ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପୀଠରେ ସଫେଇ କଲେ କେନ୍ଦ୍ରମନ୍ତ୍ରୀ

ମା’ ହିଙ୍ଗୁଳାଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ ତାଳଚେର, ଜାନୁଆରୀ ୧୪ – ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ସ୍ୱାଗତ କରିବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ତାଳଚେରର ଅଧିଷ୍ଠାତ୍ରୀ ଦେବୀ…

ବୌଦ୍ଧ ଚନ୍ଦ୍ରଚୁଡ ମନ୍ଦିରରେ ବୈଜୟନ୍ତ ପଣ୍ଡାଙ୍କ ସଫେଇ କାର୍ଯ୍ୟକ୍ରମ

ବୌଦ୍ଧ/ଭୁବନେଶ୍ବର, ୧୪।୦୧- ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଥିବା ବେଳେ ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଆଜି ବୌଦ୍ଧରେ ପହଞ୍ଚି ସେଠାରେ ଥିବା ବାବା ଚନ୍ଦ୍ରଚୁଡ ମନ୍ଦିରରେ ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇ…

ମମତାପାଲରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱରା ୪ଜି ଟାୱାରର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୪ ।୧: ଭାରତ ସଞ୍ଚାର ନିଗମ ଲିମିଟେଡ୍ (ବିଏସ୍‌ଏନ୍‌ଏଲ୍‌)ର ଓଡ଼ିଶା ୟୁନିଟ୍ ପକ୍ଷରୁ ଶନିବାର ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବେତନଟୀ ବ୍ଲକର ମମତାପଲ ଗ୍ରାମରେ ୪ଜି ଟାୱାରର ଭିତ୍ତିପ୍ରସ୍ତର ହୋଇଯାଇଛି । ଏପରିକି ଓଡ଼ିଶାରେ ସ୍କିପର ଲିମିଟେଡ୍ ଜରିଆରେ ୪ଜି ଟାୱାର ସାଚୁରେଶନ…

ସୋଆରେ ‘ବେଟି ବଚାଓ ବେଟି ପଢ଼ାଓ’ ନେଇ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ୧୩/୦୧: ଝିଅମାନେ ପାଠ ପଢ଼ିଲେ, ସଶକ୍ତ ହେଲେ ଦେଶ ଆଗକୁ ଯିବ । ପରିବାର ସହିତ ଦେଶର ଅର୍ଥନୀତି ମଧ୍ୟ ମହିଳାଙ୍କ ସଶକ୍ତିକରଣ ଉପରେ ନିର୍ଭର କରେ । ଏହି ପ୍ରସଙ୍ଗ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍)ରେ ଶନିବାର ଏକ…

ଆନନ୍ଦ ଉଲ୍ଲାସର ସହିତ ରାମକୃଷ୍ଣପୁର – ବରାଦୋ – କଳମିଶ୍ରି ପଞ୍ଚାୟତରେ ଜୟ ଜଗନ୍ନାଥ ଅର୍ପଣ ରଥ…

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ଓଡ଼ିଶା ସରକାରଙ୍କ ନିରବଚ୍ଛିନ୍ନ ପ୍ରଚେଷ୍ଟା ରେ ଓଡ଼ିଆଙ୍କର ଆରାଧ୍ୟ ଦେବତା ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ଐତିହାସିକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇ ଚଳିତ ଜାନୁୟାରୀ ୧୭ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…

ମେଲଛାମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆଁ – ଓ ଦ୍ଵିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମ ଉଦଘାଟିତ ।

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ବିଶ୍ଵ ଓଡ଼ିଆ ଭାଷା ସମ୍ବିଳନୀ ଓ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ନିମନ୍ତେ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଅଧ୍ୟକ୍ଷ ଡ଼. ସରୋଜ କୁମାର ଦାଶ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଓ ଶ୍ରୀ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧୀୟ କାର୍ଯ୍ୟକ୍ରମର…

ନିଶ୍ଚିନ୍ତକୋଇଲି ବ୍ଲକରେ ୧୩ଟି ରୂପାନ୍ତର ବିଦ୍ୟାଳୟକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅପରାହ୍ନରେ କଟକ ଜିଲ୍ଲାରେ ମୋଟ ୮୦ଟି ରୂପାନ୍ତର ଉଚ୍ଚ ବିଦ୍ୟାଳୟକୁ ଆଭାସୀ ମାଧ୍ୟମରେ ଉଦଘାଟନ କରିଛନ୍ତି l ଏହି ଅବସରରେ ଜିଲ୍ଲାପାଳ ନରହରି ସେଠୀଙ୍କ ପୌରହିତ୍ୟରେ ମାଣପୁର ପଞ୍ଚାୟତ ସ୍ଥିତ କଲରାବାଙ୍କ…

‘ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ’ ଦିବ୍ୟାଙ୍ଗମାନଙ୍କ ପାଇଁ ଏକ ସିଙ୍ଗଲ ୱିଣ୍ଡୋ କାର୍ଯ୍ୟକ୍ରମ

ଗୋଟିଏ ସ୍ଥାନରେ ସରକାରଙ୍କ ସମସ୍ତ ସୁବିଧାର ଲାଭ ପାଇ ପାରୁଛନ୍ତି ଦିବ୍ୟାଙ୍ଗ ହିତାଧିକାରୀ ୨୬୧ ଜଣଙ୍କୁ ମିଳିବ ଦିବ୍ୟାଙ୍ଗ ପ୍ରମାଣ ପତ୍ର ରାଉରକେଲା,(ବସନ୍ତ କୁମାର ଜେନା): ରାଉରକେଲା ମହାନଗର ନିଗମ ଏବଂ ଜିଲ୍ଲା ସାମାଜିକ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ…

ଚିନ୍ତାଡା ମାଣିକାଣ୍ଟ। ଙ୍କୁ ସମ୍ବଲପୁର ନୃତ୍ୟ ପରିବେଷଣ କ୍ଷେତ୍ରରେ ଉଲେଖନୀୟ ପ୍ରତିଭା ପାଇଁ ଅନ୍ତର୍ଜାତୀୟ ପୁରସ୍କାର…

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି : ରାୟଗଡା ଜିଲ୍ଲା ଗୁଣୁପୁର ସହରର ଚିନ୍ତାଡା ମାଣିକାଣ୍ଟ। ଙ୍କୁ ସମ୍ବଲପୁର ନୃତ୍ୟ ପରିବେଷଣ କ୍ଷେତ୍ରରେ ଉଲେଖନୀୟ ପ୍ରତିଭା ପାଇଁ ଅନ୍ତର୍ଜାତୀୟ ପୁରସ୍କାର ରେ ସମ୍ମାନିତ।ୱାର୍ଲଡ଼ ୱ୍ୱେଲଫର ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ…