Sign in
Sign in
Recover your password.
A password will be e-mailed to you.
ନୂଆ ବର୍ଷରେ ରେକର୍ଡ଼ ଶ୍ରଦ୍ଧାଳୁ, ଶ୍ରୀକ୍ଷେତ୍ରରେ ୫ ଲକ୍ଷରୁ ଊର୍ଦ୍ଧ୍ବ ଭକ୍ତ
ବାଧାମୁକ୍ତ ଓ ଶୃଙ୍ଖଳିତ ଦର୍ଶନ ପାଇଁ ଧାଡ଼ି ବ୍ୟବସ୍ଥା, ଦିବ୍ୟାଙ୍ଗ, ବରିଷ୍ଠ ଓ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଧାଡ଼ି
ସଅଳ ନୀତିକାନ୍ତି, ଧାର୍ଯ୍ୟ ସମୟରେ ମହାପ୍ରସାଦ, ପୁଲିସ ଓ ପ୍ରଶାସନ ପଦକ୍ଷେପକୁ ସବୁ ମହଲରେ ପ୍ରଶଂସା
ପୁରୀ: ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ…
ସ୍ଥାୟୀ ଭିତ୍ତିଭୂମି ସୁଦୃଢ ନିମନ୍ତେ ରହୁ ଏକମାତ୍ର ଲକ୍ଷ୍ୟ : ଡ. ଅରୁଣ ସାହୁ
ଓଡ଼ଗାଁ,୧।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ସ୍ବର୍ଣ୍ଣ କଳଶ କ୍ଷେତ୍ର ବିଜେ ଶ୍ରୀ ରଘୁନାଥ ଜିଉଙ୍କ ପୀଠ ଏକ ପ୍ରତିଷ୍ଠିତ ତୀର୍ଥ କ୍ଷେତ୍ର । ଜଟାଜୁଟ ନିଶଦାଢି ଧାରୀ ଶ୍ରୀ ରଘୁନାଥଙ୍କ ଅନନ୍ୟ ଦାରୁ ମୂର୍ତ୍ତିଙ୍କ ଦର୍ଶନ ପାଇଁ ରାଜ୍ୟ ଏବଂ ଦେଶର ବିଭିନ୍ନ କ୍ଷେତ୍ରରୁ…
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଉଚ୍ଚଶିକ୍ଷା ନିମନ୍ତେ ୪ ଜଣଙ୍କୁ ଲାପଟପ ବଣ୍ଟନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଅବସରରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଦ୍ଵାରା ମାଗଣା ଲାପଟପ ବଣ୍ଟନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା…
ଉତ୍କଳ ବାଳାଶ୍ରମର ଶିଶୁଙ୍କ ସହ ନୂତନ ବର୍ଷ ପାଳିଲେ ଜିଲ୍ଲାପାଳ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପିତୃମାତୃହୀନ ଶିଶୁମାନଙ୍କ ମୂହଁରେ ହସ ଫୁଟାଇବା ନିମନ୍ତେ ଗଜପତି ଜିଲ୍ଲା ପ୍ରଶାସନ ସର୍ବଦା ଚେଷ୍ଟାରତ ରହିଥିବା ବେଳେ ଆଜି (ସୋମବାର ଦିନ) ଏହି ଦିଗରେ ଅନନ୍ୟ ଉଦାହରଣ ପାଲଟିଛନ୍ତି ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ। ସୂଚନା…
ନୂଆବର୍ଷ ରେ ଜିଲ୍ଲାସ୍ତରୀୟ ଅଧିକାରୀ ଙ୍କ ରେଡ଼କ୍ରସ ପାଣ୍ଠିକୁ ଦାନ ।
ନବରଙ୍ଗପୁର/ଅଶୋକ ସାହୁ, ଶାସକ ପ୍ରଶାସକ: ଗରିବ, ଅସହାୟ, ଦିବ୍ୟଅଙ୍ଗ ଅର୍ଥ ଅଭାବରୁ ରୋଗଶଯ୍ୟାରେ ପୀଡିତ,ଦୁର୍ଘଟଣା ଗ୍ରସ୍ତ ଲୋକମାନଙ୍କର ଜରୁରୀ କାଳୀନ ସେବା ପାଇଁ ଜିଲ୍ଲାପ୍ରଶାସନ ତରଫରୁ ଜିଲ୍ଲା ରେଡ଼କ୍ରସ ପାଣ୍ଠି ରୁ ଆବଶ୍ୟକ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥାଏ । କହିବାକୁ ଗଲେ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ…
ସରସ୍ବତୀ ପୂଜା କମିଟି ବଡ଼ ନଇଁଗୁଆଁ ଯୁବକ ସଂଘ ଙ୍କ ଦ୍ୱାରା ନୂଆ ବର୍ଷରେ ବାର୍ଷିକ ଉତ୍ସବ ଓ ବନ୍ଧୁମିଳନ ଉତ୍ସବ l
(ନିଶ୍ଚିନ୍ତକୋଇଲି -ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ ଦାଉଦପୁର ସାଇ ମନ୍ଦିର ନିକଟସ୍ତ ମା ସରସ୍ବତୀ ପୂଜା କମିଟି ବଡ଼ ନଇଁଗୁଆଁ ଯୁବକ ସଂଘ ଆନୁକୂଲ୍ୟରେ ବାର୍ଷିକ ଉତ୍ସବ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି l ଏହି ବାର୍ଷିକ ଉତ୍ସବ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ରେ…
ନୟାଗଡ଼ ନାଟକ ମହୋତ୍ସବର ଚତୁର୍ଥ ସଂଧ୍ୟା ର ନାଟକ ଗେଷ୍ଟ
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ନାଟକ ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ ମଂଚସ୍ଥ ହୋଇଥିଲା ଗେଷ୍ଟ । ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ପ୍ରେକ୍ଷାଳୟ ଠାରେ ସିରିୟସ ଜୋନ୍ ନୟାଗଡ଼ର କଳାକାରମାନଙ୍କୁ ନେଇ ଅଭିନୀତ ହୋଇଥିଲା ହାସ୍ୟ ରସାତ୍ମକ ଓ ସାମାଜିକ ସଚେତନତା ପୂର୍ଣ୍ଣ…
ବାଲୁଗାଁ ନୂଆଗଡ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ, ତିନି ଗୁରୁତର lll
ବାଲୁଗାଁ (ସେକ କୌସର ): ନୂଆ ବର୍ଷରେ ଅଘଟଣ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ନୂଆଗଡ ଓଭରବ୍ରିଜ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଯେଉଁଥିରେ ଜଣଙ୍କ ମୃତ୍ୟୁ ଘଟିଛି।ସୂଚନା ମୁତାବକ ଆଜି ବଡ଼ି ଭୋରରୁ ଭୁବନେଶ୍ୱରରୁ ଏକ କେବୁଲ ବୋଝେଇ ଟ୍ରକ ଏବଂ ଯୋଡ଼ାରୁ…
ସଡକ ସୁରକ୍ଷା ସପ୍ତାହ ପାଳନ ଅବସରରେ ସଚେତନତା ରଥ ପରିକ୍ରମା
ଜଗତସିଂହପୁର,ତା-୦୧.୦୧.୨୦୨୪/ସୁମନ୍ତ କୁମାର ଦାସ: ଜିଲ୍ଲା ସ୍ତରରେ ଜାନୁଆରୀ ୧ ତାରିଖରୁ ଜାନୁଆରୀ ୭ ତାରିଖ ପର୍ଯ୍ଯନ୍ତ ଜାତୀୟ ସଡକ ସୁରକ୍ଷା ସପ୍ତାହ ପାଳନ ଅବସରରେ ଏଲ୍.ଇ.ଡି.ସ୍କ୍ରିନ୍ ଥିବା ସଚେତନତା ରଥକୁ ଆଜି ଜିଲ୍ଲପାଳ ଶ୍ରୀମତୀ ପାରୁଲ ପଟ୍ଟାୱରି ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।…