ଜଗତସିଂହପୁର ଜିଲ୍ଲା ରେ ଇ ଭି ଏମ୍, ଭି ଭି ପାଟ ବ୍ୟବହାର ନିମନ୍ତେ ସଚେତନତା ରଥ ପରିକ୍ରମା

ଜଗତସିଂହପୁର,ତା-୧୬/୦୧୦୨୦୨୪ ରିଖ ସୁମନ୍ତ କୁମାର ଦାସ: ଆଜି ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରି ଇ ଭି ଏମ୍, ଭି ଭି ପାଟ ବ୍ୟବହାର ସମ୍ବନ୍ଧିତ ସଚେତନତା ରଥ କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ରଥ ଜିଲ୍ଲା ର ପ୍ରତ୍ୟେକ ବ୍ଲକ୍ ଓ ମୁନିସିପାଲିଟି…

ଜଗତସିଂହପୁର ରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ର ଉଦଘାଟନ ଉତ୍ସବ ଓ ସଚେତନତା ରଥ ପରିକ୍ରମା

ଜଗତସିଂହପୁର, ତା-୧୬/୦୧୦୨୦୨୪ ରିଖ ସୁମନ୍ତ କୁମାର ଦାସ: ଆଜି ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ପଡିଆରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ନିମନ୍ତେ ସଚେତନତା ରଥ କୁ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରି ଓ ଜିଲ୍ଲାପରିଷଦ ସଭାପତି ଶ୍ରୀ ମନୋଜ କୁମାର ଭୋଇ ପତାକା ଦେଖାଇ…

ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ” ବାଳିକାମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ…

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁରସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ " ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ " ଉଦ୍‌ଘାଟିତ ହୋଇଯାଇଛି l ଅଧ୍ୟକ୍ଷ କୁମୁଦ ଚନ୍ଦ୍ର ମହାପାତ୍ରଙ୍କ ପୌରୋହିତ୍ୟରେ…

ଗାଙ୍ଗପୁର ଶାକାହାରୀ ରଙ୍ଗଣୀ ସାମାଜର ବାର୍ଷିକ ଉତ୍ସବ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଗାଙ୍ଗପୁର ମାଆ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ପବିତ୍ର ମକର ସଂକ୍ରାନ୍ତି ଅବସରରେ ଗ୍ରାମର ଶାକାହାରୀ ରଙ୍ଗଣି ସମାଜର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ସମାଜର କମିଟି ସଭାପତି ସୁଶିଲ କୁମାର ସାହୁଙ୍କ ଅଧ୍ୟକ୍ଷତାରେ…

କ୍ଳବ୍ ୯୯ ର ବାର୍ଷିକ ଅଧିବେଶନ ।

ବେଲଗୁଣ୍ଠା-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ସହରର ଜଣାଶୁଣା କ୍ଳବ ୯୯ ତଥା ଜି.ଟି ହାଇସ୍କୁଲର ୧୯୯୯ ମସିହା ଦଶମ ଶ୍ରେଣୀ ବ୍ୟାଚ୍ ଙ୍କ ବାର୍ଷିକ ଅଧିବେଶନ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡିଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବେଲଗୁଣ୍ଠା ସହର, ଆଖପାଖ ଅଞ୍ଚଳର, ରାଜ୍ୟ ବାହାରେ…

ଜିଲ୍ଲା ସ୍ତରୀୟ କ୍ରୀଡା ମହୋତ୍ସବ ୨୦୨୪ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା

ନବରଙ୍ଗପୁର ୧୬/୦୧ : ଅଶୋକ ସାହୁ ଶାସକ ପ୍ରଶାସକ.16.01.2024ରୁ 18.01.2023 ଯାଏଁ ଜିଲ୍ଲା ସ୍ତରୀୟ କ୍ରୀଡା ମହୋତ୍ସବ ୨୦୨୪ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା  ଆନୁଷ୍ଠାନିକ ଭାବେ ନବରଙ୍ଗପୁର ମହାବିଦ୍ୟାଳୟର ଖେଳ ପଡିଆ ଠାରେ ଆୟୋଜିତ ହୋଇଛି l ଏହି କାର୍ଯ୍ୟକ୍ରମର ସଭାପତି ତଥା ଜିଲ୍ଲାପାଳ ଡଃ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଭବ୍ୟ ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବରେ ୪ ଜଣ ସେବାୟତ ଯୋଗଦାନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା କାଲି ଜାନୁଆରି ୧୭ ତାରିଖରେ ହେବାକୁ ଥିବା ଶ୍ରୀଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଗଜପତି ଜିଲ୍ଳାର ଜଗନ୍ନାଥ ମନ୍ଦିରର ୪ ଜଣ ସେବାୟତ ତଥା ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ରୁ ଶ୍ରୀ ଦୁର୍ଗା ମାଧବ…

ଇଭିଏମ୍ ଏବଂ ଭିଭିପ୍ୟାଟ ପ୍ରଦର୍ଶନ ସଚେତନାର ରଥ ଶୁଭାରମ୍ଭ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଚଳିତ ବର୍ଷ ଅନୁଷ୍ଠିତ ନିର୍ବାଚନ ନିମନ୍ତେ ବ୍ୟବହୃତ ହେବାକୁ ଥିବା ଇଭିଏମ୍ ଓ ଭିଭିପ୍ୟାଟ ର ବ୍ୟବହାର କରି କିଭଳି ଭୋଟଦାତା ଗଣ ନିଜର ମତ ସାବ୍ଯସ୍ତ କରିବେ ସେ ସମ୍ପର୍କରେ ଏକ ସଚେତନତା ରଥ ସମଗ୍ର ଜିଲ୍ଲାରେ ସଚେତନତା କରିବ। ଏଥି ନିମନ୍ତେ ଆଜି…

ମନ ମୋହିଲା କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୪ର ସାସ୍କୃତିକ ସନ୍ଧ୍ୟା

କଳାହାଣ୍ଡିର ବୀରମାଟି ଏବେ ବିକାଶ ପଥର ଯାତ୍ରୀ ଭବାନୀପାଟଣା,୧୫/୦୧( ରୋହିତ କୁମାର ନାଏକ )-କଳାହାଣ୍ଡି ବୀରମାଟି କଳା, ସଂସ୍କ୍ରୁତି, ଭାଇଚାରା ଓ ବନ୍ଧୁତା ରଜ୍ଜୁରେ ବନ୍ଧାହୋଇ ବିକାଶ ପଥରେ ଆଗେଇ ଚାଲିଛି। ଜିଲ୍ଲାରେ ପ୍ରକୃତିରାଣୀ ତାର ଅପୂର୍ବ ସମ୍ଭାର ଭରପୁର କରି ରଖିଛି। ଜିଲ୍ଲାର…

୨୬ତମ କଳାହାଣ୍ଡି ଉତ୍ସବ ଅବସରରେ ମହିଳାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା

ଭବାନୀପାଟଣା,୧୫/୦୧( ରୋହିତ କୁମାର ନାଏକ )-୨୬ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୪ ଅବସରରେ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ମହିଳାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଡା. ନିବେଦିତା ସାହୁ ଯୋଗ ଦେଇଥିବାବେଳେ…