ଏସଡିସି ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା ପାଇଁ ମିଡ଼ିଆ କ୍ରିକେଟ ଟିମ ଚୟନ

ରାୟଗଡା / ସରୋଜ ସାହୁ: ରାୟଗଡ଼ା ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ଆସନ୍ତା ଡ଼ିସେମ୍ବର ୧ ରୁ ୩ ତାରିଖ ଯାଏଁ ସ୍ଥାନୀୟ ଜିସିଡ଼ି ହାଇସ୍କୁଲ ପଡିଆ ଠାରେ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହେବ | ଆଜି ଜିଲ୍ଲାର ସମସ୍ତ ସାମ୍ବାଦିକଙ୍କୁ ନେଇ କ୍ରିକେଟ ଓ ଭଲିବଲ ଖେଳ…

ନୂଆ-ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା ସାମାଜିକ କାର୍ଯ୍ୟାବଳୀ ର ତୃତୀୟ ଦିବସ : ରକ୍ତଦାନ ଶିବିର ଅନୁଷ୍ଠିତ, ୨୬ ୟୁନିଟ୍…

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ରେ ନୂଆ-ଓ, ଯୁବ ଓଡ଼ିଶା- ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉପଲକ୍ଷେ ସାମାଜିକ କାର୍ଯ୍ୟାବଳୀ ର ତିତୀୟ ଦିବସ ଅଧକ୍ଷ ଡ଼ଃ ଲଳିତେନ୍ଦୁ ନାୟକ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଅଛି। ଏହି ଦିବସରେ ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି…

ଅଞ୍ଚଳ ମହାବିଦ୍ୟାଳୟ ରେ ଅଧକ୍ଷଙ୍କ ବିଦାୟ ସମ୍ୱର୍ଦ୍ଧନା

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ଅଞ୍ଚଳ ମହାବିଦ୍ୟାଳୟ ର ସମ୍ମିଳନୀ ପ୍ରକୋଷ୍ଠ ଅଧ୍ୟକ୍ଷ ଡଃ ଲଳିତେନ୍ଦୁ ନାୟକଙ୍କ ବିଦାୟ କାଳୀନ ସଭା ପ୍ରାଧ୍ୟାପକ ଶ୍ରୀ ଲଳିତ ମୋହନ ପଣ୍ଡା ଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ ହୋଇଯାଇଅଛି। ବିଦାୟୀ ପ୍ରଧ୍ୟାପକ ଡ଼ଃ ଲଳିତେନ୍ଦୁ ନାୟକଙ୍କୁ ମହାବିଦ୍ୟାଳୟର ସମସ୍ତ…

ରଘୁନାଥପୁର ବ୍ଲକ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଶିବିର ଅନୁଷ୍ଠିତ

ଜଗତସିଂହପୁର,ତା-୩୦.୧୧.୨୦୨୩/ସୁମନ୍ତ କୁମାର ଦାସ: ଜିଲ୍ଲାପାଳ ଶ୍ରୀମତି ପାରୁଲ ପଟାୱରିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲାର ପ୍ରତ୍ୟେକ ବ୍ଳକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଅଭିଯାନ ଶିବିର ଆୟୋଜନ କରାଯାଉଅଛି। ଏହି ଅଭିଯାନ ଅନ୍ତର୍ଗତ ଆଜି ରଘୁନାଥପୁର ବ୍ଳକର ପି ସି ବିଦ୍ୟାମନ୍ଦିର…

ମିଶନ ଶକ୍ତି ବିଭାଗ ପକ୍ଷରୁ ଲିଙ୍ଗ ଭିତ୍ତିକ ହିଂସାର ପରିସମାପ୍ତି ନିମନ୍ତେ ଜିଲ୍ଲା ସ୍ତରୀୟ କାର୍ମଶାଳା ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମିଶନ ଶକ୍ତି ବିଭାଗ ପକ୍ଷରୁ ଲିଙ୍ଗ ଭିତ୍ତିକ ହିଂସାର ପରିସମାପ୍ତି ନିମନ୍ତେ ଜିଲ୍ଲା ସ୍ତରୀୟ କାର୍ମଶାଳା ଆଜି ( ଗୁରୁବାର ଦିନ )ଅନୁଷ୍ଠିତ ହୋଯାଇଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଶନ ଶକ୍ତିର ମହିଳା ମାନଙ୍କୁ ନେଇ ଏକ…

ରାୟଗଡ଼ା ବନବାସୀ ଅଞ୍ଚଳରେ ବାଳକ ବାଳିକାଙ୍କୁ ଶିକ୍ଷା ସଂସ୍କାର ଉପରେ ମାର୍ଗ ଦର୍ଶନ ସହ ବସ୍ତ୍ର ବଣ୍ଟନ

ରାୟଗଡ଼ା /ସରୋଜ ସାହୁ: ରାୟଗଡ଼ା ବ୍ଳକ ଅନ୍ତର୍ଗତ ସଦର ମହକୁମା କତପେଟା ପଞ୍ଚାୟତର ବିର ନାରାୟଣ ପୁର ନିକଟସ୍ଥ ସିଗ୍ନାପୁର ଗ୍ରାମ ସ୍ଥିତ ଶ୍ରୀ ଶ୍ରୀ ଶୀ ଶୀତା ରାମ ପ୍ରସନ୍ନ ହନୁମାନ ଧ୍ୟାନ ମନ୍ଦିର ପ୍ରାଙ୍ଗଣରେ ସନ୍ଥ ଯୋଗୀ ଶ୍ରୀ ଚୈତନ୍ୟ ରାମଜିଙ୍କ ତତ୍ବାବଧାନରେ ଗତ ଏକ ମାସ ଧରି ପବିତ୍ର…

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ପିସି ଏବଂ ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ

କଳାହାଣ୍ଡିରୁ ରୋହିତ କୁମାର ନାଏକ:  ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କକ୍ଷ ରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତା ରେ ଜିଲ୍ଲାସ୍ତରୀୟ ପି ସି ଏବଂ ପି ଏନ୍ ଡି ଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ସି ଡ଼ି ଏମ ଓ କଳାହାଣ୍ଡି ଡ ସୁଚେତା ପାଣି ଜିଲ୍ଲା ରେ…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ !

୧୪୦ କୋଟିରେ ୧୦୩ଟି ପ୍ରକଳ୍ପର ଉଦ୍‌ଘାଟନ, ୧୦୦୦ କୋଟିରେ ୩୭୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ରାଜ୍ୟ ବାହାର ଓଡିଆ ଲୋକଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ୱତନ୍ତ୍ର ହେଲ୍‌ପ ଲାଇନ୍‌- ୧୮୦୦ ୧୨୦ ୧୨୦ ୧୦୪ ଆରମ୍ଭ ଗତ ୫ ବର୍ଷରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ…

ଓରମାସ-ଓଏମସି ନିଯୁକ୍ତିଭିତ୍ତିକ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ

ଆଗାମୀ ଦିନରେ ତାଲିମ କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ: ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭୁବନେଶ୍ୱର: ଓଡ଼ିଶାର ଖଣିଜ ସମ୍ପଦ ଭରା ଜିଲ୍ଲାଗୁଡ଼ିକରେ ଏଣିକି ବେରୋଜଗାର ଯୁବବର୍ଗ ଆତ୍ମନିର୍ଭରଶୀଳ ହେବା ସହ ସେମାନଙ୍କ ପରିବାରର ସାମାଜିକ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିପାରିବୋ ଏଥିପାଇଁ…

ଦ୍ବିତୀୟ ଦିନରେ ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା l

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଆର୍ ବି ହାଇସ୍କୁଲ ପଡିଆରେ ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ସଫଳ ଭାବରେ ଚାଲିଛି। ଆଜି ଦ୍ବିତୀୟ ଦିନରେ ପଦ୍ମପୁର ଉପ- ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପଟେଲ ମୁଖ୍ଯଅତିଥି ରୂପେ ଯୋଗଦେଇଥିଲେ । ମୁଖ୍ଯ ଜିଲ୍ଲା କୃଷି ଅଧିକାରୀ ଅମୀୟ କୁମାର…