Sign in
Sign in
Recover your password.
A password will be e-mailed to you.
ପୋଖରାସାହ୍ଲେ ପଞ୍ଚାୟତରେ ‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ
ଝାରସୁଗୁଡ଼ା ଜିଲ୍ଲା କୋଲାବିରା ବ୍ଲକ ଅନ୍ତର୍ଗତ ପୋଖରାସାହ୍ଲେ ଗ୍ରାମପଞ୍ଚାୟତ ପରିସରରେ ଆଜି ସରକାରଙ୍କ ଏକ ସ୍ୱତନ୍ତ୍ର ‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ଝାରସୁଗୁଡ଼ାର ବିଧାୟକ ଟଙ୍କଧର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ…
+୩ ନାମଲେଖା ପାଇଁ ଛାତ୍ରୀଙ୍କ ସହାୟତାରେ ଆଗେଇଲେ ଦୀପାଳି ଦାସ
ଝାରସୁଗୁଡ଼ା, ୨୪/୬: ନୂତନ ଶିକ୍ଷାବର୍ଷରେ +୩ ନାମଲେଖା ପ୍ରକ୍ରିୟାକୁ ସହଜ ଓ ସୁବ୍ୟବସ୍ଥିତ କରିବା ଲକ୍ଷ୍ୟରେ ଝାରସୁଗୁଡ଼ା ମଙ୍ଗଳବଜାରସ୍ଥିତ ମହିଳା ମହାବିଦ୍ୟାଳୟ ପରିସରରେ ବିଜୁ ଛାତ୍ର ଜନତା ଦଳ ଓ ବିଜୁ ଯୁବ ଜନତା ଦଳ ପକ୍ଷରୁ ଏକ ସ୍ୱତନ୍ତ୍ର ‘ସହାୟତା କେନ୍ଦ୍ର’ କାର୍ଯ୍ୟକ୍ଷମ ହୋଇଛି।…
ଆମ ଆଦମୀ ପାର୍ଟିର ବିଧାନସଭା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ନବରଙ୍ଗପୁର: ନବରଙ୍ଗପୁର ସ୍ଥିତ ହୋଟେଲ ତୃପ୍ତି ପରିସରରେ ଆଜି ଆମ ଆଦମୀ ପାର୍ଟି (ଆପ୍) ପକ୍ଷରୁ ନବରଙ୍ଗପୁର ବିଧାନସଭା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ସାଙ୍ଗଠନିକ କାର୍ଯ୍ୟକ୍ରମ ଓ ଜନସମ୍ପର୍କ ଅଭିଯାନକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ବୈଠକ ଆୟୋଜିତ…
ଝାଡେଶ୍ୱରୀ କ୍ଲବର ବାର୍ଷିକ ଉତ୍ସବ ପାଳିତ: ୧୪୫ ପ୍ରତିଭାଙ୍କୁ ସମ୍ମାନିତ, ଯୋଗ କ୍ଷେତ୍ରରେ ବିଶେଷ ସମ୍ମାନ ପ୍ରଦାନ
ପୁରୀ, (ଅନିମେଶ ପଟ୍ଟନାୟକ): ଝାଡେଶ୍ୱରୀ କ୍ଲବ ପ୍ରାଙ୍ଗଣରେ କ୍ଲବର ବାର୍ଷିକ ଉତ୍ସବ–୨୦୨୬ ଆଡ଼ମ୍ବରପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶିକ୍ଷା, କ୍ରୀଡ଼ା, ସାହିତ୍ୟ ଓ ସାଂସ୍କୃତିକ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ…
ବୀରାଙ୍ଗନା ମହାରାଣୀ ଦୁର୍ଗାବତୀଙ୍କ ବଳିଦାନ ସ୍ମୃତି ସମାରୋହ
କେନ୍ଦୁଝର 24.6.2026 : ଗୋଣ୍ଡ ସାଂସ୍କୃତିକ ସମାଜ କେନ୍ଦୁଝର ପକ୍ଷରୁ ବୀରାଙ୍ଗନା ମହାରାଣୀ ଦୁର୍ଗାବତାଙ୍କର ୪୬୨ ତମ ଜିଲାସ୍ତରୀୟ ବଳିଦାନ ସ୍ମୃତି ସମାରୋହ ବୁଧବାର କେନ୍ଦୁଝର ସ୍ଥିତ ସଂସ୍କୃତି ଭବନ ଠାରେ ପାଳିତ ହୋଇଯାଇଛି। କେନ୍ଦୁଝର ଜିଲା ଗୋଁଡ ସମାଜର ସଭାପତି ଜନାର୍ଦ୍ଦନ ନାୟକଙ୍କ…
କେନ୍ଦୁଝରରେ ଆମ ଆଦମୀ ପାର୍ଟିର ବିଧାନସଭା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
କେନ୍ଦୁଝର,ତା୨୪/୬- କେନ୍ଦୁଝର ସ୍ଥିତ କାସାଣ୍ଡ୍ରା କଲଚରାଲ କ୍ଲବ ପରିସରରେ ଆଜି ଆମ ଆଦମୀ ପାର୍ଟି (ଆପ୍) ପକ୍ଷରୁ କେନ୍ଦୁଝର ବିଧାନସଭା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ସାଙ୍ଗଠନିକ କାର୍ଯ୍ୟକ୍ରମ ଓ ଜନସମ୍ପର୍କ ଅଭିଯାନକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ବୈଠକ ଆୟୋଜିତ…
ଦାସପୁର ଗ୍ରାମ ରେ ଜନ ଅଭିଯୋଗ ଶୁଣାଣୀ ରେ ସମସ୍ତ ଗୁହାରି ଶୁଣିଲେ ବିଧାୟକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତ ର ଦାସପୁର ଗ୍ରାମ ଠାରେ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ପାରଳା ବିଧାୟକ ରୁପେଶ ପାଣିଗ୍ରାହୀ ଅଭିଯୋଗ ଶୁଣାଣୀ ରେ ଯୋଗଦେଇ ସମୁଦାୟ ୨୩ ଗୋଟିଅଭିଯୋଗ ଶୁଣିଥିଲେ।…
କଇଁପୁର ମହେନ୍ଦ୍ରତନୟା ଆଶ୍ରମ ସ୍କୁଲ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦ୍ବାରା ସମ୍ମାନିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧିନସ୍ଥ କଇଁପୁର ଠାରେ ଥିବା ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଗ୍ରାମବିକାଶ ଦ୍ବାରା ପରିଚାଳିତ ମହେନ୍ଦ୍ରତନୟା ଆଶ୍ରମ ବିଦ୍ୟାଳୟ ଓଡିଶାର ଶ୍ରେଷ୍ଠ ୧୦ଟି ବିଦ୍ୟାଳୟ ସହ ଅନ୍ତର୍ଭୁକ୍ତ ହୋଇ କେନ୍ଦ୍ର ଶିକ୍ଷା…
ରାଜଗାଙ୍ଗପୁର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ରାଜଗାଙ୍ଗପୁର/ ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ରାଜଗାଙ୍ଗପୁର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର…
ମାଁ ସୁନାଦେଇ ଙ୍କ ବାର୍ଷିକ ଉତ୍ସବ ପାଳିତ ଓ ନୂତନ ଅର୍କେଷ୍ଟ୍ରା ଉଦଘାଟିତ
ନବରଙ୍ଗପୁର : 24/06/2026,ନବରଙ୍ଗପୁର ସଦରମହକୁମା ସ୍ଥିତ ମିରଗାନିଗୁଡା ରେ ସଂଗଠକ ତଥା ସମାଜସେବି, ଗାୟକ ବାବୁ ପାତ୍ର ଙ୍କ ପ୍ରତକ୍ଷ ତତ୍ୱାବଧାନରେ ମାଁ ସୁନାଦେଇ ଙ୍କ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ମିରଗାନିଗୁଡା ପୂଜା କମିଟି ପକ୍ଷରୁ ତିନି ଦିନ ଧରି ଆୟୋଜିତ ଏହି ଉତ୍ସବରେ ମଣ୍ଡେଇ…