Sign in
Sign in
Recover your password.
A password will be e-mailed to you.
କୁତ୍ରା ବ୍ଲକ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି କୁତ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡ଼ା ପରାଗ ଗଭାଲି ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନ ସାଧାରଣ ଙ୍କର ଅଭିଯୋଗ ଆଦି ର ଶୁଣାଣି କରିଥିଲେ।…
ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଉଦଯାପିତ
ରାଉରକେଲା,(ବସନ୍ତ କୁମାର ଜେନା)- : ସ୍ଥାନୀୟ ଭଞ୍ଜ ଭବନ ପ୍ରଦର୍ଶନୀ ପଡିଆ ଠାରେ ଗତ 4 ତାରିଖ ଠାରୁ ଆରମ୍ଭ ହୋଇଥିବା ଆଞ୍ଚଳିକ କଳିଙ୍ଗ ହର୍ବଲ ମେଳା ଆଜି ଉଦଯାପିତ ହୋଇଛି l ଆଜିର ଉତ୍ସବ ରେ ରାଉରକେଲା କେନ୍ଦୁପତ୍ର ଡି.ଏଫ.ଓ. ଗୋକୁଳ ଚନ୍ଦ୍ର ପାଇକରାୟ ମୁଖ୍ୟ ଅଥିତି ଭାବେ ଯୋଗ ଦେଇଥିଵା…
ଦଳ କଲା କଣଠେସା, ବିଜେଡି ଛାଡିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର
ଭବାନୀପାଟଣା/ ରୋହିତ ନାୟକ : ଦଳରେ କଣଠେସା ହୋଇ ରହୁଥିବା ବା ଅବହେଳିତ ବୋଧ କରି ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବଳଭଦ୍ର ମାଝୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ବଳଭଦ୍ର ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ…
ରାକ୍ସି ଗ୍ରାମ ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୪
ଭବାନୀପାଟଣା (ରୋହିତ କୁମାର ନାଏକ ): ଆଜି କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ରାକ୍ସି ଗ୍ରାମ ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୪ ଅନୁଷ୍ଠିତ ହୋଇଯାଇଛି l ରାକ୍ସି ସରପଞ୍ଚ ଯେମନ୍ତ ପୋଡ଼ ଙ୍କ ନେତୃତ୍ୱରେ ୦୭ ଘଣ୍ଟା ସମୟରେ ବୀମାଲା ମନ୍ଦିର ଠାରୁ ମଞ୍ଚ…
ଜିଲ୍ଲା ମତ୍ସ୍ୟ ବିଭାଗ ଦ୍ଵାରା ନିର୍ମିତ ମତ୍ସ୍ୟ ଅବତରଣ କେନ୍ଦ୍ର ଉଦ୍ଘାଟିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ଅନ୍ତର୍ଗତ ହରଭଙ୍ଗୀ ଜଳଭଣ୍ଡାରରେ ନିର୍ଭର କରୁଥିବା ହରଭଙ୍ଗୀ ଆଦିବାସି ପ୍ରାଥମିକ ସମବାୟ ସମିତିର ସଭ୍ୟମାନଙ୍କ ନିମନ୍ତେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ଵାରା ନିର୍ମିତ ଅବତରଣ କେନ୍ଦ୍ରକୁ ଗଜପତି ଜିଲ୍ଲାପାଳ…
ଚିଲିକା ବ୍ଲକ ଏବଂ ବାଲୁଗାଁ ଏନଏସିରେ ପରିକ୍ରମା କଲା ଅର୍ପଣ ରଥ
ଚିଲିକା (ସେକ କୌସର ): ଚଳିତ ମାସ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ସାରା ରାଜ୍ୟରେ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଅର୍ପଣ ରଥ ପରିକ୍ରମା କରୁଛି। ଏହି ଅବସରରେ ଆଜି ପୂର୍ବାହ୍ନରେ ବାଲୁଗାଁ ଏନଏସି ଠାରେ ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, କାର୍ଯ୍ୟନିର୍ବାହୀ…
ସଡ଼କ ସୁରକ୍ଷା ସପ୍ତାହର ଶେଷ ଦିନରେ ଓଡିଶା ମୋଟର୍ ଭେଇକେଲ୍ ବିଭାଗ ଏବଂ ବେଲଗୁଣ୍ଠା ପୋଲିସ୍ ର ମିଳିତ ଚଢ଼ାଉ
22 ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ଜୋରିମାନା ଆଦାୟ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ସପ୍ତାହେ ଧରି ସଡ଼କ ନିରାପତ୍ତା ନିୟମ ଭାଙ୍ଗୁଥିବା ଚାଳକଙ୍କୁ ବୁଝାଇବା ପରେ ସଡ଼କ ସୁରକ୍ଷା ସପ୍ତାହର ଶେଷ ଦିନରେ କଠୋର ହୋଇଛନ୍ତି ଓଡ଼ିଶା ମୋଟର୍…
ମହିଳା ମାନଙ୍କ ପାଇଁ ଆଇନ ଗତ ସଚେତନତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ପଞ୍ଚାୟତ ପ୍ରଶିକ୍ଷଣ କେନ୍ଦ୍ର ଠାରେ ସ୍ଵାତୀ ଅନୁଷ୍ଠାନ ପକ୍ଷରୁ ଓ ୟୁଏସ୍ କନସୁଲେଟ୍ ଜେନେରାଲ ହାଇଦ୍ରାବାଦ ସହାୟତାରେ ମହିଳା ମାନଙ୍କ ନିମନ୍ତେ ଆଇନ ସଚେତନତା ସମ୍ପର୍କିତ ଦୁଇ ଦିନିଆ ପ୍ରଶିକ୍ଷଣ…
ରାୟଗଡ ପୋୖରାଞ୍ଚଳରେ ଗଡ଼ିଲା 2 ଟି “ଜୟ ଜଗନ୍ନାଥ ଅର୍ପଣ ରଥ”
ରାୟଗଡା :-୮/୦୧-ଜୟ ଜଗନ୍ନାଥ ଧ୍ଵନୀ ସହ ଶଙ୍ଖ, ହୁଳହୁଳି, ସକିଂର୍ତ୍ତନ ରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେଲା ପ୍ରକମ୍ପିତ ହେଲା ଶରଧା ଶ୍ରୀକ୍ଷେତ୍ର ର ଆଖ ପାଖ ଅଂଚଳ। ଆଜି ରାୟଗଡ ପୋୖରାଞ୍ଚଳରେ ଶ୍ରୀମନ୍ଦିର ପରିକ୍ରମା ରଥ ର ଶୁଭାରମ୍ଭ ଶରଧା ଶ୍ରୀକ୍ଷେତ୍ର ଠାରୁ ଆରମ୍ଭ ହୋଇଛି। ଏହି…
ରାୟଗଡା ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ପ୍ରଧାନମନ୍ତ୍ରୀ ଅIପ୍ପରେଣ୍ଟିସିପି ମେଳା 2024 ଅନୁଷ୍ଠିତ
ରାୟଗଡ:- ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ, ରାୟଗଡା ଠାରେ ତା 08/01/2024 ରିଖରେ ପ୍ରଧାନମନ୍ତ୍ରୀ ଅIପ୍ପରେଣ୍ଟିସିପି ମେଳା -2024 ଅନୁଷ୍ଠିତ ହୋଇଯାଇଛି l ଏହି ମେଳାରେ 96ଜଣ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ ଏବଂ ଜିଲାର ପ୍ରାୟ 06 ଗୋଟି କମ୍ପାନୀ ଯୋଗଦାନ କରି 89 ଛାତ୍ର ଛାତ୍ରୀଙ୍କୁ…