ବିରିଡ଼ି ବ୍ଲକ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଶିବିର ଅନୁଷ୍ଠିତ

ଜଗତସିଂହପୁର,ତା-୦୭.୧୨.୨୦୨୩/ସୁମନ୍ତ କୁମାର ଦାସ: ଜିଲ୍ଲାପାଳ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲାର ପ୍ରତ୍ୟେକ ବ୍ଳକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଅଭିଯାନ ଶିବିର ଆୟୋଜନ କରାଯାଉଅଛି। ଏହି ଅଭିଯାନ ଅନ୍ତର୍ଗତ ଆଜି ବିରିଡ଼ି ବ୍ଳକ କାର୍ଯ୍ୟାଳୟ ଠାରେ ତିର୍ତ୍ତୋଲ ବିଧାୟକ ଶ୍ରୀ ବିଜୟ…

ଡିସେମ୍ବର ୧୨ରେ ପାଳିତ ହେବ ମହୋଦଧି ଦିବସ ଓ ମହୋଦଧି ସମ୍ମାନ

ପୁରୀ (ଅନିମେଶ ପଟ୍ଟନାୟକ): ଭୂଭାଗର ୭୦ ପ୍ରତିଶତ ହେଉଛି ଜଳ । ଏହାର ୯୬ ପ୍ରତିଶତ ହେଉଛି ସମୁଦ୍ର । ସମୁଦ୍ର ଓ ସାମୁଦ୍ରିକ ଜୀବନର ପ୍ରଭାବ ଗଭୀର ଭାବରେ ଜଳବାୟୁ ଉପରେ ରହିଛି । ସମୁଦ୍ର କିମ୍ବା ସାମୁଦ୍ରିକ ଜୀବନ କୁ ସୁରକ୍ଷିତ ରଖିବା ପାଇଁ ବର୍ତ୍ତମାନ ସୁଦ୍ଧା ସମସ୍ତେ ସଚେତନ ନୁହନ୍ତି।…

ସମନ୍ବିତ ଯୁବ ବିକାଶର ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଶୁଭ ଉଦଘାଟନ l

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ ଅସୁରେଶ୍ବର ସ୍ଥିତ ସୁଭଦ୍ରା ମହତାବ ମହାବିଦ୍ୟାଳୟ ପରିସରରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ଯୁବ କ୍ରୀଡ଼ା ବିକାଶ ସଂସ୍ଥା ପକ୍ଷରୁ ସମନ୍ବିତ ଯୁବ ବିକାଶ ଯୋଜନାରେ ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭ…

ଉତ୍କଳ ଆଲୁମିନାରେ ୨୫ତମ ଖଣି ପରିବେଶ ଓ ଖଣିଜ ସଂରକ୍ଷଣ ସପ୍ତାହ ପାଳିତ

କାଶୀପୁର ରୁ ବୈକୁଣ୍ଠ ଦୁରିଆ : ଆଦିତ୍ୟ ବିର୍ଲା ଗ୍ରୁପ୍‍ର ହିଣ୍ଡାଲ୍‍କୋ ଲିମିଟେଡର ଏକ ସହଯୋଗୀ କମ୍ପାନୀ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡର ବାଫିଲମାଳି ବକ୍ସାଇଟ ଖଣିରେ ଏକ ସପ୍ତାହବ୍ୟାପୀ ଖଣି ପରିବେଶ ଓ ଖଣିଜ ସଂରକ୍ଷଣ (ଏମ୍‍ଇଏମ୍‍ସି) ସପ୍ତାହ ୨୦୨୩ ନଭେମ୍ବର ୩୦ରୁ ୨୦୨୩…

ଗଜପତି ଉତ୍ସବ -୨୦୨୩ ସ୍ମରଣିକା କମିଟିର ବୈଠକ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଉତ୍ସବ -୨୦୨୩ ସ୍ମରଣିକା କମିଟିର ଅଧ୍ୟକ୍ଷ ଉପାନ୍ତପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇ ପ୍ରାପ୍ୟ ସମସ୍ତ ଉପାଦେୟ ଲେଖା ଗୁଡ଼ିକର ଚୁଡ଼ାନ୍ତ ଚୟନ ପ୍ରକ୍ରିୟା କରାଯାଇଥିଲା। ସୂଚନା ଓ ଲୋସଂପର୍କ…

ଆଂଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ଵାରା “ସଡ଼କ ସୁରକ୍ଷା ସଚେତନତା” କାର୍ଯ୍ୟକ୍ରମ

ବେଲଲଗୁଣ୍ଠା -:(ଶିବରାମ ଚୌଧୁରୀ )-ଆଂଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ "ଯୁବ ଓଡ଼ିଶା ନବୀନ ଓଡ଼ିଶା" ମାଧ୍ୟମରେ "ସଡ଼କ ସୁରକ୍ଷା ସଚେତନତା" ପାଳନ ହୋଇଥିଲା ।ପ୍ରଥମେ ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ପଟ୍ଟନାୟକ ଓ ସମସ୍ତ କର୍ମଚାରୀଙ୍କ ଉପସ୍ଥିତିରେ ସମାଜ ସେବୀ…

ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟି ରେ ମାସିକ ଋତୁସ୍ରାବ କର୍ମଶାଳା ଅନୁଷ୍ଠିତ

ରାଉରକେଲା, (ବସନ୍ତ କୁମାର ଜେନା): ସେକ୍ଟର ୧୭ ରେ ଥିବା ମହିଳା ଅନୁଷ୍ଠାନ ଯାଜ୍ଞସେନୀ ଓ ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟି ର ମିଳିତ ସହଯୋଗରେ ମହିଳା ମାନଙ୍କ ପାଇଁ ମାସିକ ଋତୁସ୍ରାବ ସମୟରେ ବିଭିନ୍ନ ପ୍ରକାର ସଚେତନତା ମୂଳକ ପଦକ୍ଷେପ ଗ୍ରହଣ କରାଯିବାକୁ ନେଇ ଏକ କର୍ମଶାଳା ଆୟୋଜନ…

ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୁଆ ଓଡ଼ିଶା- ଯୁବ ଓଡ଼ିଶା-ନବୀନ ଓଡ଼ିଶା କାର୍ଯ୍ୟକ୍ରମ…

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୁଆ ଓଡ଼ିଶା ଯୁବ ଓଡ଼ିଶା-ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି I ଏହି ଅବସରରେ ଅନୁଷ୍ଠାନରେ ଏକ ଛଅ ଦିନିଆ କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି I…

ଡ଼ମ୍ବସରା ଜାତୀୟ ମହାବିଦ୍ୟାଳୟ ପରିସରରେ କ୍ରିଡ଼ା ଓ ନୂଆ ଓଡ଼ିଶା କାର୍ଯ୍ୟକ୍ରମ ଶୁଭ ଉଦ୍ଘାଟନ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଆଜି ଗୁଣପୁର ବ୍ଲକ ଅନ୍ତର୍ଗତ ଡ଼ମ୍ବସରା ଜାତୀୟ ମହାବିଦ୍ୟାଳୟ(ଯୁକ୍ତ 2) ,ପରିସରରେ ସରକାରଙ୍କ କ୍ରୀଡା ଓ ଯୁବ ବିକାଶ ବିଭାଗ ତରଫରୁ ନୂଆ ଓଡିଶା କାର୍ଯ୍ୟକ୍ରମର ଶୁଭ ଉଦଘାଟନ ହୋଇଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ପ୍ରକାରେ ଆଜି ଦିବା 10,30…

ଜିଲ୍ଲା ପ୍ରଶାସନ ପକ୍ଷରୁ ଦିବ୍ୟାଙ୍ଗ ପ୍ରତାପ ଙ୍କୁ ବ୍ୟାଟେରୀ ଚାଳିତ ଟ୍ରାଇ ସାଇକେଲ ପ୍ରଦାନ

ଜଗତସିଂହପୁର,ତା-୦୭.୧୨.୨୦୨୩/ସୁମନ୍ତ କୁମାର ଦାସ: ଆଜି ଅପରାହ୍ନରେ ଜିଲ୍ଲା ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ବ୍ୟାଟେରୀ ଚାଳିତ ଟ୍ରାଇ ସାଇକେଲ, କୁଜଙ୍ଗ ବ୍ଲକ୍ ର ଫତେପୁର ପଞ୍ଚାୟତ ର ଭିନ୍ନକ୍ଷମ ପ୍ରତାପ ଚନ୍ଦ୍ର ପରିଡା ଙ୍କୁ ଉପଜିଲ୍ଲାପାଳ ଶ୍ରୀ ପ୍ରଦୀପ…