Sign in
Sign in
Recover your password.
A password will be e-mailed to you.
ରାୟଗଡ ମହାବିଦ୍ୟାଳୟରେ ନୂଆ-ଓ ର ଉଦଯାପନୀ ଉତ୍ସବ ଓ ପୁରସ୍କାର ବିତରଣ ସମାରୋହ କାର୍ଯ୍ୟକ୍ରମ
ରାୟଗଡ(ସରୋଜ କୁମାର ସାହୁ): ରାୟଗଡ ସ୍ୱୟଂଶାସିତ ମହାବିଦ୍ୟାଳୟ/ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ନୂଆ-ଓ, ଯୁବ ଓଡିଶା କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ତଥା ପୁରସ୍କାର ବିତରଣ ସମାରୋହ ମହାଆଡମ୍ବର ରେ ଅନୁଷ୍ଠିତ ହୋଇଯାଇଛି | ଏହି ଉତ୍ସବର ମଂଚାସୀନ ବିଶିଷ୍ଟ ଅତିଥି ମାନେ ଥିଲେ ବିଧାୟକ ମକରନ୍ଦ…
ବାଣପୁର ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲରେ ନିଃଶୁଳ୍କ ଚକ୍ଷୁ ପରୀକ୍ଷା ଅନୁଷ୍ଠିତ l
ବାଣପୁର:( ସେକ କୌସର ): ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲ ପରିସରରେ ଏକ ନିଃଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ସକାଳ ୧୦ଟାରେ ବିଦ୍ୟାଳୟର ଅଧ୍ୟକ୍ଷ ଡ. ଶକ୍ତି ପ୍ରସାଦ ମହାନ୍ତି ପ୍ରଦୀପ ପ୍ରଜ୍ବଳନ କରି ଶିବିରକୁ ଉଦ୍ଘାଟନ କରିଥିଲେ।…
ଜାତୀୟ ଗଣିତ ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶନାରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି।ଜିଲ୍ଲା ବିଜ୍ଞାନ ନୀରିକ୍ଷକ ଏ .ରବି କୁମାର ଯୋଗ ଦେଇ ଜାତୀୟ ଗଣିତ ଦିବସ ପାଳନର…
ଚତୁର୍ଥ ଦିନରେ ଗଜପତି ଉତ୍ସବ ମହା ଆଡ଼ମ୍ବରରେ ପାଳିତ
https://youtu.be/uhrsSj1rlVs
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳା ଚତୁର୍ଥ ଦିନରେ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି। ଏହି ଅବସରରେ ଶୁକ୍ରବାର ସନ୍ଧ୍ୟାରେ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଜିଲ୍ଲାପାଳ-ତଥା-ଅଧକ୍ଷ , ଜିଲ୍ଲା ସଂସ୍କୃତି…
ଭୀମଭୋଈ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ।
ସାରସକଣା ରୁ ଦିପୁ ମହାପାତ୍ରଙ୍କ ରିପୋର୍ଟ ।:: ମୟୁରଭଂଜ ଜିଲ୍ଲା ସାରସକଣା ବ୍ଲକ ସ୍ଥିତ ନୋଡାଲ ପ୍ରାଥମିକ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ ହୋଇଛି । ଉକ୍ତ ଶିବିରକୁ ରାଜ୍ୟସଭା ସାଂସଦ ମମତା ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ…
ଭଦ୍ରେଶ୍ୱର ପଞ୍ଚାୟତରେ ମୋଦୀ ସରକାରଙ୍କ ବିକଶିତ ଭାରତ ସଚେତନ କାର୍ଯ୍ୟକ୍ରମ
(ମାହାଙ୍ଗା - ଶାସକ ପ୍ରଶାସକ): କେନ୍ଦ୍ର ସରକାରଙ୍କ ଲୋକକଲ୍ୟାଣ ଯୋଜନାକୁ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ସହିତ ସଙ୍ଗେ ସଙ୍ଗେ ସେହି ସ୍ଥାନରେ ବିଭିନ୍ନ ଯୋଗ୍ୟ ହିତାଧିକାରୀମାନଙ୍କ ସମସ୍ୟା କୁ ବୁଝି ସମାଧାନ କରିବା ପାଇଁ ମାହାଙ୍ଗା ବ୍ଲକ ଅଞ୍ଚଳରେ ରହିଥିବା ପଞ୍ଚାୟତ ଗୁଡିକରେ ବିକଶିତ…
ବାଲୁଗାଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚତୁଃବିଂଶତମ ବାର୍ଷିକ ଉତ୍ସବ l
ବାଲୁଗାଁ:( ସେକ କୌସର ): ଆଜି ବାଲୁଗାଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚତୁଃବିଂଶତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପରିଚାଳନା ସମିତି ସଭାପତି ଦୁର୍ଯ୍ୟୋଧନ ସ୍ୱାଇଁଙ୍କ ସଭାପତିତ୍ୱ କରିଥିବା ବେଳେ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ରାଜ୍ୟ କଣ୍ଟ୍ରାକ୍ଟର ଆସୋସିଏସନ ସଭାପତି…
ସରପଞ୍ଚ ସୂର୍ଯ୍ୟକାନ୍ତ ପଣ୍ଡାଙ୍କ ସଂଯୋଜନାରେ ମୋଦୀ ସରକାରଙ୍କ ବିକଶିତ ଭାରତ ସଚେତନ କାର୍ଯ୍ୟକ୍ରମ
ମାହାଙ୍ଗା-ଶାସକ ପ୍ରଶାସକ: ମାହାଙ୍ଗା ବ୍ଲକ ଗୋତରା ପଞ୍ଚାୟତ ଅସୁଲପୁର ବଜାର ସ୍ଥିତ ମା ଅସୁଲେଶ୍ୱରୀ ଙ୍କ ପୀଠରେ ମୋଦୀ ସରକାରଙ୍କ ବିକଶିତ ଭାରତ ସଂକଳ୍ପ ଯାତ୍ରା ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି l ସରପଞ୍ଚ ସୂର୍ଯ୍ୟକାନ୍ତ ପଣ୍ଡା ଙ୍କ ସଂଯୋଜନା ରେ ଏହି କାର୍ଯ୍ୟକ୍ରମ ରେ କେନ୍ଦ୍ର…
ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ରେ ବ୍ଳକ ସ୍ତରୀୟ କବାଡ଼ି ପ୍ରତିଯୋଗିତା ଅନୁଷ୍ଠିତ l
(ନିଶ୍ଚିନ୍ତକୋଇଲି -ଶାସକ ପ୍ରଶାସକ): ରାଜ୍ୟ ସରକାରଙ୍କ ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ବ୍ଳକ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହେଉଛି । ଆସନ୍ତା ୨୭ ତାରିଖରେ ପଞ୍ଚାୟତ ପ୍ରହଲ୍ଲାଦ ମହାବିଦ୍ୟାଳୟ ପରିସରରେ ଚୂଡ଼ାନ୍ତ ଖେଳ ଓ ପୁରସ୍କାର ବିତରଣୀ ଉତ୍ସବ…
ମଙ୍ଗଳପୁର ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ ବାର୍ଷିକ କ୍ରୀଡ଼ା ମହୋତ୍ସବ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ମଙ୍ଗଳପୁର ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ 21 ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନ ସମ୍ପାଦକ ମାଧବ ଚନ୍ଦ୍ର ଆପଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କ୍ରୀଡ଼ା ମହୋତ୍ସବରେ 21 ତାରିଖରୁ ଆରମ୍ଭ ହୋଇ…