ଜିଲ୍ଲା ସ୍ତରୀୟ ସଦାଶିବ ତ୍ରିପାଠୀ ଜୟନ୍ତୀ

ସ୍ୱାଧୀନତା ସଂଗ୍ରାମ ଓ ଆଦିବାସୀଙ୍କ ବିକାଶ ପାଇଁ ତାଙ୍କ ଅବଦାନ ଅବିସ୍ମରଣୀୟ ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ସମାରୋହ ଶ୍ରଦ୍ଧାର ସହ ପାଳିତ…

ମାଲକାନଗିରିରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନୁଷ୍ଠିତ

ସରକାରୀ ସହାୟତାରେ ନୂତନ ଜୀବନ ଆରମ୍ଭ କଲେ ୧୭ ନବଦମ୍ପତି ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି କଲ୍ୟାଣ ମଣ୍ଡପଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅତ୍ୟନ୍ତ ଆନନ୍ଦଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି। ଏହି ସାମୂହିକ ବିବାହ…

ମାଲକାନଗିରି ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ର ଦାବୀ ପତ୍ର ପ୍ରଦାନ।

  ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ଓଡ଼ିଶା ରାଜା ଅବସରପ୍ରାପ୍ତ କର୍ମଚାରୀ ମବାସଂଘର ନିର୍ଦ୍ଦେଶ କ୍ରମେ ମାଲକାନଗିରି ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ର ସଭାପତି ବାଲାରାଜୁ ପାଢ଼ି ଙ୍କ ତତ୍ବାବଧାନରେ ଏକ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରାରେ ସଂଘର ସଦସ୍ୟମାନେ ୧୦ ଦଫା…

ଗ୍ରୀଷ୍ମ ପ୍ରବାହ ପାଇଁ ପ୍ରଶାସନର ନିଷ୍ପତ୍ତି, ୨୨ ରୁ ୨୫ ତାରିଖ ଯାଏଁ ଶିକ୍ଷାନୁଷ୍ଠାନ ବନ୍ଦ

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ନେଇ ଏକ ବଡ଼ ଘୋଷଣା କରାଯାଇଛି। ଜିଲ୍ଲାରେ ପ୍ରକଟ ହୋଇଥିବା ପ୍ରବଳ ତାତି ଓ ଗୁଳୁଗୁଳିରୁ ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବା ପାଇଁ ଆସନ୍ତା…

କେନ୍ଦୁଝରରେ ଶ୍ରୀ ଜୟଦେବଙ୍କ ଜୟନ୍ତୀ ଉତ୍ସବ ଉତ୍ସାହ ଓ ଭକ୍ତିଭାବରେ ପାଳିତ

କେନ୍ଦୁଝର,ତା୨୧/୪-ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ପାର୍କ ଲାଇନ ସ୍ଥିତ ଜିଲ୍ଲା ଅଡିଟୋରିୟମରେ ଶ୍ରୀ ଜୟଦେବଙ୍କ ଜୟନ୍ତୀ ଉତ୍ସବ ଆଜି ସନ୍ଧ୍ୟାରେ ଉତ୍ସାହ ଓ ଭକ୍ତିଭାବର ସହିତ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସାଧାରଣ ସଭାରେ ଜିଲ୍ଲା…

“ସେବା, ସରଳତା ଓ ସତ୍ୟନିଷ୍ଠତାର ଜୀବନ୍ତ ପ୍ରତୀକ ଡଃ ସଦାଶିବ ତ୍ରିପାଠୀ”

ମହାନ ଜନନେତା ଓ ସ୍ୱାଧୀନତା ସଂଗ୍ରାମୀ ଡଃ ସଦାଶିବ ତ୍ରିପାଠୀଙ୍କ ଆଦର୍ଶକୁ ସ୍ମରଣ କରି ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ଭୁବନେଶ୍ୱର, ୨୧.୦୪.୨୦୨୬ : ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀ ଜଣେ ସତ୍ୟନିଷ୍ଠ ଓ ଆଦର୍ଶ ରାଜନେତା ଭାବେ ଓଡ଼ିଶାର…

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ରେ ସାମୂହିକ ବିବାହ

୨୮ ଜଣ ଦମ୍ପତିଙ୍କ ସାମୁହିକ ବିବାହ ସମ୍ପନ୍ନ ଜଗତସିଂହପୁର,ତା-୨୦.୦୪.୨୦୨୬/ସୁମନ୍ତକୁମାରଦାସ: ଜଗତସିଂହପୁର, ୨୧ /୪: ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ୨୧ ତାରିଖ ମଙ୍ଗଳବାର ଦିନ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖସ୍ଥ ପଡ଼ିଆରେ…

ନବରଙ୍ଗପୁର ଠାରେ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ ସଦାଶିବ ତ୍ରୀପାଠୀ ଙ୍କ ଜନ୍ମ ଜୟନ୍ତୀ…

ନବରଙ୍ଗପୁର ତା ୨୧.୪v.୨୦୨୬:ଅଶୋକ ସାହୁ,ସ୍ଥାନୀୟ ନବରଙ୍ଗପୁର ପୌରପାଳିକା ସମ୍ମିଳନୀ ଗୃହରେ ସକାଳ ୮.୩୦ ମି ସମୟରେ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ଼ା ସଦାଶିବ ତ୍ରୀପାଠୀଙ୍କ ଜନ୍ମ ଜୟନ୍ତୀ ସମାରୋହ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ,ପୂଜ୍ୟପୂଜା,ସ୍ମୃତି ଚାରଣ…

ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ , ବହୁ ପ୍ରତିଭାଧାରୀ ସମ୍ମାନିତ

ବ୍ରହ୍ମପୁର: ଅଗ୍ରଣୀ ସେବା ଅନୁଷଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଶନିବାର ରେଲ୍ ୱେ ଇନଷ୍ଟିଚ୍ୟୁଟ ମଣ୍ଡପ ପରିସରରେ ଉତ୍ସବ ୨୦୨୬ ନାମରେ ଆୟୋଜିତ ହୋଇଯାଇଛି ।ଫାଉଣ୍ଡେସନ ର ମୁଖ୍ୟ ପରିଚାଳିକା ଶ୍ରଦ୍ଧାଞ୍ଜଳୀ ପାଢ଼ୀ ଓ ସଭାପତି ପ୍ରଣବ କୁମାର୍ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ମାଛ ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ ଦଶ ଦିନ ବିତିଲା. ପୁଲିସ ହାତ ଖାଲି

ସାମ୍ବାଦିକ ସମ୍ମିଳନୀ ଜରିଆରେ କ୍ଷୋଭ ପ୍ରକାଶ କଲେ ପୀଡ଼ିତଙ୍କ ପରିବାର ବସ୍ତା:୨୧/୪(ପି ଏନ ଏସ): ବସ୍ତା ଥାନା, ବାଉଁଶମୁଖା ଗ୍ରାମର ଜୈନିକ ଯୁବକଙ୍କୁ କିଛି ଯୁବକ ମରଣାନ୍ତକ ଆକ୍ରମଣ କରି ଲହୁଲୁହାଣ କରିଥିବା ବେଳେ ଘଟଣା ବାବଦରେ ପୀଡ଼ିତଙ୍କ ସ୍ତ୍ରୀ ୧୦ ଦିନ ପୂର୍ବେ ଥାନାରେ ଲିଖିତ ଅଭିଯୋଗ…