ବିଜେଡ଼ି ପ୍ରଶିକ୍ଷଣ ଶିବିର ଆରମ୍ଭ ଯୋଗଦେଲେ ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ପୂର୍ବତନ ମନ୍ତ୍ରୀ ଡ଼. ଅରୁଣ କୁମାର ସାହୁ

ଜଗତିଂହପୁର ତା-୧୬.୧୨.୨୦୨୩ ସୁମନ୍ତ କୁମାର ଦାସ: ଜଗତସିଂହପୁର ନିର୍ବାଚନମଣ୍ଡଳୀ ବିଜୁ ଜନତା ଦଳର ତିନିଦିନିଆ ପ୍ରଶିକ୍ଷଣ ଶିବିର ବିଧାୟକ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ମୁଦୁଲିଙ୍କ ନେତୃତ୍ୱରେ ଆଦିକବି ସାରଳା ଦାସ ସଂସ୍କୃତି ଭବନରେ ଆୟୋଜିତ ହୋଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବିଜେଡ଼ି…

ଶ୍ରୀ ମନ୍ଦିର ଚାରିଦ୍ୱାର ଖୋଲିବା ଓ ରତ୍ନଭଣ୍ଡାର ମରାମତି ଦାବିରେ ସିଦ୍ଧ ବାରଙ୍ଗ ପୀଠ ରେ ସଂସ୍କୃତି ସୁରକ୍ଷା ମେଳି

ଜଗତସିଂହପୁର ତା-୧୬.୧୨.୨୦୨୩ ସୁମନ୍ତ କୁମାର ଦାସ: ଜଗତସିଂହପୁର ମାଟିରେ ସଂସ୍କୃତି ସୁରକ୍ଷା, ଧର୍ମ ର ରକ୍ଷା ନିମନ୍ତେ ଶ୍ରୀ ଜଗନ୍ନାଥ ଚେତନା ସୁରକ୍ଷା ଅଭିଯାନ ପକ୍ଷରୁ ଜଗତସିଂହପୁର ସ୍ଥିତ ସିଦ୍ଧ ବାରଙ୍ଗ ଜଗନ୍ନାଥ ମନ୍ଦିର ପରିସରରେ ସଂସ୍କୃତି ସୁରକ୍ଷା ମେଳି ର ଆୟୋଜନ କରାଯାଇଥିଲା | ଏହି…

ବାଲୁଗାଁ କଲେଜରେ ଜାତୀୟ ସେମିନାର

ବାଲୁଗାଁ (ସେକ କୌସର ): ବାଲୁଗାଁ ମହାବିଦ୍ୟାଳୟ ଇଂରାଜୀ ବିଭାଗ ପକ୍ଷରୁ ସମସାମୟିକ ଭାରତୀୟ ସାହିତ୍ୟ ଓ ସମାଜରେ ରାମାୟଣ ଓ ମହାଭାରତର ପରିବର୍ତ୍ତିତ ଦୃଷ୍ଟିକୋଣ ଶୀର୍ଷକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷl ଡକ୍ଟର କଳ୍ପନା ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିରରେ ସଙ୍କୁଳ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦଯାପିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୬/୧୨/୨୩ : ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିରରେ ଆଜି ସଙ୍କୁଳ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିର ପ୍ରଧାନ ଆଚାର୍ଯ୍ୟ ସତ୍ୟ ନାରାୟଣ ଚୌଧୁରୀ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ…

ଚିଲିକାରେ ବେଆଇନ ଘେରି ଉଚ୍ଛେଦ ଅଭିଯାନ lll

ବାଲୁଗାଁ (ସେକ କୌସର ): ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାର ପ୍ରକୃତିମୟୀ ନିଳାମ୍ବୁ ଚିଲିକାରୁ ବେଆଇନ ଘେରି ଉଛେଦ ଅଭିଯାନ ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ଚିଲିକାରେ ବେଆଇନ ଘେରି ଉଚ୍ଛେଦ ଅଭିଯାନରେ ପାଖାପାଖି ୪୧୮ ହେକ୍ଟର ଅଞ୍ଚଳ ଘେରିମୁକ୍ତ…

ନବରଙ୍ଗପୁର ମହିଳା ସ୍ନାତକ ମହାବଦ୍ୟାଳୟରେ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା ର ଉତ୍ସବ ଅନୁଷ୍ଠିତ

ଅଶୋକ ସାହୁ, ଶାସକ ପ୍ରଶାସକ: ଦ୍ଵିତୀୟ ଦିବସର କାର୍ଯ୍ୟକ୍ରମ ରେ କାର୍ଯ୍ୟକ୍ରମରେ ନବରଙ୍ଗପୁର ତହସିଲ୍ ର ତହସିଲଦାର ଶ୍ରୀ କୈଳାଶ ଚନ୍ଦ୍ର ତ୍ରିପାଠୀ, ବିଶିଷ୍ଟ ଆଇନଜୀବୀ ତଥା କୋଣାର୍କ ଆଇ ଟି ଆଇ ର ନିର୍ଦ୍ଦେଶକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର , DIC ର I.P.O ସୁଶ୍ରୀ ସ୍ଵାତି ମିଶ୍ର ,…

ନବ ନିଯୁକ୍ତ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସଭାପତି ଶୁଭ ଜିତ ପାଣିଗ୍ରାହୀଙ୍କୁ ଡାବୁଗାଁରେ ବିପୁଳ ସମ୍ବର୍ଦ୍ଧନା

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୬/୧୨/୨୩ : ନବ ନିଯୁକ୍ତ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସଭାପତି ଡାବୁଗାଁ ର ଶୁଭ ଜିତ ପାଣିଗ୍ରାହୀ ଙ୍କୁ ଆଜି ସନ୍ଧ୍ୟାରେ ବ୍ଲକ ବିଜେପି ତରଫରୁ ବିପୁଳ ସମ୍ବର୍ଦ୍ଧନା ଦିଆ ଯାଇଛି। ଦଳୀୟ କର୍ମୀ ମାନେ ଡାବୁଗାଁ ତାରିଣୀ ମନ୍ଦିର ୪ ଛକ…

ଯୁକ୍ତ ଦୁଇ ଶ୍ରେଣୀର କ୍ରୀଡ଼ା ଉତ୍ସବ ଅନୁଷ୍ଠିତ….

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କଳିଙ୍ଗ ମହାବିଦ୍ୟାଳୟ ପରିସରରେ ଓଡ଼ିଶା ସରକାରଙ୍କ ନୂଆ-ଓ ଆନୁକୂଲ୍ୟରେ ଯୁକ୍ତ ଦୁଇ ଶ୍ରେଣୀର କ୍ରୀଡ଼ା ଉତ୍ସବ ତା-୧୫-୧୨-୨୩ ରିଖ ଦିନ ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ଚାରି ଦିନ ଧରି ଅନୁଷ୍ଠିତ ବିଭିନ୍ନ…

କଳିଙ୍ଗ ମହାବିଦ୍ୟାଳୟରେ ଯୌନ ନିର୍ଯାତନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ସ୍ଥାନୀୟ କଳିଙ୍ଗ ମହାବିଦ୍ୟାଳୟ ପରିସରରେ ତା-୧୪-୧୨-୨୩ରିଖ ଦିନ ତାଲୁକା ସ୍ତରୀୟ ଆଇନ ସହାୟତା କମିଟି ଆନୁକୂଲ୍ୟରେ ଏକ ସଚେତନତା ମୂଳକ ଆଲୋଚନା ଚକ୍ର ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ…

ନୂଆ-ଓ ତରଫରୁ ସଡକ ସୁରକ୍ଷା ସଚେତନତା ପଦଯାତ୍ରା….

ଘୁ. ଉଦୟଗିରି(ଅବନୀ କୁମାର ପ୍ରଧାନ): ଓଡ଼ିଶା ସରକାରଙ୍କ ଦ୍ଵାରା ପ୍ରାୟୋଜିତ ନୂଆ-ଓ କାର୍ଯ୍ୟକ୍ରମ ଆନୁକୂଲ୍ୟରେ କଳିଙ୍ଗ ମହାବିଦ୍ୟାଳୟର ଯୁକ୍ତ ଦୁଇ ଛାତ୍ର ଛାତ୍ରୀଙ୍କ ଦ୍ବାରା ଏକ ସଡକ ସୁରକ୍ଷା ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସଡକ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ଳାକାଡ ଧରି…