସଭା ରେ ପାଇକମାଲ ବ୍ଲକ ବ୍ରାହ୍ମଣ ସମାଜ ର ସମ୍ପାଦକ ସତନାରାୟଣ ଯୋଶୀ, ପଣ୍ଡିତ ଦେବରାଜ ପଣ୍ଡା, ରାଧେଶ୍ୟାମ ପଣ୍ଡା…

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ର ଲୋକାର୍ପଣ ଉତ୍ସବ ଉପଲକ୍ଷେ ଜଗତସିଂହପୁର ଠାରେ ପରିବେଷଣ ହେଲା ନାଟକ…

ଜଗତସିଂହପୁର,ତା-୧୭.୦୧.୨୦୨୪/ସୁମନ୍ତ କୁମାର ଦାସ:  ଆଜି ସନ୍ଧ୍ୟା ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ପଡିଆର ପୁସ୍ତକ ମେଳା ମଞ୍ଚରେ ,ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ର ଶୁଭ ଉଦଘାଟନ ଉପଲକ୍ଷେ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ଯରେ…

ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଶୁଭ ଉଦଘାଟନ ଅବସରରେ ମଞ୍ଚସ୍ଥ ହେଲା ନାଟକ ‘ପତିତପାବନ ବାନା ଆଉ କେତେ…

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଶୁଭ ଉଦଘାଟନ ଅବସରରେ ନୟାଗଡ଼ ବୋଇତ ବନ୍ଦାଣ ମଞ୍ଚରେ ନାଟକ 'ପତିତପାବନ ବାନା ଆଉ କେତେ ବେଳକୁ' ମଞ୍ଚସ୍ଥ ହୋଇଥିଲା। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ନୟାଗଡ଼ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ…

ପାରିବାରିକ କଳହରୁ ମହିଳାଙ୍କ ଆତ୍ମହତ୍ୟା

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗୀ ପଂଚାୟତ ସିଆରିମାଳ ଗ୍ରାମର ଜଣେ ମହିଳା ବେକରେ ଚାଦର ଲଗାଇ ନିଜ ବାପା ଘର ଡେଙ୍ଗାପଦର ଗ୍ରାମରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି I ଆତ୍ମହତ୍ୟା କରିଥିବା ମହିଳା ଜଣଙ୍କ ହେଉଛନ୍ତି ସିଆରିମାଳ ଗ୍ରାମର ମନୋଜ ନାଇକଙ୍କ…

ତୈଳିକ ବୈଶ୍ୟ ସାହୁ ସମାଜ ପଦ୍ମପୁର ବ୍ଲକ୍ ର କଲ୍ୟାଣ ମଣ୍ଡପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟିକା l

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ଗାଇସିଲେଟ ରାସ୍ତା ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପାଖରେ ବ୍ଲକ୍ ତୈଳିକ ବୈଶ୍ୟ ସାହୁ ସମାଜର ଏକ କଲ୍ୟାଣ ମଣ୍ଡପର ଭିତ୍ତିପ୍ରସ୍ତର ସ୍ଥାପନ ମୁଖ୍ୟ ଅତିଥି ସ୍ଥାନୀୟ ବିଧାୟିକା ବର୍ଷା ସିଂ ବରିହାଙ୍କ କରକମଳରେ ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ କାର୍ଯ୍ୟକ୍ରମରେ…

ଶୃଙ୍ଖଳା ଓ କଠିନ ପରିଶ୍ରମ ହିଁ ସଫଳତାର ମାପକାଠି: କିଶୋର

ଓସ୍‌ଜା ବାର୍ଷିକ କ୍ରୀଡ଼ା ପୁରସ୍କାର ସମାରୋହ ଏସିଆଡ଼ କ୍ରୀଡ଼ା ପଦକ ବିଜେତା ଜାଭେଲିନ୍‌ ଫିଙ୍ଗାଳି କିଶୋରଙ୍କୁ  ଓସ୍‌ଜା ଦ୍ବାରା ଚଳିତ ବର୍ଷର ଶ୍ରେଷ୍ଠ କ୍ରୀଡ଼ାବିତ ପୁରସ୍କାର ଓଡ଼ିଶା ଭାରୋତ୍ତୋଳନର ପିତାମହ ବିଜୟ ଶତପଥୀଙ୍କୁ ଜୀବନବ୍ୟାପି ସାଧନା ନିମନ୍ତେ ପୁରସ୍କୃତ…

ଇତିହାସ ରଚିଲା ପୁରୀ, ଶ୍ରଦ୍ଧାଳୁ ପର୍ଯ୍ୟଟକଙ୍କ ପାଇଁ ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ(ଅନିମେଶ ପଟ୍ଟନାୟକ): ବହୁ ବାଦ ବିବାଦର ଚର୍ଚାରେ ଥିବା ବହୁ ପ୍ରତିକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତରେ ଲୋକାର୍ପିତ ହୋଇଯାଇଛି । ପୁରୀ ଗଜପତି ଶ୍ରୀ ଦିବ୍ୟସିଂହ ଦେବ ଓ ୫ T ଅଧ୍ୟକ୍ଷ ଭି କେ ପାଣ୍ଡିଆନଙ୍କ ଉପସ୍ଥିତିରେ ହଜାର…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟିତ :

ବିଧାୟକ ପ୍ରତାପ ଜେନାଙ୍କ ପ୍ରୟାସ କ୍ରମେ ଭାବବିହ୍ଵଳ ହୋଇ ଉଠିଲା ଜିଗ୍ନୀପୁର ବ୍ରହ୍ମକ୍ଷେତ୍ର ପୀଠ l (ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ଓଡ଼ିଶା ସରକାରଙ୍କ ନିରବଚ୍ଛିନ୍ନ ପ୍ରଚେଷ୍ଟା କ୍ରମେ ଓଡ଼ିଆଙ୍କର ଆରାଧ୍ୟ ଦେବତା ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ଐତିହାସିକ ଶ୍ରୀମନ୍ଦିର ପରିକ୍ରମା…

ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି ହସ୍ତଶିଳ୍ପ ପ୍ରଦର୍ଶନୀ

ଭବାନୀପାଟଣା,୧୭/୦୧( ରୋହିତ କୁମାର ନାଏକ )-୨୬ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୪ ଅବସରରେ ୧୪ରୁ ୧୮ ତାରିଖ ପର୍ଯ୍ୟନ୍ତ ଉତ୍ସବ ସ୍ଥଳ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡ଼ିୟମ ପରିସରରେ ଜିଲ୍ଲା ଶିଳ୍ପ କେନ୍ଦ୍ର, ସହକାରୀ ନିର୍ଦ୍ଦେଶକ ହସ୍ତଶିଳ୍ପ, ବୟନ ଶିଳ୍ପ ବିଭାଗ ତରଫରୁ ୫୦ ଗୋଟି ଆକର୍ଷଣୀୟ…