ନର୍ଲା ପ୍ରେସ ଆସୋସିଏସନର ମହା ପ୍ରଭାବ : ଚଳଚଞ୍ଚଳ ପ୍ରଶାସନ, ରାସ୍ତା କାର୍ଯ୍ୟ ତ୍ବରାନ୍ବିତ

କଳାହାଣ୍ଡି /ରୋହିତ କୁମାର ନାଏକ: କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଛତିକୁଡ଼ା ଠାରୁ ନର୍ଲା ମ.ରାମପୁର କୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ 6A ରାଜ୍ୟ ରାଜପଥ ପ୍ରଶସ୍ତିକରଣ କାର୍ଯ୍ୟ ଟେଣ୍ଡର ସରିବା ପରେ ଦୁଇ ବର୍ଷ କାଳ ପଡ଼ିରହିଥିଲା | ତାର ପ୍ରତିବାଦ ସ୍ବରୂପ ନର୍ଲା ସାମ୍ବାଦିକ ସଂଘ…

କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲାରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ୮୬.୨୫ କୋଟି ଟଙ୍କା…

କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି, ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟି ଉପକାର ପାଇବେ ଭବାନୀପାଟଣା ଓ ବଡସାହି ବ୍ଲକର ଜନସାଧାରଣ ଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ,ମାଛ ଚାଷ, ପଶୁପାଳନ ଆଦିରେ ହେବ ସହାୟକ 5T ଅଧ୍ୟକ୍ଷ ଶ୍ରୀ…

ବିକଶିତ ଭାରତର ସଂକଳ୍ପ ଯାତ୍ରା ରଥ ଶୁଭାରମ୍ଭ

ବଲାଙ୍ଗିର ୨୯ /୧୧ : ଆଜି ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣା ବିକଶିତ ଭାରତର ସଂକଳ୍ପ ଯାତ୍ରା ରଥ ଶୁଭାରମ୍ଭ କରିଛନ୍ତି | ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସଂଶାଧନ କେନ୍ଦ୍ରରେ ରଥର ନୋଡାଲ ଅଫିସର ଜିଲ୍ଲାପରିଷଦ ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସୁଶାନ୍ତ ସିଂ ଙ୍କ ସହ…

“ନବୀନ ଓଡିଶା”ରେ ଦୁର୍ନୀତି ଏବେ ନୀତିରେ ପରିଣତ ହୋଇଛି : ଅନିଲ ବିଶ୍ୱାଳ

ପୋଲିସ ଆଇଆଇସିଙ୍କଠାରୁ ବିପୁଳ ପରିମାଣର ନଗଦ କଳାଟଙ୍କା ଜବତ ଘଟଣା  ଗିରଫ ହୋଇଥିବା ବୈପାରିଗୁଡାର ଥାନା ଆଇଆଇସି ସୁଶାନ୍ତ ଶତପଥୀଙ୍କର ରହିଛି ବିଜେଡି ଲିଙ୍କ  ଗଂଜେଇ ଚୋରା ଚାଲାଣରେ କଟକ ଜିଲ୍ଲାର ଜଣେ ମନ୍ତ୍ରୀ ଓ ନୟାଗଡର ଜଣେ ବିଧାୟକଙ୍କର ରହିଛି ସମ୍ପୃକ୍ତି …

ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟର ଭୋଟର ସଚେତନତା ଓ ବାଲ୍ୟ ବିବାହ ଉପରେ ପଥପ୍ରାନ୍ତ ନାଟକରେ ସଚେତନତା

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-: ଆଜି ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଭୋଟର ସଚେତନତା ଓ ବାଲ୍ୟ ବିବାହକୁ ନେଇ ଏକ ପଥପ୍ରାନ୍ତ ନାଟକ ପାରିବେଶଣ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହା ବିଦ୍ୟାଳୟର ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…

ବେଲଗୁଣ୍ଠାରେ ପ୍ରଥମ ପର୍ଯ୍ୟାୟ ସମୃଦ୍ଧି ତାଲିମ୍ ଶିବିର

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରସନ୍ନ କୁମାର ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ବେଲଗୁଣ୍ଠା ବ୍ଳକ୍ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କଠାର ପ୍ରଥମ ପର୍ଯ୍ୟାୟ ସମୃଦ୍ଧି ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଛି I ବ୍ଳକ୍ ର ବାସୁଦେବପୁର…

ଦୁଇ ମହାବିଦ୍ୟାଳୟର ଭୋଟର ସଚେତନତା କାର୍ଯ୍ୟକ୍ରମ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-ଆଜି ବେଲଗୁଣ୍ଠାର ବିଜ୍ଞାନ ମହାବିଦ୍ୟାଳୟ ଏବଂ କ୍ଷତ୍ରିୟବରପୁର ସ୍ନାତକ ମହାବିଦ୍ୟାଳୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସମନ୍ୱିତ…

ଗାଇସିଲାଟ ମହାବିଦ୍ୟାଳୟରେ ଆମ ଓଡିଶା ନବୀନ ଓଡିଶା ବାର୍ଷିକ ଖେଲକୁଦ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗାଇସିଲାଟ/ମନ ଡନସନା- ପଞ୍ଚାୟତ ସମିତି ମହାବିଦ୍ୟାଳୟ ଗାଇସିଲାଟ ର ମିନିଷ୍ଟାଡିୟମ୍ ଠାରେ ୪ ଡିନ ଧରି ଚାଲିବ ଆମ ଓଡିଶା ନବୀନ ଓଡିଶା ବାର୍ଷିକ ଖେଲକୁଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ଯ ଅତିଥି ଭାବରେ ଓଡ଼ିଶା ସରକାରଙ୍କ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ…

ସମ୍ ହସ୍ପିଟାଲ ପକ୍ଷରୁ ୱାର୍ଲ୍ଡ ମୁଭ୍‌ମେଂଟ ଡିଜ୍‌ଅର୍ଡର ଦିବସ ପାଳିତ

ଭୁବନେଶ୍ୱର, ୨୯/୧୧: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବୁଧବାର ୱାର୍ଲ୍ଡ ମୁଭ୍‌ମେଂଟ ଡିଜ୍‌ଅର୍ଡର ଦିବସ ପାଳିତ ହୋଇଯାଇଛି । ନ୍ୟୁରୋଲୋଜି ବିଭାଗ ପକ୍ଷରୁ ଏହି ଦିବସ ପାଳନ କରାଯିବା ପରିପ୍ରେକ୍ଷୀରେ ଏକ ୱାକାଥନ ଓ ସମ୍ମିଳନୀର ଆୟୋଜନ କରାଯାଇଥିଲା…

ଓଡ଼ିଶା ଲଲିତ କଳା ଏକାଡେ଼ମୀ ଦ୍ୱାରା ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀର ଶୁଭାରମ୍ଭ

ଏକମାସ ମଧ୍ୟରେ ସବୁ ଜିଲ୍ଲାରେ ହେବ ପ୍ରଦର୍ଶନୀ ଓଡ଼ିଶାରେ ଚିତ୍ରକଳାର ପ୍ରଚାର ଓ ପ୍ରସାର ପାଇଁ ଅଭିନବ ପ୍ରୟାସ ଭୁବନେଶ୍ୱର(ଶାସକ ପ୍ରଶାସକ) : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ରାଜ୍ୟରେ ଚିତ୍ରକଳାର ପ୍ରଚାର ଓ ପ୍ରସାର…