ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ସୋସିଆଲ ୱେଲଫେୟାର ଅର୍ଗାନାଇଜେସନ” କଳାହାଣ୍ଡି ପରିବାର ତରଫରୁ କମ୍ବଳ…

କଳାହାଣ୍ଡିରୁ ରୋହିତ କୁମାର ନାଏକ /ଶାସକ ପ୍ରଶାସକ :କଳାହାଣ୍ଡି ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ "ସୋସିଆଲ ୱେଲଫେୟାର ଅର୍ଗାନାଇଜେସନ", କଳାହାଣ୍ଡି ପରିବାର କଳାହାଣ୍ଡି ଜିଲ୍ଲା ର ଏକ ଦାନ୍ତବ୍ୟ ସେବା ସଂସ୍ଥା। ଏହି ସଂସ୍ଥା ୨୦୧୮ ମସିହାରୁ ବିଭିନ୍ନ ସ୍ଥାନରେ ପଥଚାରୀ ଙ୍କୁ…

କୋରାପୁଟ ନୌକା ଦୁର୍ଘଟଣାରେ 5 ଜଣ ବ୍ୟକ୍ତିଙ୍କ ମୃତ୍ୟୁ : ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ 5 ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ…

ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଚଳିତ ବର୍ଷ ‘୧’ ଲକ୍ଷ ୟୁନିଟ ରକ୍ତ ସଂଗ୍ରହ

ଭୁବନେଶ୍ୱର : ଓଡ଼ିଶା-ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଚଳିତ ବର୍ଷ ସମୁଦାୟ ୧ଲକ୍ଷ ୟୁନିଟ୍ ରକ୍ତ ସଂଗୃହୀତ ହୋଇଛି । ବର୍ଷତମାମ, ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ଜରିଆରେ ଏହି ସଫଳତା ହାସଲ ହୋଇପାରିଛି । ଯେପରି ରକ୍ତ ବିନା କୌଣସି ଓଡ଼ିଆଙ୍କ…

ଗ୍ରାମାଞ୍ଚଳ ଲୋକଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଐତିହାସିକ ପଦକ୍ଷେପ : ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା –…

ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା BSKYରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ସୁବିଧା ଯୋଗାଇ ଦିଆଯିବ  କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତା ମାନଙ୍କୁ ବାଦ୍‌ ଦେଇ ବର୍ତ୍ତମାନ BSKY ଯୋଜନାରୁ ବଂଚିତ ଗ୍ରାମାଞ୍ଚଳର…

କଳାହାଣ୍ଡି ବିଶ୍ୱବିଦ୍ୟାଳୟ ହେଲା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ : ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର:କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ…

ବଡ଼ଦାଣ୍ଡରେ ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ଯରେ ଘଟିଛି ସଂଘର୍ଷ

  ପୁରୀ (ଅନିମେଶ ପଟ୍ଟନାୟକ): ବଡ଼ଦାଣ୍ଡରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ଗୁରବାର ରାତିରେ ସ୍ଥାନୀୟ ମରଚିକୋଟ ଛକ ଠାରେ କିଛି ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ଯରେ ଘଟିଛି ସଂଘର୍ଷ । ପୁରୀ ବୁଲିବାକୁ ଆସିଥିବା କିଛି ଭକ୍ତ ନିଜର ଚାରିଚକିଆ ଗାଡ଼ିକୁ ମରିଚିକୋଟ ଛକ ଦେଇ…

ଗୁଣୁପୁର ପୌର ପରିଷଦ ର ଷଷ୍ଠ ସାଧାରଣ ବୈଠକ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣୁପୁର ପୌର ପରିଷଦ ର ଷଷ୍ଠ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ପୌର ପରିଷଦ ର ଅଧକ୍ଷା ମମତା ଗୌଡ଼ ଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଜି ବିଧାୟକ ରଘୁନାଥ ଗମାଙ୍ଗ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ବୈଠକରେ ଅଧ୍ଯକ୍ଷା, ବିଧାୟକଙ୍କ ମେତ…

କୁଲାଡ ଭଞ୍ଜମଣ୍ଡପ ଠାରେ ଦୁଇ ଦିବସିଆ ଘୁମୁସରୀ ଗବ୍ୟ ପ୍ରଶିକ୍ଷଣ ଶିବିର ଉଦଯାପିତ

ଭଞ୍ଜନଗର ରୁ {ଉଦୟନାଥ ପଣ୍ଡା}: ଜାତୀୟ ମାନ୍ୟତା ପ୍ରାପ୍ତ ସ୍ଵଦେଶୀ ଜୈବବିଭିଦତ୍ତା ଘୁମୁସରୀ ଗାଈଗୋରୁ ଗବ୍ୟ ଗୋବର ଓ ଗୋ ମୁତ୍ରରୁ ପ୍ରାକୃତିକ ଘୋରାଇ ବ୍ୟବହାରିକ ପଦାର୍ଥର ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ କୃଷି ବିଜ୍ଞାନ କେନ୍ଦ୍ର ପ୍ରମୁଖ ଶିତୁନ କୁମାର ଶତପଥୀ ଅIନୁଷ୍ଠାନିକ ଭାବେ ଉଦଘାଟନ…

ବିଭିନ୍ନ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,କ୍ଷତ୍ରିୟବରପୁରସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ନୂଆ-ଓ ଦ୍ୱାରା ଆୟୋଜିତ କ୍ରୀଡା ଉତ୍ସବ ଉଦ୍ ଯାପିତ ହୋଇଯାଇଛି। ଦୁଇ ଦିନ ବ୍ୟାପି କାର୍ଯ୍ୟକ୍ରମର ପ୍ରଥମ ଦିନ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ପଟ୍ଟନାୟକଙ୍କ ପୌରହିତ୍ଯ କରିଥିଲେ। ମୁଖ୍ୟ…

କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ

ଜଗତସିଂହପୁର,ତା-୨୮.୧୨.୨୦୨୩/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଭାରତୀୟ ଜାତୀୟ କଂଗ୍ରେସର ୧୩୯ ତମ ପ୍ରତିଷ୍ଠା ଦିବସ ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକ୍ଙ୍କ ସଭାପତିତ୍ବରେ ସ୍ବାଧୀନତା ସଂଗ୍ରାମୀ ଅଳକା ଆଶ୍ରମ ସ୍ମୃତି ପରିଷଦ ଭବନ ପରିସରରେ ଅନୁଷ୍ଠିତ…