ବ୍ଲକ ସ୍ତରୀୟ ନୂଆ ଓ କ୍ରୀଡା ପ୍ରତିଯୋଗିତା ଉଦଯାପିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୨୯/୧୨/୨୩ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଭୈରବ ମହାବିଦ୍ୟାଳୟ ଖେଳ ପଡିଆ ରେ ଗତ ତିନଦିନ ଧରି ଚାଲି ଆସୁଥିବା ବ୍ଲକ ସ୍ତରୀୟ ନୂଆ ଓ କ୍ରୀଡା ପ୍ରତିଯୋଗିତା ଆଜି ଉଦଯାପିତ ହୋଇ ଯାଇଛି। ଡାବୁଗାଁ ବ୍ଲକ ର ୧୦ ଗୋଟି କ୍ରିକେଟ ଦଳ ଏଥିରେ ଭାଗ…

ଉଦ୍ଘାଟିତ ହେଲା ନୟାଗଡ଼ ନାଟକ ମହୋତ୍ସବ,ଓଡ଼ଶ କହିଲା ଜୀବନଦର୍ଶନ ଓ ସାମାଜିକସ୍ଥିତିର କଥା

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ନାଟକ ମହୋତ୍ସବର ଉଦ୍ଘାଟନୀ ସନ୍ଧ୍ୟାରେ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ପ୍ରେକ୍ଷାଳୟ ଠାରେ ସିରିୟସ ଜୋନ୍ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଥିଲା ଭିନ୍ନ ଶୈଳୀ ତଥା ନିଆରା ସ୍ୱରର ନାଟକ "ଓଡ଼ଶ"। ଛୋଟ ହେଉ ଅଥବା ବଡ ପୃଥିବୀରେ ସମସ୍ତଙ୍କ…

ଗଜପତି ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଆଜି ୧୩୯ ତମ ଭାରତର ଜାତୀୟ କଂଗ୍ରେସ ର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସକାଳ କଂଗ୍ରେସ କାର୍ଯ୍ୟାଳୟ ରେ ସମସ୍ତ ବ୍ଲକ୍ ରୁ ଆସିଥିବା…

ଜଗତସିଂହପୁର ରେ ନୂଆ-ଓ ଯୁବ ମହୋତ୍ସବ ହର୍ଷୋଲ୍ଲାସର ସହିତ ଅନୁଷ୍ଠିତ

ଜଗତସିଂହପୁର,ତା-୨୯.୧୨.୨୦୨୩/ସୁମନ୍ତ କୁମାର ଦାସ: ଆଜି ଜିଲ୍ଲା ର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ଠାରେ ନୂଆ-ଓ ଯୁବ ମହୋତ୍ସବ ସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଇ ଟି , ଇଲେକ୍ଟ୍ରୋନିକ୍ସ, କ୍ରୀଡା ଓ ଯୁବ ସେବା ମନ୍ତ୍ରୀ, ଓଡିଶା ସରକାର, ଶ୍ରୀ ତୁଷାର…

ଜିଲ୍ଲାସ୍ତରୀୟ ଧାନ କ୍ରୟ ମଣ୍ଡିର ଶୁଭ ଉଦଘାଟନ

https://youtu.be/QZPj1zrFHiI  ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ମୁଖ୍ୟ ବଜାର ପ୍ରାଙ୍ଗଣରେ ଜିଲ୍ଲା ସ୍ତରୀୟ ଖରିଫ ୨୦୨୩-୨୪ ଧାନ କ୍ରୟ ମଣ୍ଡିକୁ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବରେ…

ମାଁ ଠାକୁରାଣୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୩ ଉଦ୍ ଯାପିତ

ନବରଙ୍ଗପୁର,୨୯/୧୨ଅଶୋକ ସାହୁ, ଶାସକ ପ୍ରଶାସକ.: ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ପାତ୍ରପୁଟ ସଦରମହକୁମା ଇନ୍ଦିରାଗାନ୍ଧୀ ପ୍ରିୟଦର୍ଶନୀ ଷ୍ଟାଡିୟମ ଠାରେ ମାଁ ଠାକୁରାଣୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି। ଏହି କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ମ୍ୟାଚ୍ ଚଳିତ ମାସ…

ଗୁଣପୁର ମହାବିଦ୍ୟାଳୟ ଦ୍ଵାରା ଆୟୋଜିତ ନୂଆ-ଓ ,ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ମହାବିଦ୍ୟାଳୟ ଦ୍ଵାରା ଆୟୋଜିତ ନୂଆ-ଓ ,ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତିତ୍ବ କରିଥିଲେ ଅନୁଷ୍ଠାନର ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ମୋହନ ଚନ୍ଦ୍ର ସାହୁ…

କାଠମାଣ୍ଡୁରେ ପହଞ୍ଚିଲା ନିମନ୍ତ୍ରଣ

ପୁରୀ ୨୯/୧୨ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣରେ ଯୋଗ ଦାନ ପାଇଁ ବିଭିନ୍ନ ମନ୍ଦିର କୁ ଆମନ୍ତ୍ରଣ କରାଯିବା ପ୍ରକ୍ରିୟାରେ ନିମନ୍ତ୍ରଣ କାରୀ ଦଳ ଆଜି ନେପାଳର କାଠମାଣ୍ଡୁରେ ପହଞ୍ଚିଛନ୍ତି।ସେହିପରି ଜାମ୍ମୁ ର ବୈଷ୍ଣୋଦେବୀ ମନ୍ଦିର, ନଭି ମୁମ୍ବାଇ ଜଗନ୍ନାଥ ମନ୍ଦିର, ମଦୁରାଇ ର…

ପଦ୍ମପୁର ପାଇଁ ନୂତନ ଏଡିଏମ ନିଯୁକ୍ତ

ବରଗଡ଼ : ବରଗଡ଼ ଜିଲ୍ଲା ଅନ୍ତର୍ଗତ ପଦ୍ମପୁର ଉପଖଣ୍ଡ ସକାଶେ ପ୍ରଥମ ଥର ପାଇଁ ରାଜ୍ୟ ସରକାର ଜଣେ ଏଡିଏମ ଙ୍କୁ ନିଯୁକ୍ତି ଦେଇଛନ୍ତି । ପଦ୍ମପୁର ଏଡିଏମ ଭାବେ ଆଇଏଏସ ଚଭନ କୁନାଲ ମୋତିରାମ ଙ୍କୁ ନିଯୁକ୍ତି ଦିଆଯାଇଛି । ଶ୍ରୀ ମୋତିରାମ ବର୍ତ୍ତମାନ ବାଲେଶ୍ଵର ଉପଜିଲ୍ଲାପାଳ ଓ…

ବିବେକସେନା ତରଫରୁ ଭବାନୀପାଟଣା ରେ ଓପିଏସ୍‌ସି ପରୀକ୍ଷା କେନ୍ଦ୍ର ଦାବି

କଳାହାଣ୍ଡିରୁ ରୋହିତ କୁମାର ନାଏକ /ଶାସକ ପ୍ରସାଶକ ଭବାନୀପାଟଣା : ଭବାନୀପାଟଣା ରେ ଓଡିଶା ପ୍ରଶାସନିକ ସେବା ର ପରୀକ୍ଷା କେନ୍ଦ୍ର ଦାବି ପତ୍ର ଜିଲ୍ଲା ର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ବିବେକ ସେନା ତରଫରୁ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ଓଡିଶା ଲୋକସେବା  ଆୟୋଗ ଅଧ୍ୟକ୍ଷ, 5ଟି ଓ ନଵୀନ ଓଡିଶା…