Sign in
Sign in
Recover your password.
A password will be e-mailed to you.
‘ପ୍ରଦୂଷଣ ନିରାକରଣ ସୁସ୍ଥ ଗ୍ରହ ପାଇଁ ବଡ଼ ଆହ୍ଵାନ’
ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଜାତୀୟ ପ୍ରଦୂଷଣ ନିରାକରଣ ଦିବସ ପାଳନ
ରାଉରକେଲା,(ବସନ୍ତ କୁମାର ଜେନା): ରାଜ୍ଯ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବେଦବ୍ୟାସ ସ୍ଥିତ ବ୍ୟାସଦେବ ଉଚ୍ଚ ବିଦ୍ୟାଳୟରେ ଆଜି ଜାତୀୟ ପ୍ରଦୂଷଣ ନିରାକରଣ ଦିବସ ପାଳନ…
ଭଞ୍ଜନଗରରେ ବ୍ଳକ୍ ସ୍ତରୀୟ ଶିଶୁ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭଞ୍ଜନଗର/ ଉଦୟନାଥ ପଣ୍ଡା :ଭଂଜନଗର ଓଷ୍ଟା ଶାଖା ତରଫରୁ ସ୍ଥାନୀୟ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭଂଜନଗର ବ୍ଲକ ଓଷ୍ଟା ର ସଭାପତି ଶ୍ରୀ ଦିଲୀପ କୁମାର ସ୍ଵାଇଁଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ…
ଛାତ୍ରୀ ମାନଙ୍କ ଦ୍ୱାରା ପଥପ୍ରାନ୍ତ ନାଟକ “ସାବଧାନ ଜନତା”
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )- ବେଲଗୁଣ୍ଠା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଛାତ୍ରୀ ମାନଙ୍କ ଦ୍ୱାରା ସରକାର ଙ୍କ ଯୋଜନା ସମ୍ୱନ୍ୱିତ ଯୁବ ବିକାଶ ଓ ଭାରତ ସ୍କାଉଟ ଏଣ୍ଡ ଗାଇଡ଼ ତରଫରୁ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀ ମାନେ ବିଶ୍ୱ ଏଡ଼ସ ଦିବସରେ ଏକ ବିରାଟ ରାଲି କରି ନଗର…
ଜିଲ୍ଲା ପ୍ରଶାସନ ଓ ଆଇଏସଆରଡି “ସଖୀ” ୱାନ୍ ଷ୍ଟପ୍ ସେଣ୍ଟର ତରଫରୁ ଆନ୍ତର୍ଜାତୀୟ ମହିଳା ଓ ବାଳିକା ହିଂସା…
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ଓ ଆଇଏସଆରଡି "ସଖୀ" ୱାନ୍ ଷ୍ଟପ୍ ସେଣ୍ଟର ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ମହିଳା ଓ ବାଳିକା ହିଂସା ଦୂରୀକରଣ ଦିବସ ଅଭିଯାନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ପାଳିତ ହୋଇଯାଇଛି। ଉକ୍ତ…
ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଯାପନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ପାରଳାଖେମୁଣ୍ଡି ପରିସରରେ ଆଜି (ଶନିବାର ଦିନ) ଉଦଯାପନ ହୋଇଯାଇଛି।ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳାରେ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ବଳରାମ…
ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉଦ୍ୟାନ ଓ ମନ୍ଦିର ପ୍ରାଙ୍ଗଣରେ ସଫେଇ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା ସାମାଜିକ କାର୍ଯ୍ୟକ୍ରମର ଅନ୍ତିମ ଦିବସ ମହାସମାରୋହ ପାଳନ କରାଯାଇଥିଲା। ସକାଳେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦେବୀଙ୍କ…
“ଏଡ୍ସ ରୋଗକୁ ଘୃଣା କର ଏଡ୍ସ ରୋଗୀକୁ ନୁହଁ”
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡିସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ "ବିଶ୍ବ ଏଡ୍ସ ଦିବସ କାର୍ଯ୍ୟକ୍ରମ” ଯୁବ ରେଡ୍କ୍ରସ୍ ବିଭାଗ ଆନୁକୁଲ୍ୟରେ ଯୁବ ରେଡ୍କ୍ରସ୍ର ଅଧିକାରୀ ଅଧ୍ୟାପକ ଶ୍ରୀ କୃଷ୍ଣ ଚନ୍ଦ୍ର ପଣ୍ଡିତଙ୍କ ଦ୍ବାରା ଆୟୋଜନ କରାଯାଇଛି।…
ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ ଭାବେ ଅଶୋକ କୁମାର ମିଶ୍ରଙ୍କ ଯୋଗଦାନ |
ଭୁବନେଶ୍ୱର:ଭାରତୀୟ ରେଳ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ସେବା (ଆଇଆରଏସଇଇ) ର 2011 ବ୍ୟାଚ୍ ର ଅଧିକାରୀ ଶ୍ରୀ ଅଶୋକ କୁମାର ମିଶ୍ର ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ (ସିପିଆରଓ) ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି | ମୁଖ୍ୟ ଜନସମ୍ପର୍କ ଅଧିକାରୀ ଭାବରେ ଦାୟିତ୍ୱ ଗ୍ରହଣ…
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପାଣ୍ଡିଆନଙ୍କ ନିର୍ଦ୍ଦେଶ : ଜମିଜମା ସମସ୍ୟାର ହେବ ସମାଧାନ
ପଚାଶ ବର୍ଷର ଜମିଜମା ସମସ୍ୟାର ସମାଧାନ
ସୋରଡାର ୨୨ଟି ଗାଁ ଓ ଲଖନପୁରର ୭ଟି ଗାଁରେ
ଡିସେମ୍ବର ୧୪ରେ ପଟ୍ଟା ବଣ୍ଟନ, ମୁଖ୍ୟମନ୍ତ୍ରୀ ବାଣ୍ଟିବେ ପଟ୍ଟା
ଲଖନପୁରର ୯୦୦ ପରିବାର ହେବେ ଉପକୃତ
ଜାନୁଆରୀ ମାସରେ ଜଟଣୀ ଖାସମାହାଲ ଜମିର ପ୍ରଥମ ପର୍ଯ୍ୟାୟ ପଟ୍ଟା ବଣ୍ଟନ…
କର୍କଟ ପୀଡ଼ିତାଙ୍କ ପାଇଁ ଦେବଦୂତ ସାଜିଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ
ଭୁବନେଶ୍ୱର: କର୍କଟ ପୀଡ଼ିତାଙ୍କ ପାଇଁ ଦେବଦୂତ ସାଜିଛନ୍ତି ୧୦୮ ଆମ୍ବୁଲାନ୍ସ କର୍ମଚାରୀ । ଘଟଣାନୁଯାୟୀ ସୀତା ମଲ୍ଲିକ(୪୭) ନାମକ ଜଣେ ମହିଳା କର୍କଟ ରୋଗରେ ପୀଡ଼ିତ ହୋଇ ଖୋର୍ଦ୍ଧା ଜିଲ୍ଲା କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେଠାରେ ତାଙ୍କର ସ୍ଥିତି ଗୁରୁତର ହେବାରୁ ଡାକ୍ତର…