Sign in
Sign in
Recover your password.
A password will be e-mailed to you.
ସୁନ୍ଦରଗଡ଼ରେ ଜୋନସ୍ତରୀୟ ଶିଶୁ ମହୋତ୍ସବ ‘ସରଗି ଫୁଲ୍’, ଜନଜାତି ଛାତ୍ରଛାତ୍ରୀଙ୍କ ଭିତରେ ଉତ୍ସାହ
ବିଭିନ୍ନ ସର୍ଜନାତ୍ମକ କାର୍ଯ୍ୟକ୍ରମ ସହ ବକ୍ତୃତା, ସ୍ଲୋଗାନ, ନୃତ୍ୟ ଓ କ୍ରୀଡ଼ା ପ୍ରତିଯୋଗିତା
ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ସୁନ୍ଦରଗଡ଼ ଭବାନିପୁରସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଠାରେ ଚାଲିଛି ଉତ୍ତର-ଓଡ଼ିଶା ଜୋନସ୍ତରୀୟ ଶିଶୁ ମହୋତ୍ସବ ‘ସରଗି ଫୁଲ୍’। ଏହି କାର୍ଯ୍ୟକ୍ରମରେ…
ତିର୍ତୋଲ ନିର୍ବାଚନମଣ୍ଡଳୀ ଚାଷୀମାନଙ୍କର ଦୁଃଖ ପାଲିଟିଥିବା ହଂସୁଆ ନଦୀର ଶର୍ଯ୍ୟ ଖନନ
ଜଗତସିଂହପୁର,ତା-୦୮.୧୨.୨୦୨୩/ସୁମନ୍ତ କୁମାର ଦାସ: ୫ ଦଫା ଦାବି ନେଇ ଆଜି ଜଗତସିଂହପୁର ଜିଲ୍ଲା ଜଳ ସମ୍ପଦ ବିଭାଗର କାର୍ଯ୍ୟାଳୟକୁ ଘେରାଉ କରିଛନ୍ତି ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର କଂଗ୍ରେସକର୍ମୀ ଓ ଜନସାଧାରଣ l ସୂଚନା ଅନୁଯାୟୀ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ତଥା…
ତାଲପାଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ
ଗାଇସିଲାଟ/ମନ ଡନସନା- ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ତାଲପାଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ନୂଆଁ - ଓ, ଯୁବ ଓଡିଶା ନବୀନ ଓଡିଶା ତଥା ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅଧ୍ୟକ୍ଷ କ୍ଷୀରୋଦ୍ର ପଧାନ ଙ୍କ ସଭାପତିତ୍ବ ରେ ଉଦଘାଟନ ହୋଇ ଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ହସ୍ତ…
ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀ ପ°ଜିକରଣ ସମ୍ପର୍କୀୟ ଜିଲ୍ଲା ସ୍ତରୀୟ ବୈଠକ
ଜଗତସିଂହପୁର,ତା-୦୮.୧୨.୨୦୨୩/ସୁମନ୍ତ କୁମାର ଦାସ: ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲା କୃଷି ବିଭାଗ ଆନୁକୂଲ୍ୟରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାଓ୍ବରୀ ଙ୍କ ଅଧ୍ୟକ୍ଷତାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ଚାଷୀ ପଞିକରଣ ସମ୍ପର୍କୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।କୃଷକ…
ଶ୍ରୀକୃଷ୍ଣ ଏକାଡେମୀ ଉଚ୍ଚ ବିଦ୍ୟାଳୟ ଠାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଶିବିର ଅନୁଷ୍ଠିତ
ଜଗତସିଂହପୁର,ତା-୦୮.୧୨.୨୦୨୩/ସୁମନ୍ତ କୁମାର ଦାସ: ଭିନ୍ନକ୍ଷମ ମାନଙ୍କୁ ସମାଜର ମୁଖ୍ୟ ସ୍ରୋତ ରେ ସାମିଲ କରିବାର ପ୍ରୟାସ ନେଇ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାର ପ୍ରତ୍ୟେକ ବ୍ଳକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଅଭିଯାନ ଶିବିର ଆୟୋଜନ କରାଯାଉଅଛି। ଏହି ଅଭିଯାନ ଅନ୍ତର୍ଗତ…
ଯୁବ ସାମ୍ବାଦିକ ଜଗନ୍ନାଥଙ୍କ ଏକାଦଶାହ ତିଥିରେ ବେଲଗୁଣ୍ଠା ପ୍ରେସକ୍ଲବ ତରଫରୁ ସ୍ମୃତିସଭା ଏବଂ କ୍ୟାଣ୍ଡେଲ୍…
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ରେ କାର୍ଯ୍ୟରତ ଦୈନିକ ଖବର କାଗଜ ସମୟର ସାମ୍ବାଦିକ ସ୍ଵର୍ଗତ ଜଗନ୍ନାଥ ନାୟକଙ୍କ ଏକାଦଶାହ ତିଥିରେ ବେଲଗୁଣ୍ଠା ପ୍ରେସକ୍ଲବ ତରଫରୁ ସ୍ମୃତିସଭା ଏବଂ କ୍ୟାଣ୍ଡେଲ୍ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି I ବେଲଗୁଣ୍ଠା ପ୍ରେସକ୍ଲବ ସଭାପତି…
ଗଜପତିରେ ଶିଶୁ ଶ୍ରମିକ ଉଦ୍ଧାର
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶ୍ରମ ବିଭାଗ , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଶିଶୁ ମଙ୍ଗଳ ସମିତି , ସିସିଡ଼ି ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ପୋଲିସ୍ ପ୍ରଶାସନର ମିଳିତ ସହଯୋଗରେ ପାରଳାଖେମୁଣ୍ଡି ସହରରେ ଥିବା ବିଭିନ୍ନ ଦୋକାନ , ଗେରେଜ୍ , ଭୋଜନ ହୋଟେଲ୍ ରେ ଅତର୍କିତ…
ସହରାଞ୍ଚଳରେ ଧୂସରଜଳ ପରିଚାଳନା ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ବେଲଗୁଣ୍ଠା:-(ଶିବରାମ ଚୌଧୁରୀ )-, ରାଜ୍ୟସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସହରାଂଚଳର ବିଭିର୍ଣ୍ଣଡ୍ରେନ ରେ ନିଷ୍କାସିତ ବ୍ୟବହୃତ ଧୂସରଜଳର ଦୀର୍ଘସ୍ଥାୟୀ ପରିଚାଳନା ସମ୍ବନ୍ଧୀୟ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବିଜ୍ଞାପିତ ଅଂଚଳ ପରିଷଦ ବେଲଗୁଣ୍ଠା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…
ଗଜପତିରୁ କନ୍ୟାରତ୍ନ କୁ କୋଳେଇ ନେଲେ ତେଲେଙ୍ଗାନା ଦମ୍ପତ୍ତି
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୦ ତମ ଶିଶୁକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ପୋଷ୍ୟ ସନ୍ତାନ ଭାବେ ତେଲେଙ୍ଗାନା ରାଜ୍ୟର ଏକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ପ୍ରକାରେ ଲାଳନ ପାଳନ କରିବାରେ…
କେ. ନୂଆଁଗଡ଼ ଗ୍ରାମ ମାଆ ବ୍ଯାଘ୍ରଦେବୀ ମନ୍ଦିର ମୁଖ୍ୟ ପୂଜକଙ୍କ ପରଲୋକ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଗୁରୁବାର ବିଳମ୍ବିତ ରାତ୍ରିରେ ବେଲଗୁଣ୍ଠା ବ୍ଳକ୍ କେ. ନୂଆଁଗଡ଼ ଗ୍ରାମ ମାଆ ବ୍ଯାଘ୍ରଦେବୀ ମନ୍ଦିର ମୁଖ୍ୟ ପୂଜକ ରାଜନ କୁମାର ବଢାଇଙ୍କ (74) ବର୍ଷ ବୟସରେ ପରଲୋକ ଘଟିଛି I ସ୍ଵର୍ଗତ ରାଜନ କିଛି ଦିନ ହେବ କର୍କଟ ରୋଗରେ ପୀଡ଼ିତ ହୋଇ ବ୍ରହ୍ମପୁରର ଏକ…