Sign in
Sign in
Recover your password.
A password will be e-mailed to you.
ବିଜେପି ର ଡାବୁଗାଁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ :ମନୋଜ ପାତ୍ର ହେଲେ ଡାବୁଗାଁ ମଣ୍ଡଳ କାର୍ଯ୍ୟକାରୀ ସଭାପତି
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୧/୦୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସଦର ଶ୍ରୀନିବାସ କଲ୍ୟାଣ ମଣ୍ଡପ ପରିସରରେ ବିଜେପି ର ଡାବୁଗାଁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଡାବୁଗାଁ ମଡେଲ ସଭାପତି ଜେ ରାଜ ଶେଖର ରାଓ ଙ୍କ ନେତୃତ୍ୱରେ ମୁଖ୍ୟ ଅତିଥି…
ପୁଣି ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ଓ ଲୁଟମାର ଅଭିଯୋଗ
ରାୟଗଡା କାଶୀପୁରରୁ ବୈକୁଣ୍ଠ ଦୁରିଆ -ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଥାନା ଅନ୍ତର୍ଗତ ଶୁଙ୍ଗେର ପଞ୍ଚାୟତ କଣ୍ଟାମାଲ ଗ୍ରାମ ଠାରେ ପୁନର୍ବାର ଯାତାୟାତ ଲୋକକୁ ମରଣାନ୍ତର ଆକ୍ରମଣ ସହ ଭୟଭୀତ କରି ଲୁଟମାର କରିଥିବା କାଶୀପୁର ଥାନାରେ ଅଭିଯୋଗ କରାଯାଇଛି । ରାୟଗଡା ଓ କଳାହାଣ୍ଡି ଜିଲ୍ଲାର…
ଚାରି ଜାଲି ଶିକ୍ଷକଙ୍କ ବିରୁଦ୍ଧରେ ଅଭିଯୋଗ
ରାୟଗଡା ରୁ ବୈକୁଣ୍ଠ ଦୁରିଆ -ରାୟଗଡା ଜିଲ୍ଲା କାଶୀପୁର ଗୋଷ୍ଠି ଶିକ୍ଷା ବିଭାଗ ଅଧିନ ରେ ଥିବା ୪ ଜଣ ଜାଲିଆତି ଶିକ୍ଷକ ଚିହ୍ନଟ । ଏ ନେଇଁ ଦୁଇଜଣ ଶିକ୍ଷକଙ୍କ ବିରୁଦ୍ଧରେ କାଶୀପୁର ଥାନା ରେ ବିଭାଗ ପକ୍ଷରୁ ଲିଖିତ ଅଭିଯୋଗ ହୋଇ ଥିବା ଜଣା ପଡିଛି। ଏହି କ୍ରମେ କାଶୀପୁର ବ୍ଲକ ଶିକ୍ଷା ବିଭାଗ…
ଫାଇନାଲରେ ପହଂଚିପାରିଲାନି ଡିଫେଣ୍ଡିଙ୍ଗ ଚାମ୍ପିଅନ ଓଡିଶା ଜଗରନଟ୍ସ
ଗୁଜରାଟ ଜିଆଂଟ୍ସ, ଠାରୁ ୨୯-୨୭ ପଏଣ୍ଟରେ ହେଲା ପରାଜିତ
ଚେନ୍ନାଇ କ୍ୱିକ ଗନ୍ସ ଓ ଗୁଜରାଟ ଜିଆଂଟ୍ସ ମଧ୍ୟରେ ଅଲ୍ଟିମେଟ ଖୋ ଖୋ ସିଜନ-୨ ଫାଇନାଲ
କଟକ,୧୧ ଜାନୁଆରୀ ୨୦୨୪: କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ଅଲ୍ଟିମେଟ୍ ଖୋ ଖୋ ସିଜନ ୨ର ୨ୟ ସେମି ଫାଇନାଲ…
ଜାତୀୟ ସେବା ଯୋଜନାର ଶୀତକାଳୀନ ଶିବିର ଉଦଯାପିତ
କଳାହାଣ୍ଡିରୁ ରୋହିତ କୁମାର ନାଏକ/ ଶାସକ ପ୍ରଶାସକ :ସରକାରୀ ମହିଳା ମହାବିଦ୍ୟାଳୟ ର ଜାତୀୟ ସେବା ଯୋଜନା ପକ୍ଷରୁ ପୋଷ୍ୟ ଗ୍ରାମ ରିସିଗାଁ ଠାରେ ଚାଲିଥିବା ସାତଦିନିଆ ଶୀତକାଳୀନ ସ୍ୱତନ୍ତ୍ର ସେବା ଶିବିର ଉଦଯାପିତ ହୋଇଯାଇଛି l ଆଜି ସପ୍ତମ ଦିବସରେ ଅଗ୍ନିସେବା ବିଭାଗ ର ଏକ ସ୍ୱତନ୍ତ୍ର ଦଳ…
ସୂଚନା , ଶିକ୍ଷା ଓ ଯୋଗାଯୋଗ ଉପକ୍ରମରେ ଲୋକକଳାର ପ୍ରୟୋଗ
ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ଏକଦିବସୀୟ କର୍ମଶାଳା
କଳାହାଣ୍ଡିରୁ ରୋହିତ କୁମାର ନାଏକ/ ଶାସକ ପ୍ରଶାସକ ::- ଜିଲ୍ଲା ପରିଷଦଙ୍କ ସମ୍ମିଳନୀ କକ୍ଷରେ ଓଡିଶାର ପାରମ୍ପରିକ ଲୋକକଳା ମାଧ୍ୟମରେ ସୂଚନା ଶିକ୍ଷା ଓ ଯୋଗାଯୋଗ ଅଭିଯାନ ସମ୍ପର୍କରେ ଜିଲ୍ଲାସ୍ତରୀୟ ଦିନିକିଆ କର୍ମଶାଳା ଅନୁଷ୍ଠିତ…
ସୁବର୍ଣ୍ଣପୁର ରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ l
ସୁବର୍ଣ୍ଣପୁର - (ଆର୍ତ୍ତତ୍ରାଣ ମହାପାତ୍ର) ତା 11.01.24: ସୁବର୍ଣ୍ଣପୁର ଜିଲ୍ଳା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି l…
ଚତୁର୍ଥ ପର୍ଯ୍ୟାୟରେ ଲୋକାର୍ପିତ ହେଲା ବେଲଗୁଣ୍ଠାର ଛଅ ରୂପାନ୍ତରିତ ବିଦ୍ୟାଳୟ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବିଦ୍ୟାଳୟ ରୂପାନ୍ତରଣ କ୍ଷେତ୍ରରେ ରାଜ୍ୟ ସରକାର ଏକ ମାଇଲ ଖୁଣ୍ଟ ସ୍ଥାପନ କରିଛନ୍ତି I ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର 389 ଟି ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ଲୋକାର୍ପିତ କରିଛନ୍ତି I ଏହି…
ନାଟ୍ୟଗୁରୁଙ୍କ ଏକାଦଶାହ ତିଥିରେ ସ୍ମୃତି ସଭା ଓ ନାଟ୍ୟ ପରିବେଷଣ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )- ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ ନବରତ୍ନପୁର ବାଲିଝିରି ଗ୍ରାମର ନାଟ୍ୟଗୁରୁ କୀର୍ତ୍ତନ ଖଟେଇଙ୍କ ହୃଦଘାତରେ ପରଲୋକ ହୋଇଯାଇଥିଲା। ଆଜି ଏକାଦଶାହ ଅବସରରେ ନିଜ ବାସଭବନରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଥିଲା। ସେବା ସମବାୟ ସମିତି ସଭାପତି…
ପାଣ୍ଡିଆନ କଣ ଖାଇଲେ ଯେ ଦେଲେ ଅଢେଇ ହଜାର ଟଙ୍କା !
ବାଣପୁର( ସେକ କୌସର ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଗସ୍ତ ସମୟରେ ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ବ୍ଲକ ସମ୍ମୁଖରେ ମିଶନ ଶକ୍ତି କାଫେ ପରିଦର୍ଶନ କରିଥିଲେ। ଏହି ସମୟରେ ସେ ବିନା ପିଆଜ ରସୁଣ ଖାଦ୍ୟ ଖାଇଥିବାର ଜଣାପଡିଛି। ଭାତ, ଡାଲି, ଖଟା, ଭେଣ୍ଡି ଭଜା, କଲରା ଚିପ୍ସ ଏବଂ…