ବେଲଗୁଣ୍ଠାରେ ଘୁମୁସର ରଥ ପରିକ୍ରମା

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଘୁମୁସର ଜିଲ୍ଳା ଗଠନ ଦାବିରେ ଆଜି ବେଲଗୁଣ୍ଠାରେ ଘୁମୁସର ବିକାଶ ପରିଷଦ ପକ୍ଷରୁ ଘୁମୁସର ରଥ ପରିକ୍ରମା କରାଯାଇଛି I ଆଜି ବେଲଗୁଣ୍ଠା ପେଣ୍ଠ ସାହିରେ ଘୁମୁସର ଜିଲ୍ଳା କ୍ରିୟାନୁଷ୍ଠାନ କମିଟି ସଭାପତି ସୋମନାଥ ନାୟକଙ୍କ ନେତୃତ୍ୱରେ କ୍ରିୟାନୁଷ୍ଠାନ ସଦସ୍ୟ…

ବେଲଗୁଣ୍ଠା ବିଜ୍ଞାନ ଉଚ୍ଚ ମାଧ୍ୟ୍ୟମିକ ବିଦ୍ୟାଳୟ ତରଫରୁ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-: ବେଲଗୁଣ୍ଠା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ଵିତୀୟ ବର୍ଷର ଛାତ୍ର ଛାତ୍ରୀ ମାନଙ୍କ ତରଫରୁ ଓଡିଶା ସରକାରଙ୍କ ସମ୍ୱନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଡ଼ଃ ରଞ୍ଜନ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ…

ଅଞ୍ଚଳ ମହାବିଦ୍ୟାଳୟ ରେ କ୍ରୀଡା ପ୍ରତିଯୋଗିତା

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରରେ ନୂଆ-ଓ, ଯୁବ ଓଡ଼ିଶା- ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉପଲକ୍ଷେ କ୍ରୀଡା ଉତ୍ସବ ପ୍ରତିଯୋଗିତା ଅଧକ୍ଷ ଶ୍ରୀ ଲଳିତମୋହନ ପଣ୍ଡା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଅଛି। ଏହି ଅବସରରେ ଯୁକ୍ତ ଦୁଇ ଏବଂ ତିନି…

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୧୩ତମ ବାର୍ଷିକ କ୍ରିଡା ଅନୁଷ୍ଠିତ

ଗାଇସିଲାଟ/ସ୍ଥାନୀୟ ସରସ୍ଵତୀ ଶିଶୁ ମନ୍ଦିର ଆନୁକୂଲ୍ୟରେ ଗାଇସିଲାଟ ମିନିଷ୍ଟାଡିୟମ୍ ଠାରେ ବାର୍ଷିକ ଖେଲକୁଦ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଉଦ୍ଘାଟନି ଉସ୍ବବରେ ମୁଖ୍ଯ ଅତିଥି ଭାବରେ ଗାଇସିଲାଟ ମଣ୍ଡଲର ଯୋଗ ଶିକ୍ଷକ ବ୍ୟାସଦେବ ପାତ୍ର ଯୋଗଦାନ କରିଥିଲେ। ଉଦଯାପନୀ ଉସ୍ବବରେ…

ସୀମାନ୍ତ ମହାବିଦ୍ୟାଳୟରେ ଭାରତୀୟ ଭାଷା ଦିବସ ଓ “ନୂଆ ଓ ” କାର୍ଯ୍ୟକ୍ରମ ଅନୁଷ୍ଠିତ।

ସାରସକଣା ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ: ସାରସକଣା ବ୍ଲକ ଅନ୍ତର୍ଗତ ସ୍ଥାନୀୟ ଝାରପୋଖରିଆ ସ୍ଥିତ ସୀମାନ୍ତ ମହାବିଦ୍ୟାଳୟ ଆନୁକୂଲ୍ୟରେ ଅଧ୍ୟକ୍ଷ ବୁଦ୍ଧଦେବ କରଙ୍କ ଅଧ୍ୟକ୍ଷତାରେ ଉଭୟ ଓଡ଼ିଆ ଓ ଇଂରାଜୀ ବିଭାଗ ଦ୍ଵାରା 'ଭାରତୀୟ ଭାଷା ଦିବସ" ପାଳିତ ହୋଇଯାଇଛି।ଉକ୍ତ ଉତ୍ସବରେ ମୁଖ୍ୟବକ୍ତା…

ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ।

ପାଇକମାଲ :- ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ରେ ଆସନ୍ତା ତା ୨୨.୧୨.୨୦୨୩ ରିଖ ଶୁକ୍ରବାର ଦିନ ଉକ୍ତ ଉତ୍ସବ ପାଳନ କରିବା ପାଇଁ…

ବାଲ୍ ବୈଜ୍ଞାନିକଙ୍କ ଅପେକ୍ଷାରେ ଅନ୍ୱେଷା

ପଦ୍ମପୁର :- ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ଆଦିବାସୀ କଲ୍ୟାଣ ବିଭାଗର ଖେଳ ପଡିଆ ଅନ୍ୱେଷା ସଂପୂର୍ଣ୍ଣ ରୂପେ ପ୍ରସ୍ତୁତ ହୋଇ ଅପେକ୍ଷା କରିଛି ବାଲ୍ ବୈଜ୍ଞାନିକ ମାନଙ୍କୁ l ଆସନ୍ତା କାଲି ଠାରୁ ତିନି ଦିନ ଧରି ଏହି ପ୍ରଦର୍ଶନୀ ଚାଲିବ l ବରଗଡ଼ ଜିଲ୍ଲା ଶିକ୍ଷାଅଧିକାରୀ ଶ୍ରୀ ମିତ୍ର ଭାନୁ…

ପଠାଣି ସାମନ୍ତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ନୟାଗଡ଼,(ଲକ୍ଷ୍ମୀଧର ସାହୁ,):ବିଶ୍ୱବିଶୃତ ନଭବିଜ୍ଞାନୀ ମହାମହପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ବା ପଠାଣି ସାମନ୍ତଙ୍କ ୧୮୯ତମ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ଏବଂ ପଠାଣି ସାମନ୍ତ ଜନ୍ମଜୟନ୍ତୀ କମିଟି…

ମୁଖ୍ୟ ଡାକ ଅଫିସ୍ ସମ୍ମୁଖରେ ଗ୍ରାମୀଣ ଡାକ ସେବକଙ୍କ ଅନିର୍ଦ୍ଦିଷ୍ଟ କାଳ ଧର୍ମଘଟ ଆନ୍ଦୋଳନ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଅଖିଳ ଭାରତ ଗ୍ରାମୀଣ ଡାକ ସେବକ ସଂଘର ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ଏହିକ୍ରମରେ ରାୟଗଡା ଜିଲ୍ଲା ଗୁଣପୁର ଗ୍ରାମୀଣ ଡାକ ସେବକ ସଂଘ ମଧ୍ୟ ଆନ୍ଦୋଳନରେ ସାମିଲ ହୋଇଛି। ଗ୍ରାମୀଣ ଡାକ ସେବକଙ୍କ କାର୍ଯ୍ୟ ନିର୍ଘଣ୍ଟ…

ମହେନ୍ଦ୍ରଗିରି ଶିଖର ମାତା କୁନ୍ତୀ ମନ୍ଦିରରୁ ଗଜପତି ଉତ୍ସବ-୨୦୨୩ ଶୁଭାରମ୍ଭ

https://youtu.be/1vsCJmpTLUU ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମହେନ୍ଦ୍ରଗିରି ଶିଖର ମାତା କୁନ୍ତୀ ମନ୍ଦିରରୁ ଜିଲ୍ଲାସ୍ତରୀୟ ''ଗଜପତି ଉତ୍ସବ''-୨୦୨୩ ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଗଜପତି ମହୋତ୍ସବ ମଶାଲ ଶୋଭାଯାତ୍ରା ମହେନ୍ଦ୍ରଗିରି ଶିଖରରୁ ବାହାରିବା ପରେ କଇଁପୁର…