ଜିଲ୍ଲା ସ୍ତରୀୟ ଯୁବ ମହୋତ୍ସବ’ ନୂଆ-ଓ ‘ ପାଇଁ ପ୍ରସ୍ତୁତି ବୈଠକ

ଜଗତସିଂହପୁର,ତା-୦୪.୧୨.୨୦୨୩/ସୁମନ୍ତ କୁମାର ଦାସ:  ଆସନ୍ତା ୨୨.୧୨.୨୦୨୩ ରିଖରେ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଯାଉଛି 'ନୂଆ -ଓ ' ଯୁବ ମହୋତ୍ସବ। ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ସୁପରିଚାଳନା ନିମନ୍ତେ ଆଜି ଜିଲ୍ଲପାଳ ଙ୍କ…

ବାଲିକୁଦା ବ୍ଳକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର,ତା-୦୪.୧୨.୨୦୨୩/ସୁମନ୍ତ କୁମାର ଦାସ:  ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଲକ୍ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ,ଭା.ପ୍ର.ସେ. ଜନସାଧାରଣଙ୍କ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ…

ଭିନ୍ନକ୍ଷମ ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର :

 ବଲାଙ୍ଗିର ୦୪/୧୨ : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଦେଓଗାଁ ବ୍ଲକ ଅନ୍ତର୍ଗତ ସଲେପାଳି ଜଗତ ବନ୍ଧୁ ଶିକ୍ଷା ନିକେତନ କାର୍ଯ୍ୟଲୟ ଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି  । ଉକ୍ତ ଶିବିର ରେ ଜିଲ୍ଲା ଆଇନ ସେବା…

ସମ୍ଭାବ୍ୟ ବାତ୍ୟା ଦୃଷ୍ଟିରୁ ଘୁଞ୍ଚିଲା ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ସମ୍ଭାବ୍ୟ ବାତ୍ୟା 'ମିଗଜୋମ'କୁ ଦୃଷ୍ଟିରେ ରଖି ଡିସେମ୍ବର ୫ ଏବଂ ୬ରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳାକୁ ଡିସେମ୍ବର ୧୧ ଏବଂ ୧୨ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ରାଜ୍ୟ ସରକାରଙ୍କ ବାତ୍ୟା ଜରୁରୀ ସୂଚନା,ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଶିକ୍ଷା…

ଜିଲ୍ଲାପାଳ,ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l

ରାୟଗଡ : ୪/୧୨- ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ…

ଗାଇସିଲାଟରେ ଅଭିଯୋଗ ଶୁଣାଣି

ଗାଇସିଲାଟ/ମନ ଡନସନା- ଆଜି ବରଗଡ଼ ଜିଲ୍ଲାର ଗାଇସିଲାଟ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବରଗଡ଼ ମୁଖ୍ଯ କାର୍ଯ୍ଯ ନିର୍ବାହି ଅଧିକାରୀ ଆଦିତ୍ଯ ଗୋୟଲ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ଆଲୋକ ପଟେଲ, ବିଡିଓ…

ଭିନ୍ନକ୍ଷମ ହେଲେ ମଧ୍ୟ ଗୁପଚୁପ ବିକି ଗୁଜୁରାଣ ମେଣ୍ଟାଉଛନ୍ତି ଦମ୍ପତ୍ତି

କାଶୀପୁର ରୁ ବୈକୁଣ୍ଠ ଦୁରିଆ - ଜନ୍ମରୁ ଶୁଣି ପାରନ୍ତି ନାହିଁ କି କଥା କହି ପାରନ୍ତି ନାହିଁ ଉଭୟ ସ୍ଵାମି-ସ୍ତ୍ରୀ | ହେଲେ କାହା ଆଗରେ ହାତପାତି ମାଗି ନାହାନ୍ତି କି ପରିବାର କିମ୍ବା କାହା ଉପରେ ବୋଝ ହୋଇନାହାଁନ୍ତି।ନିଜେ ଏକ ଠେଲାରେ ଗୁପଚୁପ ବିକ୍ରି କରି ଉଦାହରଣ ସାଜିଛନ୍ତି ଟିକିରି…

ଶିବ ମନ୍ଦିର ଛକରେ ଅଟୋ ବୋଲେରୋ ମୁହାଁ ମୁହିଁ ଧକ୍କା.

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ୱାର୍ଡ ନମ୍ବର-୪ ସ୍ଥିତ ଶିବ ମନ୍ଦିର ଛକରେ ଏକ ବଜାଜ ଡାଲା ଅଟୋ ନମ୍ବର( OD-12-D-1731) ଏକ ଇଲେକ୍ଟ୍ରି ଅଫିସରେ ଲାଗିଥିବା ବୋଲେର OR-12-A-8885 କୁ ଧକ୍କା ଦେବା ଫଳରେ ବୋଲେରଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି…

ବ୍ଲକ ସ୍ତରୀୟ ବିଶ୍ଵ ଭିନ୍ନକ୍ଷମ ଦିବସ ପାଳିତ

ଜମନକିରା ୦୪/୧୨/୨୩ (ଲିପନ ନାଏକ ) : ଡିସେମ୍ବର ତିନ୍ ତାରିଖ କୁ ବିଶ୍ଵ ଭିନ୍ନକ୍ଷମ ଦିବସ ରୁପେ ପାଳନ କରାଯାଏ,ଏଇ ପରିପେଖି ରେ ଆଜି ଜମନକିରା ଗୋଷ୍ଠି ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ରେ ବିଶ୍ଵଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି,ଏଇ କାର୍ଯ୍ୟକ୍ରମ ରେ ବ୍ଲକ ର ବିଭିନ୍ନ ଅଞ୍ଚଳ ରୁ…