Sign in
Sign in
Recover your password.
A password will be e-mailed to you.
ଜିଲ୍ଲାପାଳଙ୍କ ସରପ୍ରାଇଜ୍ ଭିଜିଟ; ଖରାରେ ଶ୍ରମିକଙ୍କୁ କାମ କରାଇବା ନେଇ ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କୁ…
ଶ୍ରମିକଙ୍କ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନର ମାର୍ଗଦର୍ଶିକା ମାନିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହର ପ୍ରଭାବକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ସ୍ୱତନ୍ତ୍ର ମାର୍ଗଦର୍ଶିକାକୁ କଡ଼ାକଡ଼ି ଭାବେ ପାଳନ…
– ଗ୍ରାମାଞ୍ଚଳର ବିକାଶ ଓ ମହିଳା ସଶକ୍ତିକରଣ ହିଁ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ: ବିଧାୟକ ଟଙ୍କଧର ତ୍ରିପାଠୀ
ଝାରସୁଗୁଡ଼ା ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ
ଝାରସୁଗୁଡ଼ା, ୨୪/୦୪ : ଜିଲ୍ଲା ପ୍ରଶାସନ ପକ୍ଷରୁ ଏମ.ସି.ଏଲ ଅଡିଟୋରିୟମ ପରିସରରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଅତ୍ୟନ୍ତ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଝାରସୁଗୁଡ଼ା ମାନ୍ୟବର ବିଧାୟକ…
ବାଲ୍ୟ ବିବାହ ନିଷେଧ ସଚେତନତା କାର୍ଯ୍ୟକ୍ରମ
ଝାରସୁଗୁଡ଼ା: ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗର ମିଳିତ ଆନୁକୁଲ୍ୟରେ ଏକ ସପ୍ତାହବ୍ୟାପୀ ବାଲ୍ୟ ବିବାହ ନିଷେଧ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଆଜି ତାଳପଟିଆ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏହି ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ…
ଆମ୍କୋ-ସିମ୍କୋ ଶହୀଦ ସ୍ମାରକୀ କମିଟି ପକ୍ଷରୁ ୪୯ ଜଣ ଶହୀଦଙ୍କୁ ଭକ୍ତିପୁତ ଶ୍ରଦ୍ଧାଞଳି ଅର୍ପଣ
ରାଉରକେଲା:(ବସନ୍ତ କୁମାର ଜେନା) ଆମ୍କୋ-ସିମ୍କୋରେ ବ୍ରିଟିସ ଗୁଳିରେ ଶହୀଦ ହୋଇଥିବା ୪୯ ଜଣ ନିରିହ ଆଦିବାସୀଙ୍କ ପ୍ରତି ଭକ୍ତିପୁତ ଶ୍ରଦ୍ଧଞଳୀ ଅର୍ପଣ କରାଯାଇଛି । ୮୮ ତମ ଶହୀଦ ଦିବସରେ ପାନପୋଷ ଉପଜିଲ୍ଲ୍ାପାଳ ତଥା ଆମ୍କୋ-ସିମ୍କୋ ଶହୀଦ ସ୍ମାରକୀ କମିଟିର ଅ୍ମକ୍ଷ ବିଜୟ କୁମାର ନାୟକ…
ବାର୍ଷିକ ମାତୃ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ।
ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ପୌର ପରିଷଦ ରେ ଥିବା ଶିଶୁ ବିହାର ବିଦ୍ୟାଳୟ ରେ ବାର୍ଷିକ ମାତୃ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସର ରେ ପ୍ରଧାନ ଆଚାର୍ଯ୍ୟ ସନ୍ତୋଷ କୁମାର ମହାରଣା ଙ୍କ ସଂଯୋଜନାରେ ପ୍ରଶିକ୍ଷଣ ଶିବିର ରେ ପ୍ରଶିକ୍ଷକ ଭାବରେ ଡ ବସନ୍ତ…
“ମ୍ୟାଲେରିଆକୁ ହରାଇବା ଆମ ହାତରେ” ଶୀର୍ଷକରେ ପାଳିତ ହେଲା ବିଶ୍ୱ ମ୍ୟାଲେରିଆ ଦିବସ।
କୁକୁଡାଖଣ୍ଡିସ୍ଥିତ ବିଞାନ ମହାବିଦ୍ୟାଳୟ ପ୍ରାଣୀ ବିଜ୍ଞାନ ବିଭାଗରେ ବିଶ୍ୱ ମ୍ୟାଲେରିଆ ଦିବସ ଏବଂ ଜାତୀୟ ଡି.ଏନ୍.ଏ ଦିବସ ପାଳିତ ହୋଇଛି। ପ୍ରଥମେ ଦୀପ ପ୍ରଜ୍ବଳନ କରି ପରିବେଶକୁ ସକାରାତ୍ମକ କରାଯାଇଥିଲା। ପ୍ରତିବର୍ଷ ବିଶ୍ୱ ମାଲେରିଆ ଦିବସ ଆମକୁ ଏହି ରୋଗ ବିରୋଧରେ ଲଢ଼ିବା ପାଇଁ ସଚେତନ…
ଭାରତୀୟ ନ୍ୟାୟ ସଂହିତା ଦିବସ ସମ୍ପର୍କ ରେ ଲୋଚନା ଚକ୍ର ଅନୁଷ୍ଠିତ
ଖୋର୍ଦ୍ଧାରୁ ( ସେକ ଜାଫର ): ଭାରତୀୟ ନ୍ୟାୟ ସଂହିତା ରେ ନୂଆ ନୂଆ ଆଇନ ଏବଂ ଦଫା ସଂଯୋଗ କରାଯାଉଛି। ଏହି ସଂହିତା ସମ୍ପର୍କ ରେ ଜନ ସାଧାରଣ ଙ୍କୁ ସଚେତନ କରିବା ପାଇଁ ଓଡ଼ିଶା ପୋଲିସ ବିଭାଗ ତରଫ ରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି ପରିପେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ପୋଲିସ…
ଲୁଣା ନଦୀ ପଥର ପ୍ୟାକିଂ କାମରେ ମହା ଅନିୟମିତତା ଅଭିଯୋଗ, କୋଟି କୋଟି ଟଙ୍କା କାମରେ ଦୁର୍ନୀତି ଗନ୍ଧ
କେନ୍ଦ୍ରାପଡ଼ା:୨୫.୦୪(ପ୍ରଫୁଲ୍ଲ କୁମାର ମଲ୍ଲ) କେନ୍ଦ୍ରାପଡ଼ା ଜିଲ୍ଲା ବିଲବଳରାମପୁର ଅଞ୍ଚଳରେ ଲୁଣା ନଦୀ ପାର୍ଶ୍ୱ ସୁରକ୍ଷା ପାଇଁ ଚାଲିଥିବା କୋଟି କୋଟି ଟଙ୍କାର ପଥର ପ୍ୟାକିଂ କାମକୁ ନେଇ ଗୁରୁତର ଅନିୟମିତତା ଅଭିଯୋଗ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ନଦୀ ବନ୍ଧ ସୁରକ୍ଷା ପାଇଁ ସରକାରଙ୍କ…
ଇଓଙ୍କ ଉପରେ ଅଧ୍ୟକ୍ଷା ଖପ୍ପା, ଜିଲ୍ଲାପାଳଙ୍କୁ ଫେରାଦ
ନୟାଗଡ଼(ବିଶ୍ୱଜିତ୍ ନାୟକ):- ନୟାଗଡ଼ ପୈାର ପରିଷଦ ନିର୍ବାହୀ ଅଧିକାରୀ(ଇଓ)ଙ୍କୁ ନେଇ ଅସନ୍ତୋଷ ବଢ଼ିଛି । ପୈାର ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କ ମନମାନୀକୁ ନେଇ କ୍ଷୁବ୍ଧ ହୋଇଛନ୍ତି ପୈାର ଅଧ୍ୟକ୍ଷା ନିରୂପମା ଖଟେଇ । ନିରୂପମା ଆଜି ସମସ୍ତ କାଉନସିଲରଙ୍କ ସହ ଜିଲ୍ଲାପାଳଙ୍କୁ…
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ନୟାଗଡ଼ରେ ସମ୍ବର୍ଦ୍ଧନା ଉତ୍ସବ
ନୟାଗଡ଼(ବିଶ୍ୱଜିତ୍ ନାୟକ):- ନୟାଗଡ଼ ଜିଲ୍ଲା ସ୍ଥିତ ସୃଜନ କଲ୍ (ଡି, ଆର ଟିଏ.) ଠାରେ ନୟାଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାର ଥିବା ସମସ୍ତ ଓଡି଼ଶା ଆଦର୍ଶ ବିଦ୍ୟାଳୟର ଚଳିତ ବର୍ଷ ୨୦୨୫-୨୬ ଶିକ୍ଷାବର୍ଷରେ ଉତ୍କୃଷ୍ଟ ଫଳାଫଳ କରିଥିବା ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ମାନଙ୍କୁ…