ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା -୨୦୨୩ର ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ମଙ୍ଗଳବାର ଦିନ ଶୁଭ ଉଦଘାଟିତ ହୋଇଯାଇଛି। ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳାରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ…

୧୭ ଦିନର କସରତ ଓ ଦେଶବାସୀଙ୍କ ପ୍ରାର୍ଥନା ହେଲା ସଫଳ

ଉତ୍ତରକାଶୀ ଟନେଲରେ ଫସି ରହିଥିବା ୪୧ ଜଣ ଶ୍ରମିକ ଉଦ୍ଧାର ଉତ୍ତରକାଶୀ : ଉତ୍ତରକାଶୀ ଟନେଲରେ ଫସି ରହିଥିବା ୪୧ ଜଣ ଶ୍ରମିକ ଉଦ୍ଧାର ହୋଇଛନ୍ତି । ପ୍ରତୀକ୍ଷାର ଅନ୍ତ ଘଟିଲା ଓ ଦୀର୍ଘ ୧୭ ଦିନର କସରତ ପରେ ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଛନ୍ତି ଶ୍ରମିକ ମାନେ | ପ୍ରଥମେ ଅସୁସ୍ଥ ଓ ବୟସ୍କ…

ନୂଆ-ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା ସାମାଜିକ କାର୍ଯ୍ୟାବଳୀ ର ପ୍ରଥମ ଦିନ ରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ l

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରରେ ନୂଆ-ଓ, ଯୁବ ଓଡ଼ିଶା- ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉପଲକ୍ଷେ ସାମାଜିକ କାର୍ଯ୍ୟାବଳୀ ର ପ୍ରଥମ ଦିବସ ଅଧକ୍ଷ ଡ଼ଃ ଲଳିତେନ୍ଦୁ ନାୟକ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଅଛି। ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି…

ରାୟଗଡ଼ ରେ ପହଞ୍ଚିଲା ଅଯୋଧ୍ୟା ର ପବିତ୍ର ଅକ୍ଷତ କଳସ।

ରାୟଗଡ଼ା/ସରୋଜ ସାହୁ : ପ୍ରଭୁ ଶ୍ରୀ ରାମ ଲଲ୍ଲାଙ୍କ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଆସନ୍ତା ୨୦୨୪ ଜାନୁଆରୀ ୨୨ ତାରିଖ ଦିନ ଅଯୋଧ୍ୟାରେ ହେବାକୁ ଯାଉଛି। ଏହି ଅବସରରେ ଶ୍ରୀରାମ ଜନ୍ମ ଭୂମି ତୀର୍ଥ କ୍ଷେତ୍ର ଅଯୋଧ୍ୟା ପକ୍ଷରୁ ଗତ ୫ ନଭେମ୍ବରରେ ଅଯୋଧ୍ୟା ଠାରେ ଅକ୍ଷତ ପୂଜା ଅନୁଷ୍ଠିତ ହୋଇଥିଲା।…

ମାଁ ତାରିଣୀ ପୀଠରେ ଅନ୍ନଭୋଗ ବଣ୍ଟନ: ଦଶ ହଜାର ରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ ଙ୍କ ସମାଗମ

ପଦ୍ମପୁର /ପାଇକମାଳ ଭାଙ୍ଗକୁଟି ସ୍ଥିତ ମାଁ ତାରିଣୀ ଙ୍କ ପୀଠରେ ପ୍ରତି ବର୍ଷ ଭଳି ଏବର୍ଷ ମଧ୍ୟ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପୂଜା ଲାଗି ହେବା ସହ ଅନ୍ନଭୋଗ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ପଦ୍ମପୁର ସ୍ୱେଚ୍ଛାସେବୀ ସଂଗଠନ ତରଫରୁ ଆୟୋଜିତ ଏହି ପୂଜାନୋତ୍ସବ ରେ ପ୍ରଥମେ ମାଁ…

ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ଦୁଇ ଦିନିଆ ଜାତୀୟ ସେମିନାର କାର୍ଯ୍ୟକ୍ରମ ।

ବଲାଙ୍ଗିର-୨୬:୧୧- ସ୍ଥାନୀୟ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ଦୁଇ ଦିନିଆ ଜାତୀୟ ସେମିନାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମର ପ୍ରଥମ ଦିବସରେ ମଂଚାସୀନ ଅତିଥି ବୃନ୍ଦ ସେମୀନାର କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ଜଳନ କରି ଉଦଘାଟନ କରିଥିଲେ ।…

ଟ୍ରାଫିକ ନିୟମ ଉଲ୍ଲଙ୍ଘନକାରି ଙ୍କ ପାଇଁ ଭଞ୍ଜନଗର ପୋଲିସ୍ ର କଡା ଆଭିମୁଖ୍ୟ

ଭଞ୍ଜନଗର /ଉଦୟନାଥ ପଣ୍ଡା :ଭଞ୍ଜନଗର ସହରରେ ବିଭିନ୍ନ ମୋଟରଯାନ ଚାଳନା କ୍ଷେତ୍ରରେ ଟ୍ରାଫିକ ନିୟମ କୁ ଉଲ୍ଲଂଘନ କରୁଥିବା ଅମାନିଆ ମାନଙ୍କୁ ସାବାଡ଼ କରିବା ଉଦ୍ଦେଶ୍ୟ ନେଇ ଭଞ୍ଜନଗର ପୋଲିସ ପୋଷଣ କରିଛି ଶକ୍ତ ଆଭିମୁଖ୍ୟ | ଭଞ୍ଜନଗର ସହରରେ ବହୁ ଦୁଇ ଚକିଆ ଓ ଚାରିଚକିଆ ଗାଡ଼ି ଚାଳକ ମଦ୍ୟପାନ…

ଦହିତା କଲେଜରେ ସମନ୍ମିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍ଘାଟିତ l

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ଯୁବ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ରହିଥିବା ପ୍ରତିଭାର ବିକାଶ ପାଇଁ ରାଜ୍ୟ ବ୍ୟାପୀ ଚାଲିଥିବା ନୂତନ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ରାଜ୍ୟ ବ୍ୟାପି ଚାଲିଛି । ଏହି ପରିପ୍ରେକ୍ଷୀରେ ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ବୁଦ୍ଧଦେବ ମେହେର ଉଚ୍ଚ…

୪୨ ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା – ୨୦୨୩ , ବିଜୟ ଉଲ୍ଲାସରେ ଉଲ୍ଲସିତ ଓଡ଼ିଶା ପାଭିଲିୟନ୍

ଶ୍ରେଷ୍ଠ ପାଭିଲିୟନ ଭାବେ ଓଡ଼ିଶା ମଣ୍ଡପକୁ ସ୍ଵର୍ଣ୍ଣ ବାଣ୍ଟିଲା ବସୁଧୈବ କୁଟୁମ୍ବକଂର ବାର୍ତ୍ତା, ବାଣିଜ୍ୟ ମାଧ୍ୟମରେ ଏକୀକୃତ କଲା ୫ ଲକ୍ଷ ଲୋକଙ୍କୁ ନୂଆଦିଲ୍ଲୀ-୨୭/୧୧/୨୦୨୩ - ଭାରତ ବାଣିଜ୍ୟ ପ୍ରୋତ୍ସାହନ ସଂଗଠନ ଦ୍ଵାରା ୪୨ତମ ଭାରତ ଆନ୍ତର୍ଜାତୀୟ ବାଣିଜ୍ୟ ମେଳାରେ…

ବାଲୁଗାଁ ମହାବିଦ୍ୟାଳୟରେ ଏନସିସି ଦିବସ ପାଳିତ

ବାଲୁଗାଁ (ସେକ୍ କୌସର): ବାଲୁଗାଁ ମହାବିଦ୍ୟାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ଏନସିସି ଦିବସ ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏନସିସି ଅଫିସର ଲେଫ୍ଟନାଣ୍ଟ ଡକ୍ଟର ଅକ୍ଷୟ କୁମାର ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ ଏନସିସି ଦିବସରେ…